Browsing Category

ଅପରାଧ

ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ବ ନିରୀକ୍ଷକ

ଢେଙ୍କାନାଳ/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଢେଙ୍କାନାଳ ସଦର ଆର୍‌ଆଇ ବରୁଣ ଜେନା । ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି l ତାଙ୍କ ସହିତ ବଳରାମ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ ।

ହିଂସାତ୍ମକ ହୋଇପଡ଼ିଛନ୍ତି ମାଓବାଦୀ

ପ୍ରଜାକୋର୍ଟରେ ଶିକ୍ଷକଙ୍କୁ ଦୋଷୀ ସାବ୍ୟସ୍ତ କରି ମାଓବାଦୀମାନେ ଶିକ୍ଷାଦୂତଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ମାଲକାନଗିରି/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ପଡ଼ୋଶୀ ଛତିଶଗଡ଼ରେ ଏବେ ମାଓବାଦୀ ହିଂସାତ୍ମକ ହୋଇପଡ଼ିଛନ୍ତି। ଲୋକଙ୍କୁ ଭୟଭୀତ କରିବା ଏବଂ ପୁଲିସକୁ ହଇରାଣରେ ପକାଇବାକୁ

ବୋମାମାଡ଼ ମାମଲାରେ ୮ ଗିରଫ: ସୁପାରି ନେଇଥିଲା ଚନ୍ଦନପୁର ଗ୍ୟାଙ୍ଗ୍‌

ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ନୂଆପଲ୍ଲୀ ଥାନା କେଶରୀ ଏନ୍‌କ୍ଲେଭ୍‌ ଓ ଇନ୍‌ଫୋଭ୍ୟାଲି ଥାନା କାଞ୍ଚନ ପ୍ଲାଜା ନିକଟରେ ହୋଇଥିବା ବୋମାମାଡ଼ ମାମଲାରେ କମିସନରେଟ୍‌ ପୁଲିସ ୮ଜଣଙ୍କୁ ଗିରଫ କରିଛି। ଏହି ୨ ମାମଲାର ମାଷ୍ଟରମାଇଣ୍ଡ ତଥା ଜମି ମାଫିଆ ବସନ୍ତ ମହାପାତ୍ର ସମେତ ସୁପାରି ନେଇ

ନକଲି ନଡିଆ ତେଲ ଫ୍ୟାକ୍ଟ୍ରିରେ ଚଢଉ : ବିପୁଳ କଞ୍ଚାମାଲ ଜବତ

ବ୍ରହ୍ମପୁର/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ବଡବଜାର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗର ୪ର୍ଥ ଲାଇନରେ ଥିବା ଏକ ନକଲି ନଡ଼ିଆ ତେଲ ଓ ରାଶି ତେଲ ଫ୍ୟାକ୍ଟ୍ରି ରେ ପୁଲିସ ପକ୍ଷରୁ ଚଢଉ କରାଯାଇଛି l ସେଠାରୁ ବିଭିନ୍ନ କମ୍ପାନୀ ନାଁକୁ ନକଲ କରି ପ୍ରସ୍ତୁତ ହୋଇଥିବା ନକଲି ନଡିଆ ତେଲ ବୋତଲ ଓ

ମାଓବାଦୀଙ୍କ ବର୍ବର କାଣ୍ଡ : ଶିକ୍ଷା ଦୂତଙ୍କୁ ପିଟି ପିଟି ମାରିଦେଲେ

ସୁକମା/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ଓଡ଼ିଶା ସୀମାନ୍ତରେ ନକ୍ସଲଙ୍କ ବର୍ବରତା। ଛତିଶଗଡ଼ ସୁକମାରେ ଜଣେ ଶିକ୍ଷା ଦୂତଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ମୃତ ଶିକ୍ଷା ଦୂତଙ୍କ ନାଁ ଦୁଧି ଅର୍ଜୁନ। ତାଙ୍କୁ ନକ୍ସଲମାନେ ପିଟିପିଟି ହତ୍ୟା କରିଛନ୍ତି । ସ୍ଥାନୀୟ ଶିକ୍ଷିତ ଯୁବକଙ୍କୁ ଶିକ୍ଷା

ନକଲି ମୋବିଲ୍‌ କାରଖାନା ଠାବ: ଇଞ୍ଜିନ୍‌ ଅଏଲ୍‌, ଲେବୁଲ୍‌, ବୋତଲ ଜବତ

କେତେଦିନ ଧରି ନକଲି କାରଖାନା ଚାଲୁଥିଲା? କେଉଁକେଉଁ ଅଞ୍ଚଳକୁ ଏସବୁ ନକଲି ସାମଗ୍ରୀ ଚାଲାଣ ହେଉଥିଲା? ଏହି କାରବାରରେ କେତେ ଜଣଙ୍କର ସମ୍ପୃକ୍ତି ରହିଛି ଆଦି ବିଷୟରେ ପୁଲିସ ତଦନ୍ତ ଚଳାଇଛି।  ରାଉରକେଲା/ଭୁବନେଶ୍ୱର, ୧୫-୦୯-୨୦୨୪(ପିପିଏସ): ନାଲାରୋଡ୍‌ ରାଜା ଷ୍ଟ୍ରିଟ୍‌ରୁ

ଗୁଣି ସନ୍ଦେହରେ ଗୋଟିଏ ପରିବାରର ୫ ଜଣଙ୍କୁ ପିଟି ପିଟି ମାରିଦେଲେ

ସୁକମା/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ଛତିଶଗଡ଼ର ସୁକମାରେ ଗୁଣି ଗାରେଡ଼ି ଓ କଳାଯାଦୁ କରୁଥିବା ସନ୍ଦେହରେ ୫ ଜଣଙ୍କୁ ଲାଠିରେ ପିଟି ପିଟି ହତ୍ୟା କରାଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି। ଏହି ଘଟଣା ଘଟିଛି କୋଣ୍ଟା ଥାନା ଅଧୀନ ଇଟାଲ ଗାଁରୁ। ସମସ୍ତ ମୃତକ ଇଟାଲ ଗ୍ରାମର

ବାଣୀବିହାରରେ ଲାଗିଲା କଳଙ୍କର ଦାଗ : ଛାତ୍ରୀଙ୍କୁ ‌ବରିଷ୍ଠ ପ୍ରଫେସରଙ୍କ ଯୌନ ନିର୍ଯାତନା ଅଭିଯୋଗ

ବରିଷ୍ଠ ପ୍ରଫେସରଙ୍କ ବିରୋଧରେ ମାସେ ତଳୁ ହୋଇଛି କୁଳପତିଙ୍କୁ ଚିଠି ଘଟଣା ସମ୍ପର୍କରେ ଅବଗତ ଥାଇ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନାହିଁ କର୍ତ୍ତୃପକ୍ଷ ପ୍ରଫେସରଙ୍କୁ ସୁରକ୍ଷା ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ବାଣୀବିହାର ତଥା ଉତ୍କଳ

 ଜନ୍ମକଲା ମା’କୁ ହତ୍ୟା କଲେ ଦୁଇ ପୁଅ

ନିଜ ଜନ୍ମକଲା ମା’କୁ ହତ୍ୟା କଲେ ଦୁଇ ପୁଅ। ଏଭଳି ଅମାନବୀୟ ଘଟଣା ଘଟିଛି କଟକ ମହାନଗରର ମହାନଦୀ ବିହାର ଅଞ୍ଚଳରେ। ଏଣେ ହତ୍ୟାକାଣ୍ଡ ଘଟାଇବା ପରେ ଜଣେ ପୁଅ ଫେରାର୍ ହୋଇ ଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। କଟକ-୧୪-୦୯-୨୦୨୪(ପିପିଏସ):

ଖଣ୍ଡଗିରି ଥାନାରେ ନାଇଜେରୀୟ ପର୍ଯ୍ୟଟକ

ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଆଜି ରାତି ପ୍ରାୟ ୧୨ଟା ସମୟରେ ଖଣ୍ଡଗିରି ପୁଲିସ ଜଣେ ନାଇଜେରୀୟ ପର୍ଯ୍ୟଟକଙ୍କୁ ଥାନାକୁ ଉଠାଇଆଣିଛି। ତାଙ୍କର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ। ଚର୍ଚ୍ଚା ହେଉଛି ଯେ ପୁଲିସ ଉକ୍ତ ଯୁବକଙ୍କ ନିକଟରୁ ପ୍ରାୟ ୨ଲକ୍ଷ ନଗଦ ଟଙ୍କା ଜବତ କରିଛି। ‌ତେବେ ସେ