Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
୩୦ କୋଟି ଟଙ୍କାର ସୁନା ଓ ରୁପା ଜବତ : ଚୋରା ଚାଲାଣବେଳେ ମାଡ଼ିବସିଲା ଜିଏସଟି ବିଭାଗ
ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ସୁନା ଚାଲାଣ ବେଳେ ମାଡ଼ି ବସିଲା ସିଟି ଜିଏସଟି ବିଭାଗ । ରାଜଧାନୀ ଭୁବନେଶ୍ୱରରେ ଟଙ୍କା ବୁହା ଗାଡ଼ିରୁ ୫୦ କେଜି ସୁନା ଓ ୨ କ୍ୱିଣ୍ଟାଲ ରୁପା ଜବତ କରିଛି ଜିଏସଟି ବିଭାଗ । ଏୟାରପୋର୍ଟ ପାଖରୁ ଯାଞ୍ଚ କରି ଧରିଲେ ସିଟି-ଜିଏସ୍ଟି!-->…
ସାଲିଆ ସାହିରେ ପୁଣି ଚଢ଼ାଉ : ଚୋରା ଦେଶୀ ମଦ ଭାଟି ଠାବ
ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ଗଞ୍ଜାମ ମଦମୃତ୍ୟୁ ପରଠାରୁ ଅବକାରୀ ବିଭାଗର ନିଦ ଭାଙ୍ଗିଛି । ରାଜଧାନୀ ଭୁବନେଶ୍ୱରରେ ଲଗାତର ଚଢ଼ାଉ ଜାରି ରହିଛି । ସୋମବାର କମିଶନରେଟ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ଭାବେ ଦେଶୀ ମଦ ବ୍ରିକି କରୁଥିବା ବେଳେ ଦେଶୀ ମଦ ଜବତ କରିଛି । ଆଉ ଏକ!-->…
ଗରମପାଣି ଫିଙ୍ଗିଲେ ହାବିଲଦାର : ଗୁରୁତର କନେଷ୍ଟବଳ ମେଡିକାଲରେ ଭର୍ତ୍ତି
ମୟୁରଭଞ୍ଜ/ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟରେ ଘଟିଛି ଅଘଟଣ । ଅଗ୍ନିଶମ ବାହିନୀରେ କାର୍ଯ୍ୟରତ କନଷ୍ଟେବଲ ଉପରକୁ ଗରମ ପାଣି ଫିଙ୍ଗିଦେଲେ ହାବିଲଦାର। କାର୍ଯ୍ୟରତ କନଷ୍ଟେବଲ ଦୁଷ୍ମନ୍ତ ଦେହୁରୀଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ!-->…
ଘରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ !
ଭୁବନେଶ୍ବର/ବାସୁଦେବପୁର /୨୫-୦୮-୨୪ (ପିପିଏସ): ବାସୁଦେବପୁର ବ୍ଲକ ନାଇକାଣିଡିହ ଥାନା ଅନ୍ତର୍ଗତ ବାଲିମେଦ ପଞ୍ଚାୟତ ଛତ୍ରପଦା ଗ୍ରାମରେ ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତିଙ୍କ ଘର ଜଳିଯାଇଛି। ତେବେ କେହି ଦୁର୍ବୃତ୍ତ ଘରେ ନିଆଁ ଲଗାଇ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁସାରେ,!-->…
ଥାନାବାବୁଙ୍କୁ ମାଡ଼ ଘଟଣା: ନିରପେକ୍ଷ ତଦନ୍ତ ଦାବି
ବଲାଙ୍ଗୀର/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): ୨୬ ନମ୍ବର ଜାତୀୟ ରାଜପଥ ବଲାଙ୍ଗୀର ଦେଓଗାଁ ରାସ୍ତାର ସୋନଗଡ଼ ନଦୀ ବ୍ରିଜ ଉପରେ ମାତାଲ ତୁଷୁରା ଥାନା ଅଧିକାରୀ ଦେଖାଇଥିବା ଦବଙ୍ଗିରି କୁନେଇ ଅସନ୍ତୋଷ ବଢ଼ିବାରେରେ ଲାଗିଛି। ପୁଲିସ କରୁଥିବା ତଦନ୍ତକୁ ସନ୍ଦେହ କରି ଦେଓଗାଁର ସଚେତନ ନାଗରିକ!-->…
ଶେଷ ହେଲା ସଞ୍ଜୟ ରାୟର ପଲିଗ୍ରାଫ୍ ଟେଷ୍ଟ
ବହୁ ଚର୍ଚିତ କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲା
ପଲିଗ୍ରାଫ ଟେଷ୍ଟ ପରେ ଜେଲରୁ ବାହାରିଲା ସିବିଆଇ ଜାରି ରହିଛି ଆଗାମୀ ତଦନ୍ତ
କୋଲକାତା/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ସ୍ନାତକୋତ୍ତର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ!-->!-->!-->!-->!-->…
ମାତିଛନ୍ତି କାଠ ମାଫିଆ
ଭୁବନେଶ୍ବର/କେନ୍ଦୁଝର /୨୫-୦୮-୨୪ (ପିପିଏସ): କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ ମାଇଦାନକେଲ ବିଟ୍ ଅନ୍ତର୍ଗତ ନେଲୁଙ୍ଗ ଗ୍ରାମ୍ୟ ଜଙ୍ଗଲରେ ମାତିଛନ୍ତି କାଠ ମାଫିଆ। କିଛିଦିନ ହେବ ରାଜ୍ୟ ବାହାରର କାଠ ମାଫିଆମାନେ ମେସିନ ସାହାଯ୍ୟରେ ଗଛ କାଟି ବିଭିନ୍ନ ସ୍ଥାନକୁ ଚାଲାଣ କରୁଛନ୍ତି। ଏନେଇ!-->…
ସୁଶାନ୍ତ ଧଳସାମନ୍ତ ସେଲ୍ରୁ ମିଳିଲା ମୋବାଇଲ : ମାଦକ ଦ୍ରବ୍ୟ ସହ ଟ୍ରିମର ଓ ଲାଇଟର
ବଲାଙ୍ଗୀର/ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ଜେଲରେ ଜୋରଦାର ହେଉଛି ଚଢାଉ। ବଲାଙ୍ଗୀର ଗ୍ୟାଙ୍ଗୱାର ଖବର ସାମନାକୁ ଆସିବା ପରେ ଏବେ କଡ଼ାକଡ଼ି ଚେକିଂ ଚାଲିଛି । ବଲାଙ୍ଗୀର ଜେଲରେ ରେଡ୍ ବେଳେ ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ମିଳିଥିବା ଜଣାପଡିଛି। ଶନିବାର ଜେଲରେ ଚଢ଼ାଉ କରିଥିଲା!-->…
ଜିଲ୍ଲା ମୁଖ୍ୟ କାରାଗାର ସମେତ ୪ ଜେଲରେ ପୋଲିସର ଚଢ଼ାଉ : ବିପୁଳ ନିଶା ସାମଗ୍ରୀ ଜବତ
ନୟାଗଡ଼/ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ନୟାଗଡ଼ର ୪ଟି ଜେଲରେ ପୋଲିସ ରେଡ୍ କରିଛି । ନିଶା କାରବାର ନେଇ ଆଜି ଭୋରରୁ ଜିଲ୍ଲା ମୁଖ୍ୟ କାରାଗାର ସହ ୩ ଉପ କାରାଗାରରେ ରେଡ୍ ଚାଲିଛି l ମାଜିଷ୍ଟ୍ରେଟ ଓ ନୟାଗଡ଼ ଏସପିଙ୍କ ଉପସ୍ଥିତିରେ ଚଢାଉରେ ବହୁ ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି । ନୟାଗଡ଼!-->…
ରାସ୍ତା ମଝିରେ ଯୁବକକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଖୋର୍ଦ୍ଧା/ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳ ବଜାରରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି । ବିଚ୍ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା କିଛି ଦୁର୍ବୃତ୍ତ ହତ୍ୟା କରିଛନ୍ତି । ମୃତକ ଯୁବକ ମୁକୁନ୍ଦପ୍ରସାଦ ଗାଁର ବୋଲି ଜଣାପଡିଛି । ପୂର୍ବ ଶତ୍ରୁତାରୁ!-->…