Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଦୁଷ୍କର୍ମ ଅଭିଯୁକ୍ତ ଡାକ୍ତର ଏଏସସିବିରୁ ବହଷ୍କୃତ
କଟକ/୨୪-୦୮-୨୪ (ପିପିଏସ): ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଆଗରୁ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ!-->…
ଛତିଆ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଲେ ଲୋକେ
ଛତିଆ/୨୪-୦୮-୨୪ (ପିପିଏସ): ପ୍ରାଣୀ ଚିକିତ୍ସକ ନଥିବାରୁ ସ୍ଥାନୀୟ ଲୋକେ ବଡ଼ଚଣା ବ୍ଲକ୍ ଛତିଆସ୍ଥିତ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଛନ୍ତି। ଅଭିଯୋଗ ମୁତାବକ ସୋଲର ଗ୍ରାମର କଳିଙ୍ଗ ଓଝା ଓ ସ୍ଥାନୀୟ ଲୋକେ ଏକ ଅସୁସ୍ଥ ଷଣ୍ଢକୁ ଚିକିତ୍ସା ପାଇଁ ପ୍ରାଣୀ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ!-->…
ଓଏସଆରଟିସି ସିଏଓ ଙ୍କୁ ବାନ୍ଧିଲା ଭିଜିଲାନ୍ସ : କେରଳରେ ଠାବ ହେଲା ଦୁଇ ମହଲା କୋଠା
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବନ୍ଧାହେଲେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଶୁକ୍ରବାର ଶ୍ରୀ ମଙ୍ଗରାଜଙ୍କ ବାସଭବନ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘର ସମେତ ଏକସଙ୍ଗେ ୭ଟି!-->…
ଖଣି ମାଫିଆଙ୍କ ଆତଙ୍କରାଜ : ସରକାରୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ
*ବର୍ଷକ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଖଣି ଅଧିକାରୀଙ୍କୁ ଦ୍ୱିତୀୟ ଆକ୍ରମଣ ଘଟଣା*ଗତ ଜାନୁଆରୀ ୧୪ ତାରିଖରେ ଜଣେ ଖଣି ଅଧିକାରୀଙ୍କୁ ହୋଇଥିଲା ସଂଘବଦ୍ଧ ଆକ୍ରମଣ
ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଖୋର୍ଦ୍ଧା ଜିଲ୍ଲାରେ ପୁଣି ଥରେ ଆରମ୍ଭ ହୋଇଛି ଖଣି ମାଫିଆଙ୍କ ଗୁଣ୍ଡାରାଜ । ଖଣି ଯାଞ୍ଚ!-->!-->!-->…
ପାତାଳି ଶ୍ରୀକ୍ଷେତ୍ରରୁ ହୁଣ୍ଡି ଚୋରି
ବୀରମହାରାଜପୁର/ଭୁବନେଶ୍ୱର ୨୩-୦୮-୨୪ (ପିପିଏସ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ରରୁ ତାଲା କାଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହୁଣ୍ଡି ଚୋରି ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ!-->…
ବନ୍ଧାହେଲେ ଢେଙ୍କାନାଳ ସଦର ରେଞ୍ଜର୍
ଭୁବନେଶ୍ୱର /୨୩-୦୮-୨୪ (ପିପିଏସ): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ଢେଙ୍କାନାଳ ସଦର ରେଞ୍ଜର୍ ବିଭୁଦାନନ୍ଦ ମିଶ୍ର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର ରେଞ୍ଜର୍ ବିଭୁଦାନନ୍ଦ ମିଶ୍ର ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। କଟକ!-->…
ଜେଲ ଭିତରେ ନିଶା କାରବାର : ଏସପିଙ୍କ ଚଢ଼ଉ ପରେ ଖୋଲିଲା ଗୁମର
*ମାଦକ ଦ୍ରବ୍ୟ ଜବତ ସହିତ ଆପତ୍ତି ଜନକ ସାମଗ୍ରୀ ଜବତ*ଜେଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହବଲାଙ୍ଗିର/ଭୁବନେଶ୍ୱର,୨୩ -୮-୨୪ (ପିପିଏସ ) : ବଲାଙ୍ଗିର ଜିଲା କାରାଗାରରେ ବେଆଇନ କାର୍ଯ୍ୟକଳାପ ସହ ବିଶୃଙ୍ଖଳା ସୃଷ୍ଟି ହେଉଥିବା ଅଭିଯୋଗରେ ଶୁକ୍ରବାର ସକାଳେ ପୁଲିସ ପକ୍ଷରୁ କାରାଗାରରେ ଚଢ଼ଉ!-->…
ପରିବହନ ବିଭାଗ ଉପରେ ଭିଜିଲାନ୍ସ ର ନଜର : ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଚଢ଼ାଉ
ଭୁବନେଶ୍ୱର,୨୩ -୮-୨୪ (ପିପିଏସ ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି ।
ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ସର୍ଚ୍ଚ!-->!-->!-->…
ମୋଦୀଙ୍କୁ ଚିଠି ଲେଖିଲେ ମମତା:ପ୍ରତିଦିନ ୯୦ଟି ଦୁଷ୍କର୍ମ ହେଉଛି!
କୋଲକାତା/ଭୁବନେଶ୍ୱର ୨୨-୦୮-୨୪ (ପିପିଏସ ): ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶରେ ମହିଳାଙ୍କ ପ୍ରତି ହେଉଥିବା ହିଂସା ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ ସେ ଦୁଷ୍କର୍ମ ବିରୋଧରେ କଠୋର ଆଇନ ଆଣିବାକୁ ଦାବି!-->…
ଯୁବକଙ୍କ ହାତକୁ ଦା’ରେ ହାଣିଲେ ଦୁର୍ବୃତ୍ତ
କଟକ/ପୋତାପୋଖରୀ /୨୨ -୮-୨୪ (ପିପିଏସ ): କଟକ ଜିଲ୍ଲା ପୋତାପୋଖରୀ ଅଞ୍ଚଳରେ ଜଣେ ଯୁବକଙ୍କ ହାତକୁ ଦୁର୍ବୃତ୍ତମାନେ ଦା’ରେ ହାଣି ଦେଇଥିବା ଅଭିଯୋଗ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ସୋମନାଥ ପୃଷ୍ଟି। ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।!-->…