Browsing Category

ଅପରାଧ

ମଦ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି : ବିଷାକ୍ତ ମଦ ପିଇ ଆଉଜଣଙ୍କ ଜୀବନ ଗଲା, ୪ ଚିକିତ୍ସାଧୀନ

ବ୍ରହ୍ମପୁର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବିଷାକ୍ତ ମଦ ପିଇ ଆଉ ଜଣଙ୍କ ମୃତ୍ୟୁ । ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ଚିକିଟି ବ୍ଲକ ଜେନାପୁର ସାହିର ଲକ୍ଷ୍ମଣ ବେହେରା । ଫଳରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ତିନିରେ

ଲେଡିଜ ହଷ୍ଟେଲ ୱାଶରୁମରେ ଗୁପ୍ତ କ୍ୟାମେରା : ଚାଲିଛି ନଗ୍ନ ଚିତ୍ରର ବ୍ୟବସାୟ

*ବିକ୍ରି ହୋଇଛି ୩୦୦ ଫଟୋ-ଭିଡିଓ *ବଏଜ୍ ହଷ୍ଟେଲର ଜଣେ ଛାତ୍ର ଗିରଫ *ନ୍ୟାୟ ଦାବି କରି ଛାତ୍ରୀ ମାନଙ୍କର ଆନ୍ଦୋଳନ ଅମରାବତୀ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କ ସୁରକ୍ଷା ନେଇ ଚାଲିଥିବା ଅସନ୍ତୋଷ ମଧ୍ୟରେ ପୁଣି ଏକ ବିବ୍ରତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଆନ୍ଧ୍ର ପ୍ରଦେଶର

ରାଜଧାନୀରୁ ବଡ ବାଇକ ଚୋରି ରାକେଟ କୁ ଧରିଲା କମିଶନରେଟ ପୁଲିସ : ୩୧ ବାଇକ ଉଦ୍ଧାର ୬ ଗିରଫ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ବଡ ଧରଣର ବାଇକ ଚୋରି ରାକେଟ ଠାବ କରିଛି କମିଶନରେଟ ପୁଲିସ । ଏହି ରାକେଟକୁ ଠାବ କରିବା ସହ ୩୧ଚୋରି ବାଇକ ଓ ୫ଟି ମାଷ୍ଟର ଚାବି ଜବତ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା।

ଗଣଦୁଷ୍କର୍ମ ଅଭିଯୋଗରେ ୩ ଗିରଫ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁରେନ୍ଦ୍ର

ପିଶାଚ ମାମୁଁର ବିଭତ୍ସ କାଣ୍ଡ : ଦୁଷ୍କର୍ମ ସହିତ ହତ୍ୟାର ଶିକାର ହେଲା ଭାଣିଜୀ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅଞ୍ଚଳରେ ଘଟିଛି ଏକ ଲଜ୍ଜାଜନକ ଓ ଅମାନୁଷିକ ଘଟଣା । ସମ୍ପର୍କୀୟ ମାମୁଁର ଲୋଲୁପ ଦୃଷ୍ଟିର ଶିକାର ହୋଇଛି ଜଣେ ନାବାଳିକା । ପିଶାଚ ମାମୁଁ ଭାଣିଜୀକୁ ଦୁଷ୍କର୍ମ କରିବା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ

ସସ୍ମିତା ମାଝୀ ଗିରଫ : ୩ଦିନ ତଳେ ବିଜେଡିରୁ ହୋଇଥିଲେ ବହିଷ୍କୃତ

ମାଲକାନଗିରି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଭି.କେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ଆଜି ଗିରଫ କରିଛି

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀ : ୬ଟି ସ୍ଥାନରେ ଚଢ଼ାଉ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଗୁରୁବାର ଦିନ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ ବନ୍ଧା ହେବା ପରେ ଆଜି ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର

ଏକତରଫା ପ୍ରେମରେ ଅନ୍ଧ ନାବାଳକର ବିଭତ୍ସ କାଣ୍ଡ : ପ୍ରେମିକାର ଦାଦାଙ୍କ ମୁଣ୍ଡ-ଗଣ୍ଡି କରିଦେଲା ଅଲଗା

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଏକ ତରଫା ପ୍ରେମରେ କଣ୍ଟା ସାଜିଲେ ଯୁବତୀଙ୍କ ଦାଦା । ଝିଆରୀଠୁ ଦୂରେଇ ରହିବାକୁ ଚେତାବନୀ ବି ଦେଲେ। ମାତ୍ର ପ୍ରେମକୁ ଭୁଲି ପାରୁ ନଥିବା ନାବାଳକ ହୋଇ ଉଠିଲା ରକ୍ତମୁଖା। ରାତି ଅଧରେ ବାଇକ୍‌ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ

ବିପୁଳ ସମ୍ପତ୍ତିର ମାଲିକ’ CHSE ରେକର୍ଡ ସପ୍ଲାୟର୍ ଙ୍କୁ ବାନ୍ଧିଲା ଭିଜିଲାନ୍ସ

କଟକ/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଆଉ ମାତ୍ର ୨ ଦିନ ପରେ ନେଇଥାନ୍ତେ ଅବସର । ଅଫିସରେ ଦିଆଯାଇଥାନ୍ତା ଅବସରକାଳୀନ ସମ୍ବର୍ଦ୍ଧନା । ହେଲେ ଠିକ୍ ତା ପୂର୍ବରୁ ପଡିଗଲେ ଭିଜିଲାନ୍ସ ଜାଲରେ । ଆଉ ବେକରେ ଫୁଲମାଳ ପଡ଼ିବା ବଦଳରେ ହାତରେ ପଡ଼ିଲା ହାତକଡ଼ି l ଭିଜିଲାନ୍ସ ହାତରେ ବନ୍ଧା ହେଲେ CHSE

ସୈତାନ ପଡ଼ୋଶୀର ନାରକୀୟ କାଣ୍ଡ : ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ

ଭୁବନେଶ୍ୱର, ୨୯-୦୮-୨୪(ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲଜ୍ଜାଜନକ ଘଟଣା । ୪ ବର୍ଷର ଶିଶୁକନ୍ୟା ସହିତ ଦୁଷ୍କର୍ମ କରିଛି ପଡ଼ୋଶୀ l ଏୟାରପୋର୍ଟ ଥାନା ଅଞ୍ଚଳରେ ଥିବା ଏକ ବସ୍ତିରେ ଘଟିଛି ଏଭଳି ନିନ୍ଦନୀୟ ଘଟଣା । ପଡୋଶୀ ଜଣେ ୩୦ ବର୍ଷର ଯୁବକ ସୁଯୋଗ ଦେଖି ପିଲାଟି ସହ