Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବନ୍ଧାହେଲେ ଢେଙ୍କାନାଳ ସଦର ରେଞ୍ଜର୍
ଭୁବନେଶ୍ୱର /୨୩-୦୮-୨୪ (ପିପିଏସ): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ଢେଙ୍କାନାଳ ସଦର ରେଞ୍ଜର୍ ବିଭୁଦାନନ୍ଦ ମିଶ୍ର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର ରେଞ୍ଜର୍ ବିଭୁଦାନନ୍ଦ ମିଶ୍ର ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। କଟକ!-->…
ଜେଲ ଭିତରେ ନିଶା କାରବାର : ଏସପିଙ୍କ ଚଢ଼ଉ ପରେ ଖୋଲିଲା ଗୁମର
*ମାଦକ ଦ୍ରବ୍ୟ ଜବତ ସହିତ ଆପତ୍ତି ଜନକ ସାମଗ୍ରୀ ଜବତ*ଜେଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହବଲାଙ୍ଗିର/ଭୁବନେଶ୍ୱର,୨୩ -୮-୨୪ (ପିପିଏସ ) : ବଲାଙ୍ଗିର ଜିଲା କାରାଗାରରେ ବେଆଇନ କାର୍ଯ୍ୟକଳାପ ସହ ବିଶୃଙ୍ଖଳା ସୃଷ୍ଟି ହେଉଥିବା ଅଭିଯୋଗରେ ଶୁକ୍ରବାର ସକାଳେ ପୁଲିସ ପକ୍ଷରୁ କାରାଗାରରେ ଚଢ଼ଉ!-->…
ପରିବହନ ବିଭାଗ ଉପରେ ଭିଜିଲାନ୍ସ ର ନଜର : ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଚଢ଼ାଉ
ଭୁବନେଶ୍ୱର,୨୩ -୮-୨୪ (ପିପିଏସ ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି ।
ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ସର୍ଚ୍ଚ!-->!-->!-->…
ମୋଦୀଙ୍କୁ ଚିଠି ଲେଖିଲେ ମମତା:ପ୍ରତିଦିନ ୯୦ଟି ଦୁଷ୍କର୍ମ ହେଉଛି!
କୋଲକାତା/ଭୁବନେଶ୍ୱର ୨୨-୦୮-୨୪ (ପିପିଏସ ): ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶରେ ମହିଳାଙ୍କ ପ୍ରତି ହେଉଥିବା ହିଂସା ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ ସେ ଦୁଷ୍କର୍ମ ବିରୋଧରେ କଠୋର ଆଇନ ଆଣିବାକୁ ଦାବି!-->…
ଯୁବକଙ୍କ ହାତକୁ ଦା’ରେ ହାଣିଲେ ଦୁର୍ବୃତ୍ତ
କଟକ/ପୋତାପୋଖରୀ /୨୨ -୮-୨୪ (ପିପିଏସ ): କଟକ ଜିଲ୍ଲା ପୋତାପୋଖରୀ ଅଞ୍ଚଳରେ ଜଣେ ଯୁବକଙ୍କ ହାତକୁ ଦୁର୍ବୃତ୍ତମାନେ ଦା’ରେ ହାଣି ଦେଇଥିବା ଅଭିଯୋଗ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ସୋମନାଥ ପୃଷ୍ଟି। ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।!-->…
ବିଳାସମୟ ଓ ବ୍ୟୟବହୁଳ ଫାର୍ମହାଉସ : ଟଏଲେଟ୍ ଫ୍ଲସ୍ରେ ବିଡ଼ା ବିଡ଼ା ଟଙ୍କା
ଢେଙ୍କାନାଳ/ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର । ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୮ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । । ବିଭୁଦାନନ୍ଦଙ୍କ ଢେଙ୍କାନାଳ ସହର ଷ୍ଟେସନ ବଜାର ସ୍ଥିତ ଘର, ସଦର ରେଞ୍ଜ ଅଫିସ ଓ ଅଫିସ କଡରେ!-->…
ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗ : ୮ଟି ଯାଗାରେ ଚଢ଼ାଉ
ଢେଙ୍କାନାଳ/କଟକ,୨୨ -୮-୨୪ (ପିପିଏସ ) : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର l ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ସହର ସ୍ଥିତ କାଲଟାକ୍ସ ରତନ ବଜାର ଅଞ୍ଚଳରେ ଥିବା ବାସଭବନ ଓ କୁଞ୍ଜକାନ୍ତଠାରେ ଥିବା ସଦର ରେଞ୍ଜ କାର୍ଯ୍ୟାଳୟରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ!-->…
ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ରାଜସ୍ବ ସହାୟକ
ବୌଦ୍ଧ ,୨୧-୮-୨୪ (ପିପିଏସ ) : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ ରାଜସ୍ବ ସହାୟକ (ଜେଆରଏ) ଚୌଧୁରୀ ପପୁନ କୁମାର ଦାଶ ୨୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜିଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟର ବକେୟା ବିଲ୍ ପାସ କରାଇ ଦେବା!-->…
ଆରଜି କର ମେଡିକାଲ୍ର ପୂର୍ବତନ ପ୍ରିନ୍ସିପାଲ୍ଙ୍କର ହେବ ଲାଏ ଡିଟେକ୍ଟର ଟେଷ୍ଟ୍!
ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶର ଗୋଟାଏ ଦିନ ପରେ ସିଏସ୍ଏଫ୍ କର୍ମକର୍ତ୍ତାଙ୍କ ଏକ ଟିମ୍ ବୁଧବାର ଦିନ କୋଲକାତାର ଆରଜି କାର୍ ମେଡିକାଲ୍ କଲେଜ ଏବଂ ହସ୍ପିଟାଲରେ ପହଞ୍ଚିଛନ୍ତି। ୩୧ ବର୍ଷୀୟା ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ପରେ!-->…
ରାକ୍ଷୀରେ ଅଘଟଣ : ଭଉଣୀକୁ ଛୁରୀ ଭୁସି ହତ୍ୟା କଲା ଭାଇ
ବ୍ରହ୍ମପୁର,୧୯-୮-୨୪(ପିପିଏସ) : ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ଘଟିଛି ଚାଞ୍ଚଲ୍ୟକର ହତ୍ଯାକାଣ୍ଡ। ରାକ୍ଷୀ ପୂର୍ଣ୍ଣିମାରେ ଭଉଣୀକୁ ଛୁରା ମାଡ଼ କରି ହତ୍ୟା କରିଛି ଭାଇ । ମୃତକ ହେଲେ ୧୩ ବର୍ଷୀୟା ପ୍ରଜକ୍ତା ପାଣିଗ୍ରାହୀ । ନିମଖଣ୍ଡି ଲୋଚପଡା ଅଞ୍ଚଳରେ ତାଙ୍କର ଘର। ବଡ଼ବଜାର ଜଗନ୍ନାଥ!-->…