Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
୭୦ ତମ ନ୍ୟାସନାଲ ଫିଲ୍ମ ଆୱାର୍ଡ ଘୋଷଣା
* ପୁରସ୍କାର ତାଲିକାରେ ଓଡ଼ିଆ ସିନେମା ‘ଦମନ’
*ଓଡିଆ ସିନେମାର ଚିରାଚରିତ କାହାଣୀକୁ ଦମନ ବଦଳାଇ ଦେଇଛି
ଭୁବନେଶ୍ୱର:୧୬-୦୮-୨୪(ପିପିଏସ ): ୭୦ ତମ ନ୍ୟାସନାଲ ଫିଲ୍ମ୍ ଆୱାର୍ଡ ଘୋଷଣା କରାଯାଇଛି । ପୁରସ୍କାର ପାଇବାକୁ ଥିବା ସିନେମା ତାଲିକାରେ ଓଡିଆ ସିନେମା ଦମନ ସ୍ଥାନ ପାଇଛି ।!-->!-->!-->!-->!-->…
ହକି ଇଣ୍ଡିଆ ପକ୍ଷରୁ ଜର୍ସି ନମ୍ୱର ୧୬କୁ ଦିଆଗଲା ଅବସର
*ଗୋଲକିପର ଶ୍ରୀଜେଶଙ୍କ ଅବସର
* ଜର୍ସିକୁ ସ୍ମରଣୀୟ କରିବା ପାଇଁ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର:୧୬-୦୮-୨୪(ପିପିଏସ ):ଶ୍ରୀଜେସଙ୍କ ଜର୍ସିକୁ ଦିଆଗଲା ଅବସର। ଜର୍ମି ନମ୍ବର ୧୬ ଏବେ ଅବସର ନେଇଛି କାରଣ ହକିକୁ ବିଦାୟ କହିଛନ୍ତି ଶ୍ରୀଜେସ। ତାଙ୍କ ସମ୍ମାନରେ ତାଙ୍କ ଜର୍ସିକୁ ମଧ୍ୟ ଅବସର!-->!-->!-->!-->!-->…
ବାହାରିନର ଭାରତୀୟ ଦୂତାବାସରେ ୭୮ତମ ସ୍ୱାଧୀନତା ଦିବସ
ଭୁବନେଶ୍ୱର :୧୬-୦୮-୨୪(ପିପିଏସ ) : ବାହାରିନର ଭାରତୀୟ ଦୂତାବାସରେ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଭାରତର ରାଷ୍ଟ୍ରଦୂତ କେ ବିନୋଦ ଜାକବ ପ୍ରଥମେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ପରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ବାର୍ତା ପ୍ରଦାନ କରିଥିଲେ। ରାଷ୍ଟ୍ରଦୂତ ତାଙ୍କ!-->…
ଡି ଏ ଭି ସାବିତ୍ରୀ ଜିନ୍ଦଲ ଉଚ୍ଚ ବିଦ୍ୟାଳୟରେ ୭୮ ତମ ” ସ୍ବାଧିନତା ” ଦିବସ ପାଳିତ ।
ଛେଣ୍ଡିପଦା :୧୬-୦୮-୨୪(ପିପିଏସ ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ବଡମହିତଳା ସ୍ଥିତ ଡି ଏ ଭି ସାବିତ୍ରୀ ଜିନ୍ଦଲ ଉଚ୍ଚ ବିଦ୍ୟାଳୟରେ ମହାଆଡ଼ମ୍ବର ସହକାରେ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଫକୀର ମୋହନ ସାହୁଙ୍କ ଅଧ୍ୟକ୍ଷତାରେ!-->…
ଲଣ୍ଡନରେ ବାସ କରିବେ ବିରାଟ !
ନୂଆଦିଲ୍ଲୀ/ଭୁବନେଶ୍ୱର :୧୬-୦୮-୨୪(ପିପିଏସ ): ଭାରତୀୟ କ୍ରିକେଟ୍ ଦଳର ତାରକା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ତାଙ୍କ ପରିବାର ସହିତ ସବୁଦିନ ପାଇଁ ଭାରତ ଛାଡ଼ି ଲଣ୍ଡନକୁ ଯିବାକୁ ଚିନ୍ତା କରୁଛନ୍ତି। ଏଭଳି ଗୁଜବକୁ ନେଇ ଦୀର୍ଘ ଦିନ ଧରି ଚର୍ଚ୍ଚା ଜୋର ଧରିଛି। ଏବେ ଏହି ଗୁଜବ ପୁଣି ଥରେ!-->…
ଗାୟିକା ଜସ୍ମିନ୍ ୱାଲିଆଙ୍କୁ ଡେଟ୍ କରୁଛନ୍ତି ପାଣ୍ଡ୍ୟା!
ନୂଆଦିଲ୍ଳୀ/ଭୁବନେଶ୍ୱର ୧୪-୦୮-୨୪(ପିପିଏସ ): ନିକଟରେ ପତ୍ନୀ ନତାସା ଷ୍ଟାନକୋଭିକଙ୍କଠାରୁ ଅଲଗା ହେବା ଖବର ଘୋଷଣା କରିଥିବା ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଗ୍ରିସରେ ଏବେ ଛୁଟି କାଟୁଛନ୍ତି। ତେବେ ସେ ଛୁଟି କାଟିବାକୁ ଯାଇଥିବା ବେଳେ କିଛି ଫଟୋକୁ ନେଇ ସେ ବ୍ରିଟିଶ ଗାୟକ ତଥା!-->…
ଆଗେଇ ଚାଲିଛି “ଭଗିଆ ଭାରିଜା”
*ପସନ୍ଦ କରୁଛନ୍ତି ଦର୍ଶକ*ଓଡ଼ିଆ ଚଳଚିତ୍ର ଜଗତକୁ ଆଉପାଦେ ଆଗକୁ ନେବାପାଇଁ ହେବ ସହାୟକ |
ଭୁବନେଶ୍ବର:୧୩-୦୮-୨୪(ପିପିଏସ ) ଓଡ଼ିଶାର ୩୦ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି ବହୁ ପ୍ରତୀକ୍ଷିତ ଓଡ଼ିଆ ସିନେମା ‘ଭଗିଆ ଭାରିଯା’।ଭୁବନେଶ୍ୱରରେ ସମୁଦାୟ ୬ଟି ସୋ’ରେ ପ୍ରଦର୍ଶନ ଜାରି!-->!-->!-->…
ପରଲୋକରେ ଗୋପାଳ ସାହୁ : ୨୩ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରିଥିଲେ
ବରଗଡ଼,୧୩/୮/୨୪(ପିପିଏସ) : ବିଶ୍ୱ ପ୍ରସିଦ୍ଧ ସର୍ବ ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ!-->…