Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) :!-->!-->!-->…
ବନ୍ଧାହେଲା ମାଷ୍ଟରମାଇଣ୍ଡ
ସହଦେବ ନାୟକଙ୍କୁ ହତ୍ୟା ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ
ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ମୁନିସିପାଲିଟି ସଫେଇ ମଜଦୁର ସଂଘର ସମ୍ପାଦକ ସହଦେବ ନାୟକଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରମା ନାୟକଙ୍କୁ ପୁଲିସ ଗିରଫ କରିଛି। ହତ୍ୟାକାଣ୍ଡର ୪୦ ଦିନ!-->!-->!-->…
ଜେଲ୍ କର୍ତ୍ତୃପକ୍ଷଙ୍କୁ ସ୍ପାଇଡର୍ ଡର
ସେଲ୍ରେ କଡ଼ା ପହରା, ପାଚେରି ଚଢ଼ି ଜେଲ୍ରୁ ଚମ୍ପଟ ମାରିପାରେ
ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରି ଗିରଫ ହୋଇଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସ୍ପାଇଡର୍ ସତୀଶ ପାଇଁ ଝାରପଡ଼ା ଜେଲ୍ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢ଼ିଛି। ତା’ ନାଁରେ ପାଚେରି ଚଢ଼ି ଜେଲ୍ରୁ!-->!-->!-->…
ବାପାଙ୍କ ଟାଙ୍ଗିଆ ଚୋଟରେ ପୁଅ ଗୁରୁତର
ବାପା ରାଜେନ୍ଦ୍ର ଲୋଇ(୫୦) ଓ ପୁଅ ମନୋଜ ଲୋଇଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ତୀବ୍ର ରୂପ ନେଇଥିଲା। ଉତକ୍ଷିପ୍ତ ହୋଇ ବାପା ରାଜେନ୍ଦ୍ର ଲୋଇ ପୁଅ ମନୋଜଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ପୁଅ ଗୁରୁତର ହୋଇଥିଲା।
ରେଢ଼ାଖୋଲ/ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ସମ୍ବଲପୁର!-->!-->!-->…
ଡିଏସ୍ପିଙ୍କ ସମେତ ୨ ଜଣଙ୍କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍
ଟ୍ରକ୍ ଧକ୍କାରେ ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ଜିଲ୍ଲାରେ କାର୍ଯ୍ୟରତ ଡିଏସ୍ପି ଅଛନ୍ତି।
ଯାଜପୁର/ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) :!-->!-->!-->…
୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ
ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ!-->…
ବନ୍ଦ ଡାକରା ଦେଲା ନକ୍ସଲ ସଂଗଠନ
ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି।
ମାଲକାନଗିରି/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ!-->!-->!-->…
ପିଇଓଙ୍କ ଠାରୁ ୮.୫୯ ଲକ୍ଷ ଲୁଟ
କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି।
କୋରାପୁଟ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କୋରାପୁଟ!-->!-->!-->…
ବନ୍ଦ ଘରୁ ୩ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ସଦର ଥାନା ଅନ୍ତର୍ଗତ ଖମାର ଗାଁରେ ଆଜି ଅପରାହ୍ଣରେ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନଙ୍କ ଭିତରେ ବାପା, ଝିଅ ଓ ନାତି ଅଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ସେମାନଙ୍କର ପରିଚୟ ମିଳିପାରି ନାହିଁ।
ଢେଙ୍କାନାଳ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) :!-->!-->!-->!-->!-->…
କଟକରେ ଡବଲ ମର୍ଡର ମାମଲା:ଡେମୋ ଦେଖାଇଲା ଅଭିଯୁକ୍ତ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ ଏହି ହତ୍ୟାକାଣ୍ଡରେ କେବଳ ସନ୍ତୋଷ ଓ ତାର ପତ୍ନୀ ଥିବା କଥାକୁ ଗ୍ରହଣ କରିପାରୁନାହାନ୍ତି ମୃତକଙ୍କ ସଂପର୍କୀୟ।
କଟକ!-->!-->!-->…