Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
ଐତିହାସିକ ବାଲିଯାତ୍ରା କଟକ ଉତ୍ସବ-୨୦୨୪
ଚୂଡାନ୍ତ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି, ସ୍ଥାନ ପାଇଛି ୨୫୦୦ରୁ ଅଧିକ ଷ୍ଟଲ୍
କଟକ, ୧୪-୧୧-୨୦୨୪ (ପିପିଏସ ) : ଐତିହାସିକ ବାଲିଯାତ୍ରା କଟକ ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ୧୫ ତାରିଖ ସନ୍ଧ୍ୟା ୫ଘଟିକା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ!-->!-->!-->!-->!-->…
ସହିଦ ରଘୁ ସଦ୍ଦାର, ପ୍ରତୀକ୍ଷା ଓ ଦମନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର
ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ବିଗତ ୩ ବର୍ଷ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ବିଶିଷ୍ଟ ଲେଖକ, ନିର୍ଦ୍ଦେଶକ ଓ ନାଟ୍ୟକାର ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର (ଜୀବନବ୍ୟାପି ସାଧନା ପୁରସ୍କାର) ପାଇଁ ଅନନ୍ତ ମହାପାତ୍ରଙ୍କୁ ଚୟନ କରାଯାଇଛି।
!-->!-->!-->…
‘ହରେକୃଷ୍ଣ ମହତାବ ଚିତ୍ରକଳା ଶିବିର’ ଉଦ୍ଯାପିତ
ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ମହତାବଙ୍କ!-->…
ଭାଙ୍ଗିବ ରେକର୍ଡ, ପ୍ରଥମ ଦିନରେ ‘ପୁଷ୍ପା ୨’ ଆୟ କରିବ ୨୭୦କୋଟି !
ଜାତୀୟ ପୁରସ୍କାର ବିଜେତା ଟଲିଉଡ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ 'ପୁଷ୍ପା ୨' ରିଲିଜକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏମଧ୍ୟରେ ଫିଲ୍ମଟି ପ୍ରଥମ ଦିନରେ ୨୭୦କୋଟି ଆୟ କରିବ ବୋଲି ଦାବି କରାଯାଉଛି।
ମୁମ୍ବାଇ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଜାତୀୟ ପୁରସ୍କାର!-->!-->!-->…
ଅଳ୍ପଦିନପରେ ଆନ୍ତର୍ଜାତିକ ବାଲୁକାକଳା ପ୍ରଦର୍ଶନୀ
ଆଗକୁ "ମାଘ ସପ୍ତମୀ ବୁଡ଼"
ଅସ୍ତବ୍ୟସ୍ତ ହୋଇ ପଡ଼ିଛି ବେଳାଭୂମି
ପ୍ରଶାସନ ଦୃଷ୍ଟି ଦେବାକୁ ଦାବୀ
କୋଣାର୍କ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଡିସେମ୍ବର ୧ ରୁ ୫ କୋଣାର୍କ ଉତ୍ସବ ୨୦୨୪ ଆରମ୍ଭ ହେବ। ଏହି ଉତ୍ସବ ଅବସରରେ!-->!-->!-->!-->!-->!-->!-->!-->!-->…
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୪’ ଅନୁଷ୍ଠିତ
ବାରିପଦା/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ପାଠପଢା ସହିତ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କର ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଆରମ୍ଭ ହୋଇଥିବା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"ର ଉଦ୍ଘାଟନ ଉତ୍ସବ ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ !-->…
ବାଲିଯାତ୍ରା ଆୟୋଜନ ଦ୍ବନ୍ଦ୍ବ
ତଳ ପଡ଼ିଆରେ ହେଲେ ଖିଲାପ ହେବ ଏନ୍ଜିଟି ନିର୍ଦ୍ଦେଶ
ହାଇକୋର୍ଟରେ ସହର ସମସ୍ୟା ଶୁଣାଣି ବେଳେ ବାଲିଯାତ୍ରା ଆୟୋଜନକୁ ସଂପୂର୍ଣ୍ଣ ଭାବେ ତଳପଡ଼ିଆରେ କରିବା ପାଇଁ ପ୍ରସ୍ତାବ ଆସିବା ପରେ ଅଦାଲତ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ବୈଠକ ଡାକି ଆଲୋଚନା କରିବାକୁ ନିର୍ଦ୍ଦେଶ!-->!-->!-->!-->!-->!-->!-->…
୧୦ରେ ଲାସ୍ୟ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ପ୍ରତିଯୋଗିତା
କୃତୀ ପ୍ରତିଯୋଗୀଙ୍କୁ ୪ର୍ଥ ଲାସ୍ୟ ଆୱାର୍ଡ ଫେଷ୍ଟିଭାଲରେ ସମ୍ମାନିତ କରାଯିବ
କଟକ,୦୨-୧୧-୨୦୨୪(ପିପିଏସ) : ସଦର ଥାନା ଅନ୍ତର୍ଗତ ଗୋପାଳପୁରସ୍ଥିତ ଲାସ୍ୟ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଚତୁର୍ଥ ଲାସ୍ୟ ପ୍ରତିଭା ୨୦୨୪ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡ୍ୟାନ୍ସ ଏକାଡେମୀ ପକ୍ଷରୁ!-->!-->!-->…
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ।
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ!-->!-->!-->…
ଶିମିଳିପାଳରେ ନୂଆ ଅତିଥି :ମହାରାଷ୍ଟ୍ରର ମହାବଳ
ବାରିପଦା/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ମହାରାଷ୍ଟ୍ରର ମହାବଳ ଓଡ଼ିଶାର ଶିମିଳିପାଳ ଅଭୟାଣ୍ୟରେ ଗର୍ଜିବ। ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏକ ସ୍ବତନ୍ତ୍ର ଗାଡ଼ିରେ କଡ଼ା ସୁରକ୍ଷା ମଧ୍ୟରେ ମହାବଳକୁ ଅଣାଯାଇଛି। ଶିମିଳିପାଳରେ ବ୍ୟାଘ୍ର ବଂଶ ବୃଦ୍ଧି ଲକ୍ଷ୍ୟରେ!-->…