Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
ଡବଲ ଡେକର ବସ୍ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ
ଭୁବନେଶ୍ବରରେ ଡବଲ୍ ଡେକର ବସ୍ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍ଘାଟନ ପୂର୍ବରୁ ଡବଲ ଡେକର ବସ୍ ଗଡ଼ିଛି।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍ ଡେକର!-->!-->!-->…
କଡ଼ା ସୁରକ୍ଷା ବଳୟରେ ପ୍ରବାସୀ ଭାରତୀୟ ଦିବସ: ପୁଲିସ୍ ମାସ୍କଟ୍ ‘ହାଫି’ ଲୋକାର୍ପିତ
ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ।
ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଆସନ୍ତା ୮!-->!-->!-->…
୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ୯ରେ ଉଦବୋଧନ ହେବେ
ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖ ରାତି ୮ଟାରେ ବିମାନବନ୍ଦରରେ ଅବତରଣ କରିବେ। ୯ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ!-->…
ବରଗଡରେ ମହାରାଜା କଂସଙ୍କ ରାଜୁତି ଆରମ୍ଭ
ବରଗଡ଼/ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍ଘାଟନ ହୋଇଛି। ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ!-->…
ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍
ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍ ପହଞ୍ଚିଛି। ବସ୍ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଥିଲା। ଡିସେମ୍ବର ୨୮ ତାରିଖରେ ଦୁଇଟି ବସ୍!-->…
ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ!-->…
ମଧ୍ୟରାତ୍ରୀରେ ଶିମିଳିପାଳ ପହଞ୍ଚିବ ବାଘୁଣୀ ‘ଜୀନତ୍’
ବାରିପଦା/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ପରେ ବାଘୁଣୀ ଜୀନତ ଓଡ଼ିଶାମୁହାଁ ହୋଇଛି। ସେଠାରେ ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ଶିମିଳିପାଳ ଅଣାଯାଉଛି। ବନ ବିଭାଗ ପକ୍ଷରୁ!-->…
ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା!-->!-->!-->…
ବରଗଡ଼ ଧନୁଯାତ୍ରା
ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ
ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା ଲାଗି ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି
ପୂର୍ବରୁ ଏହି ଯାତ୍ରା ପାଇଁ ୧୦ ଲକ୍ଷ ଟଙ୍କା ଅନୁଦାନ ମିଳୁଥିବା ବେଳେ ଏଥର ଏହାକୁ ବଢ଼ାଇ ୧ କୋଟିକୁ କରିଛନ୍ତି
ବରଗଡ଼/ଭୁବନେଶ୍ୱର!-->!-->!-->!-->!-->!-->!-->!-->!-->!-->!-->…
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମହାପ୍ରଭୁ କାଳିଆ ସାଆନ୍ତଙ୍କ ଉଦ୍ଦେଶ୍ୟରେ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ବର୍ଷ-୨୦୨୫ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ଉଭୟ ୱାଲ୍ ଏବଂ ଡେସ୍କ୍ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛିl କ୍ୟାଲେଣ୍ଡର!-->…