Browsing Category

ମନୋରଞ୍ଜନ

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ରାଜ୍ଯରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଇ ଲୋକଙ୍କ ସରକାର କାର୍ଯ୍ୟ କରୁଛନ୍ତି। ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ କରିବା ହେଉ ବା ରାଜ୍ଯରେ ଜାତୀୟ ଶିକ୍ଷା

ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍‌ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍‌ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍‌ସିରେ ଏ ନେଇ ସ୍ବତନ୍ତ୍ର

ବିନା ଅନୁମତିରେ ଜିରୋ ନାଇଟ ମନା

ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିସରି ଆସୁଛି। ବର୍ଷ ‌ଶେଷ ହେଉଥିବାରୁ ଯୁବପିଢ଼ି ଏକ ପ୍ରକାର ଉତ୍ସାହିତ ଲୟରେ ଦେଖାଯାଉଛନ୍ତି। ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଭିଡ଼ ଦେଖିବାକୁ ମିଳୁଛି। ବର୍ଷର ଅନ୍ତିମ ସପ୍ତାହରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଅଧିକ ଭିଡ଼

ରାଷ୍ଟ୍ରଭକ୍ତ ଛାତ୍ର ଗଠନରେ ଶିଶୁ ମନ୍ଦିରର ଭୂମିକା ଗୁରୁତ୍ୱପୂର୍ଣ୍ଣ

କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଜେଲରୋଡସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କେନ୍ଦୁଝରଗଡ଼଼ର ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତି ଉପସଭାପତି ପ୍ରିୟବ୍ରତ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

ଚେନ୍ନାଇରେ ଓଡ଼ିଆଙ୍କ ‘ଆମ ଚାଟଶାଳୀ’ ଉତ୍ସବ

‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୧୫୦୦ ନାଗରିକ ଯୋଗ ଦେଇଥିଲେ। ଚେନ୍ନାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସ୍ଥାନୀୟ ‘ପ୍ରବାସୀ

ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ "ପରବ ୨୦୨୪" ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) :

ପୁରୀ-କୋଣାର୍କ ବେଳାମାର୍ଗରେ ଆରମ୍ଭ ହେଲା ୬ଷ୍ଠ ଇକୋ ରିଟ୍ରିଟ

ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ-କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁଣି ଆୟୋଜିତ ହୋଇଛି ଇକୋ-ରି ଟ୍ରିଟ। ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ସବକୁ ଉଦ୍‌ଘାଟନ କରିଥିଲେ।

ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା, ମାନବ ଚୌଧୁରୀ ବିଜୟୀ

କଟକ ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମରେ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା। କୋର୍ଟ ୧ରେ ଆଜି ଅନୁଷ୍ଠିତ ମ୍ୟାଚରେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ମାନବ ଚୌଧୁରୀ ପୁରୁଷ ଏକକ ଯୋଗ୍ୟତା ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସର ମହମ୍ମଦ

ପୁରୀ ବିଚ୍‌ ମାରାଥନ୍‌: ଭାଗନେଲେ ୫ଶହ କ୍ରୀଡ଼ାବିତ୍‌

ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍‌ ଆଡ୍‌ଭେଞ୍ଚର୍‌ କ୍ଲବ୍‌ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍‌ ମାରାଥନ୍‌’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍‌ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଥିବା

ସାନ ଘାଗରାରେ ଟ୍ରି ବ୍ରିଜ୍‌ ୱାକ୍‌ ଓ ଟି ପାର୍ଟି ଅନ୍‌ ଟ୍ରି

BIJAY KUMAR PANDA ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ ରହିଛି। କେନ୍ଦୁଝର/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) :