Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବିଚାରାଧୀନ କଏଦୀଙ୍କୁ ଗ୍ୟାଙ୍ଗଷ୍ଟାରଙ୍କ ଆକ୍ରମଣ ଘଟଣା : ତଦନ୍ତ କରିବେ କଟକ ଡିଭିଜନ୍ ଡିଆଇଜି
ଭୁବନେଶ୍ୱର,୨-୯-୨୪(ପିପିଏସ) : ରବିବାର ଦିନ ହୋଇଥିବା ଝାରପଡ଼ା ଜେଲରେ ବିଚାରାଧିନ କଏଦୀ ସୌମ୍ୟକାନ୍ତ ମହାନ୍ତିଙ୍କୁ ଆକ୍ରମଣ ଘଟଣାକୁ ନେଇ ଆରମ୍ଭ ହୋଇଛି ଖୋଳତାଡ଼ । ଜେଲ୍ ଭିତରେ କଏଦୀଙ୍କ ସୁରକ୍ଷାଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଜେଲ୍ର କିଛି ଅଧିକାରୀ ବି ଏଥିରେ ସାମିଲ!-->…
ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ : ୮ଟି ସ୍ଥାନରେ ଚଢ଼ାଉ
ଅନୁଗୁଳ/ଭୁବନେଶ୍ୱର,୨-୯-୨୪(ପିପିଏସ) : ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛି ଆଉଏକ ବଡ଼ ମାଛ । ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍ ଚାଲିଛି । ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍ ଚାଲିଥିବା ଜଣାପଡ଼ିଛି । ଆୟ ବହିର୍ଭୂତ!-->…
ସତ ବାହାଘର ମିଛ ପୋଲିସ : ଖୋଲିଲା ନକଲି ଇନ୍ସପେକ୍ଟରଙ୍କ ପେଡ଼ି
ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଫେସବୁକରେ ପ୍ରେମ କରି ଫସିଲେ ଆଉଜଣେ ମହିଳା ମହିଳା । ନକଲି ପୋଲିସ ଇନ୍ସପେକ୍ଟରଙ୍କ ପ୍ରେମରେ ପଡ଼ି ବିବାହ କଲେ । ଏବେ ସତ କଥା ଜାଣିବା ପରେ ଆସି ପ୍ରକୃତ ପୋଲିସ ପାଖରେ କରିଛନ୍ତି ଅଭିଯୋଗ । ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି ଖଣ୍ଡଗିରି ଥାନା ଜଣେ!-->…
ମଣିପୁରରେ ପୁଣି ଫୁଟିଲା ଗୁଳି : ମା’ ମୃତ, ଝିଅ ଆହତ
ଇମ୍ଫାଲ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଆଦିବାସୀ ଓ ଅଣଆଦିବାସୀଙ୍କ ମଧ୍ୟରେ ସୃଷ୍ଟି ହିଂସା ଯୋଗୁ ଅଶାନ୍ତ ହୋଇପଡ଼ିଥିବା ମଣିପୁରରେ ପୁଣି ଚାଲିଛି ଗୁଳି। ଆଜି ହିଂସାର ଫାଇଦା ନେଇ କିଛି ସନ୍ଦିଗ୍ଧ ବିଦ୍ରୋହୀ ଗୁଳି ମାଡ଼ କରିଛନ୍ତି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କର ୧୨!-->…
ବନ୍ଧା ହେଲେ ବ୍ଲକ ଶିକ୍ଷା ଅଧିକାରୀ : ଗତକାଲି ହୋଇଥିଲା ଭିଜିଲାନ୍ସ ଚଢ଼ାଉ
ନଗଦ ୬.୫ ଲକ୍ଷ ଟଙ୍କା ସହ ବ୍ୟାଙ୍କ ଜମା ୩୫.୬୧ ଲକ୍ଷ ଟଙ୍କା
୩ଟି ବହୁତଳ କୋଠା ସହିତ ଗୋଟିଏ କାର୍
ସୁନା, ରୁପା ଗିନା,ଚାମଚ ସହିତ ଦାମୀ ଘଣ୍ଟା
ବ୍ରହ୍ମପୁର/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କୁ ଆଜି!-->!-->!-->!-->!-->!-->!-->!-->!-->…
କନିଷ୍ଠ ଯନ୍ତ୍ରୀଙ୍କ ଘରୁ ବାହାରିଲା ବିଡ଼ା ବିଡ଼ା ନୋଟ୍ : ଭିଜିଲାନ୍ସ ଟିମ୍କୁ ଦେଖି ଚେତା ହରାଇଥିଲେ
ଜବତ ହୋଇଛି ନଗଦ ୧୪ ଲକ୍ଷ ୮୧ ହଜାର ୩ ଶହ ଟଙ୍କା
୩୫ ଗ୍ରାମର ସୁନା ଅଳଙ୍କାର ସହିତ ଏକାଧିକ ଘର ଓ ପ୍ଲଟ
ରାୟଗଡ଼ା/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ବେହୋସ ହୋଇଯାଇଥିବା ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର କନିଷ୍ଠ ଯନ୍ତ୍ରୀ!-->!-->!-->!-->!-->!-->!-->…
ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ : ଭିଜିଲାନ୍ସକୁ ଦେଖି ଚେତା ବୁଡ଼ିଗଲା
ରାୟଗଡ଼ା/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଜଣେ କନିଷ୍ଠ ଯନ୍ତ୍ରୀ ଅଚେତ ହୋଇଗଲେ। ଆଜି ରାୟଗଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି ଏହି ଘଟଣା।
ଭିଜିଲାନ୍ସ ଜାଲରେ ପଡ଼ିଥିବା ଏହି ଯନ୍ତ୍ରୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ସେ ରାୟଗଡ଼ା!-->!-->!-->…
ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ
ବାରିପଦା/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାରିପଦା ଟାଉନ ଥାନା ଏଏସ୍ଆଇ ରାମଚନ୍ଦ୍ର ସୋରେନ। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।
ଏକ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ସହାୟତା ଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ!-->!-->!-->…
ଶେଷରେ ବନ୍ଧା ହେଲେ କୋଟିପତି କନିଷ୍ଠ କିରାଣି : ଗତକାଲି ୬ଟି ସ୍ଥାନରେ ହୋଇଥିଲା ଚଢ଼ାଉ
ବାଲେଶ୍ୱର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ଦାସଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଗିରଫ କରିଛି ଭିଜିଲାନ୍ସ ।
ଗତକାଲି ପ୍ରଦୀପଙ୍କର ବାଲେଶ୍ୱରର!-->!-->!-->!-->!-->…
ସନ୍ଧାନୀ କୁକୁର ଦ୍ୱାରା ୩ ଲ୍ୟାଣ୍ଡ ମାଇନ ଠାବ : ଅଳ୍ପକେ ବର୍ତ୍ତିଲେ ସିଆରପିଏଫ ଯବାନ
ମାଲକାନଗିରି/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜପୁର ଜିଲ୍ଲାର ପେଦ୍ଦଗେଲୁର ଅଞ୍ଚଳରେ ବିସ୍ଫୋରଣ ପୂର୍ବରୁ ଉଦ୍ଧାର ହେଲା ଲ୍ୟାଣ୍ଡମାଇନ । ଫଳରେ ଅଳ୍ପକେ ବର୍ତ୍ତିଲେ ଯବାନ ।
ପେଦ୍ଦଗେଲୁର ଅଞ୍ଚଳରେ ସିଆରପିଏଫ ଯବାନ ସର୍ଚ୍ଚ ଅପେରସନ କରୁଥିଲେ ।!-->!-->!-->…