Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ପୁଣି ଅଶାନ୍ତ ଗଞ୍ଜାମ : ବୋମାମାଡ଼ରେ ୪ ଗୁରୁତର
ବ୍ରହ୍ମପୁର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା କେଶରା ଗାଁରେ ବୋମାମାଡ଼ରେ ୪ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଲୋକ ଏହି ବୋମାମାଡ଼ କରିଥିବା ଜଣାଯାଇଛି l ଆହତ ମାନେ ହେଲେ କେଶରା ଗାଁର ଲକ୍ଷ୍ମଣ ନାହାକ, ସୁରେଶ!-->…
ବିପୁଳ ପରିମାଣରେ ପୋଚ ନଷ୍ଟ ସହିତ ଦେଶୀ ରନ୍ଧା ମଦ ଜବତ : ୫ଗିରଫ
ଢେଙ୍କାନାଳ/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକର ବିଭିନ୍ନ ସ୍ଥାନରେ ଚାଲିଥିବା ଚୋରା ଦେଶୀମଦ ଭାଟି ଉପରେ ଅବକାରୀ ବିଭାଗ ଚଢ଼ାଉ କରି, ୮୧୦୦ ଲିଟର ପୋଚ ନଷ୍ଟ କରିବା ସହିତ ୫୧୬ ଲିଟର ରନ୍ଧା ଦେଶୀମଦ ଜବତ କରିଛି l ଏହି ମାମଲାରେ ୪ଜଣକୁ ଗିରଫ!-->…
ଆକ୍ସନ ମୋଡ଼ରେ ସରକାର : ବୁଲଡୋଜର ଲଗାଇ ଚୋରା ମଦ ଭାଟି ଭାଙ୍ଗିଲା କମିଶନରେଟ୍ ପୋଲିସ୍
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଗଞ୍ଜାମ ଜିଲ୍ଲା ଚିକିଟି ମଦ ମୃତ୍ୟୁ ମାମଲା ପରେ ରାଜ୍ୟ ସରକାର ଏବେ ଆକ୍ସନ ମୋଡ଼ରେ । ଦେଶୀ ମଦ ଭାଟି ଉପରେ ଘନ ଘନ ଚଢ଼ାଉ କରୁଛି ପୋଲିସ୍ । ତେବେ ଦେଶୀ ମଦକୁ ନେଇ ତତ୍ପର ହୋଇଛି କମିସନରେଟ୍ ପୋଲିସ୍ । ସାଲିଆ ସାହିରେ ଚାଲୁଥିବା ଦେଶୀ ମଦ କାରଖାନା!-->…
ଭଡ଼ାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା କିମ୍ବା ଆତ୍ମହତ୍ୟା ?
ବାଲେଶ୍ୱର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କନିଷ୍ଠ ଯନ୍ତ୍ରୀ ରହୁଥିବା ଭଡା ଘରକୁ ଭିତର ପଟୁ ବନ୍ଦ କରି ନିଜ ଆପ୍ରୋନ ସାହାଯ୍ୟରେ ଫ୍ୟାନରେ ଝୁଲି ପଡ଼ିଛନ୍ତି। ମୃତକ ହେଉଛନ୍ତି ବାରିପଦା ଅଞ୍ଚଳର ମୋନାଲିସା ହେମ୍ବ୍ରମ(୨୬)। ସେ!-->…
ଅଚିହ୍ନା ଶବ ଉଦ୍ଧାର କଲା ଝରିଗାଁ ପୁଲିସ
ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): ଝରିଗାଁ ଥାନା ତେଲନଦୀ ପଞ୍ଚାୟତ ଅନ୍ତର୍ଗତ ଗୁଦଗୁଦା ନଦୀକୂଳରେ ଭାସୁଥିବା ଏକ ଅଚିହ୍ନା ଶବ ଉଦ୍ଧାର କରିଥିବା ଜଣାପଡ଼ିଛି। ସୂଚନା ପ୍ରକାରେ ତେଲନଦୀ ପଞ୍ଚାୟତ ଗୁଦଗୁଦା ଗ୍ରାମର କିଛି ଲୋକ ଗତକାଲି ସକାଳୁ ଶୌଚ ପାଇଁ ନଦୀ କୂଳକୁ ଯାଇଥିଲେ। ସେଠାରେ ଜଣେ!-->…
ଦୁଷ୍କର୍ମ ଅଭିଯୁକ୍ତ ଡାକ୍ତର ଏଏସସିବିରୁ ବହଷ୍କୃତ
କଟକ/୨୪-୦୮-୨୪ (ପିପିଏସ): ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଆଗରୁ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ!-->…
ଛତିଆ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଲେ ଲୋକେ
ଛତିଆ/୨୪-୦୮-୨୪ (ପିପିଏସ): ପ୍ରାଣୀ ଚିକିତ୍ସକ ନଥିବାରୁ ସ୍ଥାନୀୟ ଲୋକେ ବଡ଼ଚଣା ବ୍ଲକ୍ ଛତିଆସ୍ଥିତ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଛନ୍ତି। ଅଭିଯୋଗ ମୁତାବକ ସୋଲର ଗ୍ରାମର କଳିଙ୍ଗ ଓଝା ଓ ସ୍ଥାନୀୟ ଲୋକେ ଏକ ଅସୁସ୍ଥ ଷଣ୍ଢକୁ ଚିକିତ୍ସା ପାଇଁ ପ୍ରାଣୀ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ!-->…
ଓଏସଆରଟିସି ସିଏଓ ଙ୍କୁ ବାନ୍ଧିଲା ଭିଜିଲାନ୍ସ : କେରଳରେ ଠାବ ହେଲା ଦୁଇ ମହଲା କୋଠା
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବନ୍ଧାହେଲେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଶୁକ୍ରବାର ଶ୍ରୀ ମଙ୍ଗରାଜଙ୍କ ବାସଭବନ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘର ସମେତ ଏକସଙ୍ଗେ ୭ଟି!-->…
ଖଣି ମାଫିଆଙ୍କ ଆତଙ୍କରାଜ : ସରକାରୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ
*ବର୍ଷକ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଖଣି ଅଧିକାରୀଙ୍କୁ ଦ୍ୱିତୀୟ ଆକ୍ରମଣ ଘଟଣା*ଗତ ଜାନୁଆରୀ ୧୪ ତାରିଖରେ ଜଣେ ଖଣି ଅଧିକାରୀଙ୍କୁ ହୋଇଥିଲା ସଂଘବଦ୍ଧ ଆକ୍ରମଣ
ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଖୋର୍ଦ୍ଧା ଜିଲ୍ଲାରେ ପୁଣି ଥରେ ଆରମ୍ଭ ହୋଇଛି ଖଣି ମାଫିଆଙ୍କ ଗୁଣ୍ଡାରାଜ । ଖଣି ଯାଞ୍ଚ!-->!-->!-->…
ପାତାଳି ଶ୍ରୀକ୍ଷେତ୍ରରୁ ହୁଣ୍ଡି ଚୋରି
ବୀରମହାରାଜପୁର/ଭୁବନେଶ୍ୱର ୨୩-୦୮-୨୪ (ପିପିଏସ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ରରୁ ତାଲା କାଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହୁଣ୍ଡି ଚୋରି ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ!-->…