Browsing Category

ମନୋରଞ୍ଜନ

ଘୁଷୁରିକୁ ଜିଅନ୍ତା ଖାଇବା ଘଟଣା: ଜଣେ ଗିରଫ

ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍‌ର ରାଳବ ଗାଁରେ ନାଟକ ମଞ୍ଚ ଉପରେ ଘୁଷୁରିକୁ ଜିଅନ୍ତା ଖାଇବା ଘଟଣାରେ ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅଞ୍ଚଳ ବିମ୍ବାଧର ଗୌଡ଼କୁ ଗିରଫ କରାଯାଇଛି। ନାଟକ ପାଇଁ ବିମ୍ବାଧର ଘୁଷୁରି ଯୋଗାଇଥିବା ଅଭିଯୋଗ ହୋଇଥିଲା

ବରଗଡ଼ ଧନୁଯାତ୍ରା

ଏଥର ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ ବରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ନୂଆ କଂସ ମିଳିଛି। ଏଥର ଭୁବନେଶ୍ବର ପ୍ରଧାନ କଂସ ଭୂମିକାରେ ଅବତୀର୍ଣ୍ଣ ହେବେ। ଧନୁଯାତ୍ରା ସମୟରେ ବରଗଡ଼ ସହରରେ ରାଜ୍

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,

ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ ବଲିଉଡ୍‌ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪

ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ

ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ

ରାଜ୍ୟ ଅଭିଲେଖାଗାରରେ ସଂସ୍କୃତି ଚର୍ଚ୍ଚା

ଡ. ମହତାବ ଥିଲେ ରାଷ୍ଟ୍ରନେତା ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୦ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ "ଓଡ଼ିଆ ଅସ୍ମିତାର ଅନ୍ୟତମ ବିନ୍ଧାଣି ଡ଼ଃ ହରେକୃଷ୍ଣ ମହତାବ"

ସରିଲା କଟକ ବାଲିଯାତ୍ରା: ଶେଷ ଦିନରେ ୧୩ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ

କଟକ,୨୪-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଶେଷ ହୋଇଛି। ଶେଷ ଦିନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୧୩ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ପଡ଼ିଆ ବୁଲିଥିବା ପୁଲିସ-ପ୍ରଶାସନ ପକ୍ଷରୁ ଆକଳନ କରାଯାଉଛି। ଭିଡ଼ ଏଭଳି ଅସମ୍ଭାଳ ହୋଇଥିଲା ଯେ ରାଜପଥରୁ

ଓଡ଼ିଶାକୁ ମୁଁ ପୂର୍ବ ଭାରତରେ ବିକାଶର ଇଞ୍ଜିନ ଭାବେ ଦେଖୁଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଉଛି। ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ, ଓଡ଼ିଆ ଭାଗବତର ରଚୟିତା

‘ଓଡ଼ିଶାର ଇତିହାସରେ ହରେକୃଷ୍ଣ ମହତାବଙ୍କ କୃତିତ୍ଵ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ’

ସ୍ଵାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ, ସାହିତ୍ୟିକ, କୂଟନୀତିଜ୍ଞ, ଐତିହାସିକ ଏବଂ ଲୋକପ୍ରିୟ ଜନନେତା ଥିଲେ ଡ଼ଃ ହରେକୃଷ୍ଣ ମହତାବ। ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ଵକର୍ମା ଭାବେ ସେ ସ୍ଵତନ୍ତ୍ର ପରିଚୟର ଅଧିକାରୀ ମଧ୍ୟ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏହା କହିଛନ୍ତି।

ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି

ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି ବେଳର ଦୃଶ୍ୟ ବି ଭାଇରାଲ୍ ହେବାରେ ଲାଗିଛି। ଖାଲି ସେତିକି ନୁହେଁ, ସେଠାରେ ଉପସ୍ଥିତ ଅନ୍ୟ  ନିର୍ଦ୍ଦେଶକମାନଙ୍କ ପ୍ରତି ବି ଅଶୋଭନୀୟ ଆଚରଣ ପ୍ରଦର୍ଶନ

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତି

ମହତାବ ଉତ୍ତରପ୍ରଦେଶ କିମ୍ବା ଗୁଜୁରାଟରେ ଜନ୍ମ ଗ୍ରହଣ କରିଥିଲେ ଦେଶର ପ୍ରଧାନମନ୍ତ୍ରୀ ହୋଇଥାନ୍ତେ: ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ଓଡ଼ିଆ ଅସ୍ମିତା ବିପଦରେ ଥିଲା। ଲୋକମାନେ ଅସ୍ମିତାକୁ ଉଦ୍ଧାର କଲେ ଏବଂ ଏ ସରକାରଙ୍କୁ ଆଣିଲେ। ତେଣୁ ପୂଜ୍ୟପୂଜାକୁ ସମ୍ମାନ ଜଣାଇ ଉତ୍କଳ