Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ନୂଆଡିହି ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ ଗ୍ରାମବାସୀ
ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କ ଅବହେଳା ମନୋଭାବ କାର୍ଯ୍ୟ, ଅସଭ୍ୟ ବ୍ୟବହାର, ହାତୀ ନ ଘଉଡ଼ାଇବା ଯୋଗୁଁ ଉପଦ୍ରବ, ଉପଦ୍ରବରେ କ୍ଷୟକ୍ଷତିଙ୍କୁ ଅନୁକମ୍ପାମୂଳକ ସହାୟତା ନ ମିଳିବା ଆଦି ଅନେକ ଅଭିଯୋଗ ଆଣି ଗତ ଶୁକ୍ରବାର ରାତିରେ ଏକ ଗଛରେ ବାନ୍ଧି ରଖିଲେ!-->…
ମହାପ୍ରଭୁଙ୍କ ଜମି ବେଆଇନ୍ ଜବରଦଖଲ କରି ହସ୍ତାନ୍ତର ଉଦ୍ୟମ, ଥାନାରେ ଏତଲା
ପୁରୀ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ବିଶ୍ବ ନିୟନ୍ତାଙ୍କୁ ମଧ୍ୟ ଆମ ସମାଜର କିଛି ଲୋକ ଖାତିର କରୁ ନାହାନ୍ତି। ଯାହାଙ୍କ ନିର୍ଦ୍ଦେଶରେ ଏହି ଦୁନିଆ ପରିଚାଳିତ ହେଉଛି, ସେହି କାଳିଆ ଠାକୁରଙ୍କ ସଂପତ୍ତି ଉପରେ ମଧ୍ୟ ଖଳ ଲୋକମାନେ ନଜର ପକାଉଛନ୍ତି। ଏଭଳି ଏକ ଅଭିଯୋଗ ଆସିଛି। ମହାପ୍ରଭୁ!-->…
ପୁଣି ମୁମ୍ବାଇ ବିମାନବନ୍ଦରକୁ ମିଳିଲା ବୋମା ଧମକ
ଗତ କିଛି ଦିନ ମଧ୍ୟରେ ଅନେକ ବିମାନକୁ ବୋମା ଧମକ ମିିଳି ସାରିଥିବା ବେଳେ ବୁଧବାର ଅପରାହ୍ନରେ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମା ଧମକ ମିଳିଛି।
ମୁମ୍ବାଇ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଥମୁନାହିଁ ବିମାନକୁ ବୋମା ଧମକ। କିଛି ଦିନ ଅନ୍ତରରେ!-->!-->!-->…
୬ ପେସାଦାର ଲୁଟେରାଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ
କଟକ,୧୪-୧୧-୨୦୨୪ (ପିପିଏସ ) : ଗତ ୧୫ ଦିନ ମଧ୍ୟରେ କଟକରେ ଘଟିଥିବା ତିନୋଟି ଛିନତାଇ ଲୁଟ୍ ଘଟଣାରେ କମିଶନରେଟ ପୋଲିସ ୬ ପେସାଦାର ଲୁଟେରାଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଏ ନେଇ କଟକ ଡିସିପି କହିଛନ୍ତି ଲୁଟେରା ମାନଙ୍କ ନାଁ' ରେ ପୂର୍ବରୁ ବିଭିନ୍ନ ଅପରାଧିକ ମାମଲା ରହିଛି ।!-->…
୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆର୍ଆଇ
ଭଦ୍ରକ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ସର୍କଲର ରାଜସ୍ୱ ଅଧିକାରୀ (ଆର୍ଆଇ) ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ହାତରେ ପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଅଭିଯୁକ୍ତ ଆର୍ଆଇଙ୍କ ନାମ ଭାଗବତ ଖଟୁଆ!-->…
ଭାଇ-ଭାଉଜଙ୍କୁ ହତ୍ୟ: ସ୍ତ୍ରୀ ଓ ପୁଅ ସମେତ ସାନଭାଇକୁ ଗିରଫ କଲା ପୁଲିସ
ଆସିକା/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଗଂଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତର ସମେଇଗୁଡା ଗ୍ରାମରେ ବୁଧବାର ଦିନ ସକାଳୁ ସ୍ବାମୀ-ସ୍ତ୍ରୀଙ୍କୁ ହତ୍ୟା ଘଟଣାର ୨୪ ଘଣ୍ଟା ମଧ୍ୟରେ ପୁଲିସ ତିନି ଅଭିଯୁକ୍ତକୁ ଗିରଫ କରିଛି। ଏଥି ସହିତ ହତ୍ୟାରେ ବ୍ୟବହୃତ ଖଣ୍ଡା,!-->…
ସାନଭାଇ ଭୁଲିଗଲା ସଂପର୍କ: ବଡ଼ଭାଇଙ୍କ ତଣ୍ଟି କାଟିଲା, ଭାଉଜଙ୍କୁ ପିଟିପିଟି ମାରିଲା
ସମ୍ପତ୍ତି ଆଗରେ ରକ୍ତ ସମ୍ପର୍କ ତୁଚ୍ଛ
ସଂପତ୍ତି ପାଇଁ ସଂପର୍କରେ ଫାଟ ସୃଷ୍ଟି ହେଉଛି। ସଂପତ୍ତି ଆଗରେ ସଂପର୍କ ବଳି ପଡୁଛି। ଗଂଜାମ ଜିଲ୍ଲା ଆସିକା ଅଞ୍ଚଳରେ ଆଜି ପୂର୍ବାହ୍ଣରେ ସାନଭାଇର ଆକ୍ରମଣରେ ବଡ଼ଭାଇ ଓ ଭାଉଜଙ୍କର ମୃତ୍ୟୁ ହୋଇଛି। ଏହି ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ!-->!-->!-->!-->!-->…
ଲକ୍ଷ୍ମୀ ବସ୍ ଧକ୍କାରେ ବାଇକ୍ ଅରୋହୀଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ ଉଠିଲା ଶବ
ଝରିଗାଁ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେଫଗୁଡା ଗ୍ରାମ ନିକଟରେ ମଙ୍ଗଳବାର ସନ୍ଧ୍ୟା ୫ଟାରେ ଲକ୍ଷ୍ମୀ ବସ୍ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଜଣେ ଚାଳକଙ୍କ ମୃତ୍ୟୁ ଘଟଣା ଆନ୍ଦୋଳନ ରୂପ ନେଇଛି। ବସ୍!-->…
ପୀଡ଼ିତ ପରିବାରକୁ ନ୍ୟାୟ ଦାବିରେ ରାଜରାସ୍ତା ବନ୍ଦ
ବାଙ୍ଗିରିପୋଷି ଅଞ୍ଚଳରେ ଗ୍ରାମବାସୀ ଶୁଦ୍ଧିକ୍ରିୟା କରିବା ପାଇଁ ଦେଉ ନଥିବାରୁ ଆଦିବାସୀ ସାଙ୍ଗେଲ ଅଭିଯାନ ତରଫରୁ ସୋମବାର ଜାତୀୟ ରାଜପଥ ୪୯ ବନ୍ଦ କରାଯାଇଛି। ଫଳରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି।
ବାଙ୍ଗିରିପୋଷି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମୟୂରଭଂଜ ଜିଲ୍ଲା!-->!-->!-->…
ନିମ୍ନମାନର ରାଜରାସ୍ତା: ବର୍ଷକରେ ଉଠିଲା ପିଚୁ
ରାଣୀଗଡ଼ରୁ ବାଲିପୁଜାରୀପୁଟ ପର୍ଯ୍ୟନ୍ତ ୨କିଲୋମିଟର ରାସ୍ତା। ଏଥି ପାଇଁ ୫୦ଲକ୍ଷ ଟଙ୍କା ଖର୍ଚ୍ଚ ବି କରାଯାଇଥିଲା। ଅଦିନିଆ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି।
କୋରାପୁଟ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ପୂର୍ତ୍ତବିଭାଗ ପକ୍ଷରୁ ମାତ୍ର ବର୍ଷକ ତଳେ ପୁନଃରୁଦ୍ଧାର!-->!-->!-->…