Browsing Category

ଅପରାଧ

ବାଂଲାଦେଶୀ ନାବାଳିକା ଉଦ୍ଧାର ମାମଲାରେ ମହିଳା ସମେତ ୨ ଜଣ ଅଟକ

କଟକ ସହରରୁ ବାଲାଂଦେଶୀ ନାବାଳିକା ଉଦ୍ଧାର ମାମଲାରେ ପୁଲିସ ଆକ୍ସନ ମୁଡ଼ରେ ରହିଛି। ନାବାଳିକାକୁ ଉଦ୍ଧାର ପରେ ଏହି ଘଟଣା ସହିତ ସଂପୃକ୍ତି ରଖିଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମତେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। କଟକ,୨୪-୧୧-୨୦୨୪ (ପିପିଏସ) : ଜଣେ ବାଂଲାଦେଶୀ

ଗିରଫ ପରେ ଜେଲ୍ ଗଲେ ବବିଙ୍କ ଭାଇ ଭବ ପ୍ରକାଶ ଦାସ

ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରକାଶ ଦାସ(ଲଲ)ଙ୍କୁ ଅବଶେଷରେ ଜେଲ୍ ଯିବାକୁ ପଡ଼ିଲା। ତାଙ୍କୁ ଗିରଫ କରାଯାଇଥିଲା। ଏହାପରେ ଭବ ପ୍ରକାଶ ଦାସଙ୍କୁ ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଥିଲା। ତାପରେ ତାଙ୍କୁ ଯାଜପୁର ଉପ କାରାଗରକୁ ପଠାଇ

ନବଜାତ ଶିଶୁକନ୍ୟା ବିକ୍ରି ମାମଲା: ସନ୍ଦେହ ଘେରରେ ଥିବା ଏଏନ୍‌ଏମ୍‌ ନିଳମ୍ବିତ

ପାଟଣାଗଡ଼/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ନବଜାତ ଶିଶୁକନ୍ୟା ବିକ୍ରି ମାମଲାରେ ସଂପୃକ୍ତି ଅଭିଯୋଗରେ ଜଣେ ଅଭିଯୁକ୍ତ ଏଏନ୍‌ଏମ୍‌ ନିଲମ୍ବିତ ହୋଇଛନ୍ତି।ଏଏନ୍‌ଏମ୍‌ ‌ମମତା ଭୋଇଙ୍କୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ

ହିଂସାର ପଥ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୁଅ:ଖୁରାନିଆ

ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ମାଲକାନଗିରିରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଘଟଣାରେ ଜଣେ ଯବାନ ଆହତ ହୋଇଥିବା ବେଳେ ଜଣେ ମାଓବାଦୀ ନିହତ ହୋଇଛନ୍ତି ।  ଏହି ଅପରେସନରେ ସୁରକ୍ଷାବଳକୁ ବହୁ ସଫଳତା ମିଳିଛି। ଅନେକ ମାଓ ସାମଗ୍ରୀ ଜବତ ହୋଇଛି ବୋଲି ଡିଜିପି ୱାଇ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ। ଗତକାଲି କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯିବା ପରେ କଟକକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି।

ଖଣି ଆନ୍ଦୋଳନ ରୋକିବାକୁ ସରକାରଙ୍କ କଠୋର ନିଷ୍ପତ୍ତି: ତାଳଚେରରେ ୬ ମାସ ପାଇଁ ‘ଏସ୍‌ମା’ ଲାଗୁ

ତାଳଚେର ଖଣି ଅଞ୍ଚଳରେ ଚାଲିଥିବା ଆନ୍ଦୋଳନ ରୋକିବା ପାଇଁ ସରକାର କଠୋର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏମ୍‌ସିଏଲ୍‌ ଦ୍ବାରା ଚାଲିଥିବା କୋଇଲା ଖନନ ଓ ପରିବହନ ବ୍ୟବସ୍ଥାରେ ଅତ୍ୟାବଶ୍ୟକ ସେବା ଆଇନ୍‌ (ଏସ୍‌ମା) ଲାଗୁ କରାଯାଇଛି। ଅନୁଗୁଳ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ତାଳଚେର

ବାଣୀବିହାର ପାଲଟିଛି ମିନି ଡମ୍ପିଂୟାର୍ଡ: ହାତ ଟେକିଦେଲେଣି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀବିହାର କ୍ୟାମ୍ପସ୍‌ ପରିସର ବସ୍ତିବାସିନ୍ଦାଙ୍କ ଡମ୍ପିଂୟାର୍ଡ ପାଲଟିଛି। ବିଶ୍ବବିଦ୍ୟାଳୟର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ବକୁ ଲାଗି ଗଢ଼ି ଉଠିଥିବା ବସ୍ତିରେ ଘର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଉତ୍କଳ

ଯନ୍ତ୍ରୀଙ୍କ ଘରେ କେଜିଏ ସୁନା

ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଭିଜିଲାନ୍ସ ଜାଲରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା। ଆଜି ସକାଳେ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଥିଲା। ତାଙ୍କ ଘର ସମେତ ଚାରିଟି ସ୍ଥାନରେ ଚାଲିଛି ଚଢ଼ାଉ।

ରାଜନୈତିକ ଶତ୍ରୁତା: ସରପଞ୍ଚଙ୍କ ସ୍ବାମୀ-ସମିତି ସଭ୍ୟ ହଣାହଣି

ନୟାଗଡ଼ର ଇଟାମାଟି ଥାନା ଶରଧାପୁରରେ ସରପଞ୍ଚଙ୍କ ସ୍ବାମୀ ଏବଂ ସମିତି ସଭ୍ୟଙ୍କ ମଧ୍ୟରେ ହଣାହଣି ମାମଲା ଘଟିଛି। ଉଭୟଙ୍କୁ ଗୁରୁତର ଏବଂ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ୱରରେ ଏକ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି ନୟାଗଡ଼/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) :

ଅଭିଭାବକ ବେଫିକର, ପୁଲିସର ନିଘା ନାହିଁ

ପିଲାମାନେ ବି ବେଫିକର ହୋଇ ରାସ୍ତାରେ ଗାଡ଼ ଚଲାଇ ସ୍କୁଲକୁ ଯାଉଛନ୍ତି। ଯଦି କିଛି ବି ଘଟେ ତେବେ ସିଧା ପ୍ରଶାସନ ଉପରେ ଉଙ୍ଗୁଳି ଉଠିବ। ମାଲକାନଗିରିରେ ଦୁଇଟି ବାଇକ୍‌ରେ ତିନି ଜଣ ପିଲା ସ୍କୁଲ ଯାଉଥିବା ବେଳେ ରାସ୍ତାରେ କଥାବାର୍ତ୍ତା ହୋଇ ବେଫିକର ହୋଇ ଗାଡ଼ି ଚଲାଉଥିଲେ।