Browsing Category

ଅପରାଧ

ଚାକିରି ନାମରେଲ କ୍ଷାଧିକ ଟଙ୍କା ଠକେଇ

ଡାବୁଗାଁ/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଂଚଳରେ ଚାଞ୍ଚଲ୍ୟ। ୧୯ ଜଣ ନିରୀହ ଆଦିବାସୀ ଯୁବକଙ୍କୁ ସିକ୍ୟୁରିଟି ଗାର୍ଡ ନିଯୁକ୍ତି ଦେବି କହି ଜଣେ ଦଲାଲ ଲକ୍ଷାଧିକ ଟଙ୍କା ଠକେଇ କରିଛି। ଏ ନେଇ ଆଜି ଠକାମୀର ଶିକାର ହୋଇଥିବା କିଛି ଯୁବକ ଡାବୁଗାଁ

୧୩,୬୦୦ ଦେଶୀ ମଦ ପାଉଚ୍‌ ଜବତ

ଇସ୍ପାତ ସହରରେ ପୁଣି ଦେଶୀ ମଦ ମାଫିଆଙ୍କ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ନିୟମିତଭାବେ ସହରକୁ ମଦ ଚୋରାଚାଲାଣ ହେଉଛି। ଓଡ଼ିଶା ସୀମାନ୍ତ ବୀରମିତ୍ରପୁର, କୁଆରମୁଣ୍ଡା, ବିଶ୍ରା ଆଦି ଅଞ୍ଚଳରୁ ଦେଶୀ ମଦ ଅଣାଯାଉଛି ରାଉରକେଲା/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଇସ୍ପାତ ସହରରେ ପୁଣି

ବିମାନବନ୍ଦରରୁ ଧରାପଡ଼ିଲା ଧୋକାବାଜ ପ୍ରେମିକ

ପେସାରେ ଦୁଇଜଣଯାକ ସଫ୍‌ଟୱେର୍‌ ଇଞ୍ଜିନିୟର୍‌। ମାଟ୍ରିମୋନି ସାଇଟ୍‌ରେ ପରସ୍ପରକୁ ଜାଣିଲେ। ଏହାପରେ ଫୋନ୍‌ରେ କଥାବାର୍ତ୍ତା। ଧୀରେଧୀରେ ମିଳାମିଶା ବଢ଼ିଲା। ଭାବିପତ୍ନୀ ତଥା ପ୍ରେମିକାଙ୍କୁ ଭେଟିବା ପାଇଁ ଯୁବକଜଣକ ବେଙ୍ଗାଲୁରୁରୁ ଧାଇଁ ଆସୁଥିଲେ ଭୁବନେଶ୍ବର। ଭୁବନେଶ୍ୱର

ଯାଜପୁର ରୋଡରେ ଚାଞ୍ଚଲ୍ୟ: ଷ୍ଟୁଡିଓ ମାଲିକଙ୍କୁ ନିର୍ମମ ହତ୍ୟା

ଯାଜପୁର ରୋଡ ଥାନା ସୋବରା ଅଞ୍ଚଳରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଷ୍ଟୁଡିଓ ଭିତରୁ କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର ହୋଇଛି ଯୁବକଙ୍କ ମୃତଦେହ। ଓମ ଡିଜିଟାଲ ଫିଲ୍ମ ଷ୍ଟୁଡିଓର ମାଲିକ ଦୀପକ କୁମାର ସାହୁଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଯାଜପୁର/ଭୁବବେଶ୍ୱର ୦୯-୦୨-୨୦୨୫(ପିପିଏସ) :

ପାର୍କିଂରେ ଲୁଟ୍‌: ହଟାଇଦେଲେ ବିଏମ୍‌ସି ସୂଚନା ଫଳକ, ଠିକାଦାର ପାଖରେ ବନ୍ଧା ପଡ଼ିଛନ୍ତି ଅଧିକାରୀ

ଖଣ୍ଡଗିରିରେ ପାର୍କିଂ ଲୁଟ୍‌ରେ ରୋକ୍‌ ଲଗାଇପାରୁନି ବିଏମ୍‌ସି। ଦାୟିତ୍ବରେ ଥିବା ଅଧିକାରୀମାନେ ଠିକାଦାର ପାଖରେ ବନ୍ଧା ପଡ଼ି ଯାଇଛନ୍ତି ଯେମିତି! ବୁଧବାର ‘ସମ୍ବାଦ’ରେ ପାର୍କିଂରେ ଲୁଟ୍‌ ନେଇ ଖବର ପ୍ରକାଶ ପରେ ବିଏମ୍‌ସି ତତ୍ପରତା ପ୍ରକାଶ କରିଥିଲା। ଭୁବବେଶ୍ୱର

ନକ୍ସଲ ପ୍ରଭାବିତ ଅଞ୍ଚଳରେ ଜନସଂପର୍କ ଓ ମାଗଣା ସ୍ବାସ୍ଥ୍ୟ ଶିବିର

ସୀମାନ୍ତ ଛତିଶଗଡର ସୁକମା ରେଞ୍ଜ ସେକ୍ଟର ସିଆରପିଏଫ ଇନ୍ସପେକ୍ଟର ଜେନେରାଲ ରାଜେଶ ଅଗ୍ରୱାଲ ଏବଂ ଡେପୁଟି ଇନ୍ସପେକ୍ଟର ଜେନେରାଲ ଆନନ୍ଦ ସିଂ ରାଜପୁରୋହିତଙ୍କ ନେତୃତ୍ବରେ ନକ୍ସଳ ପ୍ରଭାବିତ ସୁକମାରେ ଜନସଂପର୍କ ଶିବିରର ଆୟୋଜନ ହୋଇଛି। ମାଲକାନଗିରି/ଭୁବବେଶ୍ୱର ୦୯-୦୨-୨୦୨୫(ପିପିଏସ) :

ଏଏସ୍‌ଆଇ ନିୟମକୁ ବେଖାତିର

 ଗୁମ୍ଫା ଭିତ‌ରେ ଶୌଚ, ରାତ୍ରିଯାପନ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା‌(ଏଏସ୍‌ଆଇ) ପକ୍ଷରୁ ଦେଶର ସ୍ମାରକୀଗୁଡ଼ିକର ସଂରକ୍ଷଣ ଏବଂ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଐତିହ୍ୟସ୍ଥଳରେ ରହିବା ବାରଣ କରାଯାଇଛି। ଏହି ନିୟମ ଅନୁଯାୟୀ, କାହାରିକୁ ଐତିହ୍ୟସ୍ଥଳ ପରିସରରେ ରାତ୍ରିଯାପନ

ସୋମବାରଠୁ ୟୁଜର୍ସ ଫି

ଟାର୍ଗେଟ୍‌ରେ ବାଣିଜ୍ୟିକ ପ୍ରତିଷ୍ଠାନ, ଗଠନ ହେଲା ୫ ଜଣିଆ ଟିମ୍‌, ରାଜସ୍ବ ଲକ୍ଷ୍ୟ ବାର୍ଷିକ ୨୫କୋଟି ଆବର୍ଜନା ପରିଚାଳନା ବିଏମ୍‌ସି ପାଇଁ ଆହ୍ବାନ ହୋଇ ଛିଡ଼ାହୋଇଛି। ମୋ ଖତରୁ ଆରମ୍ଭ କରି ବାୟୋମାଇନିଂ, ବାୟୋମିଥେନ୍‌ ଓ ୱେଷ୍ଟ-ଟୁ-ଏନର୍ଜି ବ୍ୟବସ୍ଥା ବିଏମ୍‌ସି ଆପଣେଇଛି।

ଇ-ଡିଟେକ୍ସନ୍‌ରୁ ଧରାପଡ଼ିଲା ବୀମାଫାଙ୍କି: ୬ ଦିନରେ ଧରାପଡ଼ିଲାଣି ୧୫ଶହ ଗାଡ଼ି

ମାତ୍ର ୬ ଦିନରେ ଇ-ଡିଟେକ୍ସନ୍‌ ମାଧ୍ୟମରେ ଟୋଲ୍‌ଗେଟ୍‌ରେ ଧରାପଡ଼ିଲେଣି ବୀମା ନଥିବା ୧୫ ଶହ ଗାଡ଼ି। ଅନ୍ୟପଟେ ରାସ୍ତାକୁ ଓହ୍ଲାଉଥିବା ଖିଲାପୀ ଗାଡ଼ି ଚାଳକଙ୍କ ପାଇଁ ଆହୁରି କଠୋର ହେବାକୁ ଯାଉଛି ପରିବହନ ବିଭାଗ। ଟୋଲ୍‌ଗେଟ୍‌ରେ ସପ୍ତାହେ ତଳେ ବୀମାକୁ ଇ-ଡିଟେକ୍ସନ ସହିତ ଯୋଡ଼ା କଟକ

ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବ ପୁଲିସ

ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି ହେବ। ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଦୀର୍ଘ ଦିନର ବ୍ୟବଧାନ ପରେ