Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀ : ୬ଟି ସ୍ଥାନରେ ଚଢ଼ାଉ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଗୁରୁବାର ଦିନ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ ବନ୍ଧା ହେବା ପରେ ଆଜି ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର

ଏକତରଫା ପ୍ରେମରେ ଅନ୍ଧ ନାବାଳକର ବିଭତ୍ସ କାଣ୍ଡ : ପ୍ରେମିକାର ଦାଦାଙ୍କ ମୁଣ୍ଡ-ଗଣ୍ଡି କରିଦେଲା ଅଲଗା

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଏକ ତରଫା ପ୍ରେମରେ କଣ୍ଟା ସାଜିଲେ ଯୁବତୀଙ୍କ ଦାଦା । ଝିଆରୀଠୁ ଦୂରେଇ ରହିବାକୁ ଚେତାବନୀ ବି ଦେଲେ। ମାତ୍ର ପ୍ରେମକୁ ଭୁଲି ପାରୁ ନଥିବା ନାବାଳକ ହୋଇ ଉଠିଲା ରକ୍ତମୁଖା। ରାତି ଅଧରେ ବାଇକ୍‌ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ

ବିପୁଳ ସମ୍ପତ୍ତିର ମାଲିକ’ CHSE ରେକର୍ଡ ସପ୍ଲାୟର୍ ଙ୍କୁ ବାନ୍ଧିଲା ଭିଜିଲାନ୍ସ

କଟକ/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଆଉ ମାତ୍ର ୨ ଦିନ ପରେ ନେଇଥାନ୍ତେ ଅବସର । ଅଫିସରେ ଦିଆଯାଇଥାନ୍ତା ଅବସରକାଳୀନ ସମ୍ବର୍ଦ୍ଧନା । ହେଲେ ଠିକ୍ ତା ପୂର୍ବରୁ ପଡିଗଲେ ଭିଜିଲାନ୍ସ ଜାଲରେ । ଆଉ ବେକରେ ଫୁଲମାଳ ପଡ଼ିବା ବଦଳରେ ହାତରେ ପଡ଼ିଲା ହାତକଡ଼ି l ଭିଜିଲାନ୍ସ ହାତରେ ବନ୍ଧା ହେଲେ CHSE

ସୈତାନ ପଡ଼ୋଶୀର ନାରକୀୟ କାଣ୍ଡ : ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ

ଭୁବନେଶ୍ୱର, ୨୯-୦୮-୨୪(ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲଜ୍ଜାଜନକ ଘଟଣା । ୪ ବର୍ଷର ଶିଶୁକନ୍ୟା ସହିତ ଦୁଷ୍କର୍ମ କରିଛି ପଡ଼ୋଶୀ l ଏୟାରପୋର୍ଟ ଥାନା ଅଞ୍ଚଳରେ ଥିବା ଏକ ବସ୍ତିରେ ଘଟିଛି ଏଭଳି ନିନ୍ଦନୀୟ ଘଟଣା । ପଡୋଶୀ ଜଣେ ୩୦ ବର୍ଷର ଯୁବକ ସୁଯୋଗ ଦେଖି ପିଲାଟି ସହ

କୁକୁଡ଼ା ବ୍ୟବସାୟକୁ କେନ୍ଦ୍ରକରି ଗୁଳିମାଡ଼ ଘଟଣା : ମୁଖ୍ୟ ଅଭିଯୁକ୍ତ ସମେତ ୪ଗିରଫ

ଝାରସୁଗୁଡ଼ା/ଭୁବନେଶ୍ୱର ୨୮-୦୮-୨୪(ପିପିଏସ) : କୁକୁଡ଼ା ବ୍ୟବସାୟକୁ କେନ୍ଦ୍ର କରି ସମ୍ପର୍କୀୟ ଭାଇକୁ ଗୁଳି କରି ହତ୍ୟା ଘଟଣାରେ ପୁଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଏନେଇ ପୁଲିସ ଏସପି ସ୍ମିତ ପରମାର ପୁରୁଷୋତ୍ତମ ସୂଚନା ଦେଇଛନ୍ତି। ଅଭିଯୁକ୍ତମାନଙ୍କଠାରୁ ଏକ ଦେଶୀ

ବ୍ୟବସାୟକୁ କେନ୍ଦ୍ର କରି ହତ୍ୟା ୪ ଅଭିଯୁକ୍ତ ଗିରଫ

ଝାରସୁଗୁଡ଼ା/ଭୁବନେଶ୍ୱର ୨୮-୦୮-୨୪(ପିପିଏସ): କୁକୁଡ଼ା ବ୍ୟବସାୟକୁ କେନ୍ଦ୍ର କରି ସମ୍ପର୍କୀୟ ଭାଇକୁ ଗୁଳି କରି ହତ୍ୟା ଘଟଣାରେ ପୁଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଏନେଇ ପୁଲିସ ଏସପି ସ୍ମିତ ପରମାର ପୁରୁଷୋତ୍ତମ ସୂଚନା ଦେଇଛନ୍ତି। ଅଭିଯୁକ୍ତମାନଙ୍କଠାରୁ ଏକ ଦେଶୀ

ଭିଜିଲାନ୍ସ ପଞ୍ଝାରେ CHSE ରେକର୍ଡ ସପ୍ଲାୟର୍ : ୩ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର ୨୮-୦୮-୨୪(ପିପିଏସ) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ପୁରେନ୍ଦ୍ରଙ୍କ ଭୁବନେଶ୍ୱରର

ମାଗଣା ମଦ କୁ ନେଇ ନିଶାଡୀଙ୍କ ମହାଭାରତ, ଦୁଇ ଗିରଫ

ଭୁବନେଶ୍ବର/୨୮-୦୮-୨୪(ପିପିଏସ): ମାଗଣା ମଦ ନ ଦେବାରୁ ଦୋକାନୀଙ୍କ ମୁଣ୍ଡରେ ନିଶାଡୀ ମଦ ବୋତଲ ଭାଙ୍ଗିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ଲକ୍ଷ୍ମୀସାଗର ଥାନା ପୁଲିସ। ଫିଲ୍ମ ଷ୍ଟାଇଲରେ ଦୋକାନରେ ଉନ୍ମତ୍ତ କାଣ୍ଡ ଘଟାଉଥିବା ଦୁଇ ଅଭିଯୁକ୍ତ ସନ୍ତୋଷ ଓ କାଲାରାମଙ୍କୁ

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ୯ ଜଣକୁ ଆଜୀବନ କାରାଦଣ୍ଡ

କଟକ/୨୮-୦୮-୨୪(ପିପିଏସ): ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ରାୟ ପ୍ରକାଶ ପାଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି।

ସାମାନ୍ୟ ବଚସା ନେଲା ଉଗ୍ରରୂପ : କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା

ଝାରସୁଗୁଡା/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା କରିବା ପରେ ମୃତଦେହକୁ ନଦୀରେ ଫିଙ୍ଗି ଦେଲେ । ଝାରସୁଗୁଡ଼ା ସଦର ଥାନା ବେହେରାପାଟରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ସାହାଜାହାନ ଖାଁ । ସାହାଜାହାନ ଘର ଝାରସୁଗୁଡା ସହର ସ୍ଥିତ