Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି।
ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ବିଶ୍ବ!-->!-->!-->…
ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ
ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ
କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।!-->!-->!-->…
ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ
ବାରିପଦା/ଭୁବନେଶ୍ୱର!-->!-->!-->…
ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ରାଷ୍ଟ୍ରପତି: ‘ଅଧିକ ଗବେଷଣା ପ୍ରାଚୀନ ଆୟୁର୍ବେଦ ପ୍ରତି ଆସ୍ଥା…
ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, କିନ୍ତୁ ତାଙ୍କ ଉତ୍ତମ ବ୍ୟବହାର ଓ ମଧୁର ବଚନରେ ରୋଗୀ ଅନେକାଂଶରେ
ପୁରୀ/ଭୁବନେଶ୍ୱର ୦୫-୧୨-୨୦୨୪!-->!-->!-->…
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା......
କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ ।
କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ!-->!-->!-->!-->!-->…
ନୂଆବର୍ଷରେ ଉତ୍ସବମୟ ହେବ ରାଜଧାନୀ: ସରକାର ବଦଳିବା ପରେ ନୂଆ ପରିକଳ୍ପନାରେ କାର୍ଯ୍ୟକ୍ରମ
ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ଓଡ଼ିଶା ନିର୍ମାଣ କନ୍କ୍ଲେଭ୍, ଅର୍ନ୍ତଜାତୀୟ ପୁଷ୍ଟି ଶସ୍ୟ ସମ୍ମିଳନୀ, ହକି ବିଶ୍ବକପ୍ ଓ ଏକାମ୍ର ଉତ୍ସବ ପରି ବଡ଼ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରି ଚର୍ଚ୍ଚାରେ ଥିଲା ବିଜେଡି ସରକାର।
ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ପ୍ରଥମ ବିଶ୍ବ ଓଡ଼ିଆ!-->!-->!-->…
ଘୁଷୁରିକୁ ଜିଅନ୍ତା ଖାଇବା ଘଟଣା: ଜଣେ ଗିରଫ
ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍ର ରାଳବ ଗାଁରେ ନାଟକ ମଞ୍ଚ ଉପରେ ଘୁଷୁରିକୁ ଜିଅନ୍ତା ଖାଇବା ଘଟଣାରେ ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।
ଖଲ୍ଲିକୋଟ ଅଞ୍ଚଳ ବିମ୍ବାଧର ଗୌଡ଼କୁ ଗିରଫ କରାଯାଇଛି। ନାଟକ ପାଇଁ ବିମ୍ବାଧର ଘୁଷୁରି ଯୋଗାଇଥିବା ଅଭିଯୋଗ ହୋଇଥିଲା
!-->!-->!-->!-->!-->!-->!-->…
ବରଗଡ଼ ଧନୁଯାତ୍ରା
ଏଥର ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ
ବରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ନୂଆ କଂସ ମିଳିଛି। ଏଥର ଭୁବନେଶ୍ବର ପ୍ରଧାନ କଂସ ଭୂମିକାରେ ଅବତୀର୍ଣ୍ଣ ହେବେ। ଧନୁଯାତ୍ରା ସମୟରେ ବରଗଡ଼ ସହରରେ ରାଜ୍!-->!-->!-->…
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,
ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ
ବଲିଉଡ୍ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୨୮-୧୧-୨୦୨୪!-->!-->!-->!-->!-->!-->!-->!-->!-->…
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି
କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି।
ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ!-->!-->!-->!-->!-->!-->!-->…