Browsing Category

ମନୋରଞ୍ଜନ

ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟା/ମହାକୁମ୍ଭ ନଗର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ। ଏଥିଲାଗି ମୁଁ ଉତ୍ତର ପ୍ରଦେଶ  ମୁଖ୍ୟମନ୍ତ୍ରୀ ଯୋଗୀ

ଭାରତ -ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍‌

କୋହଲିଙ୍କ ବିରାଟ ଶତକ ସହ ଭାରତର ମହାବିଜୟ ୨୦୧୭ ର ବଦଲା ନେଲା ରୋହିତ ବାହିନୀ ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ ଶହିତ

ଆଫ୍ରିକାରେ ଚମକିଲେ ଓଡ଼ିଆ ପୁଅ

 ହାଫ୍‌ ମାରାଥନ୍‌ ଦେଲା ସଫଳତା, ଉଡ଼ାଇଲେ ତ୍ରିରଙ୍ଗା ଓଡ଼ିଆ ପୁଅ ସୌଭାଗ୍ୟ କୁମାର ରଥ ପୁଣି ଏକ ସ୍ମୁତି ସାଉଟିବା ସହିତ ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ଆଇରନ୍‌ ମ୍ୟାନ୍‌ ଭାବେ ଜଣାଶୁଣା ଶ୍ରୀ ରଥ ଆଫ୍ରିକାର କିଲିମାନଜାରୋ ଆନ୍ତର୍ଜାତୀୟ ମାରାଥନରେ ହାଫ୍‌ ମାରାଥନ୍‌ରେ ସଫଳତା ହାସଲ

ମହାକୁମ୍ଭରେ ବୁଡ଼ ପକାଇଲେ ମୋହନ

ଓଡ଼ିଶା ତଥା ଦେଶର କଲ୍ୟାଣ ପାଇଁ ମା’ ଗଂଗାଙ୍କୁ ପ୍ରାର୍ଥନା କରିଛି: ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି। ଏଥି ସହିତ ତାଙ୍କର ପରିବାର ଲୋକେ ମଧ୍ୟ ମହାକୁମ୍ଭରେ ବୁଡ଼ ପକାଇଛନ୍ତି। ଏହି ଅବସରରେ ଶ୍ରୀ ମାଝୀ

ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି

ମୋହନଙ୍କ ବଜେଟ୍ ରେ ଓଡ଼ିଆ ଅସ୍ମିତା

ବଜେଟ୍ ୨୦୨୫-୨୬: ମହାପୁରୁଷଙ୍କ ସମ୍ମାନରେ ପ୍ରତିଷ୍ଠା ହେବ ସ୍ମାରକୀ, ପ୍ରତିମୂର୍ତ୍ତି ଗୁରୁ-ଶିଷ୍ୟ ପରଂପରାର ବଳିଷ୍ଠ ସଂକେତ କୁହାଯାଉଥିବା ସତ୍ୟବାଦୀର ବକୁଳବନକୁ ସରକାର ସମ୍ମାନ ଦେଇଛନ୍ତି। ପଞ୍ଚସଖାଙ୍କ ଦ୍ବାରା ୧୯୦୯ରେ ପ୍ରତିଷ୍ଠା ହୋଇଥିବା ଏହି ଶିକ୍ଷା ପ୍ରତିଷ୍ଠାନର ସ୍ମୁତିରେ

ବଦଳିବ ଶିକ୍ଷା ଭିତ୍ତିଭୂମି! ରାଜ୍ୟରେ ୪୫,୦୦୦ ଶିଶୁବାଟିକା ଖୋଲାଯିବ

ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ଶିକ୍ଷା ହେଉଛି ସମାଜର ଦର୍ପଣ। ଶିକ୍ଷା ମାଧ୍ୟମରେ ହିଁ ସମାଜରେ ପରିବର୍ତ୍ତନ ଆଣି ହେବ। ଶିକ୍ଷା ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ

ଖଣ୍ଡଗିରି କୁମ୍ଭମେଳାର ପୂର୍ଣ୍ଣାହୁତି

ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହକତ୍ୱରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଖଣ୍ଡଗିରି ବିଶ୍ୱପ୍ରସିଦ୍ଧ କୁମ୍ଭମେଳା ଯୋଗଯଜ୍ଞର ପୂର୍ଣ୍ଣାହୁତି ଓ ସାଧୁସନ୍ଥ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବିଶ୍ୱ ସନାତନ

‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’

ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ବିଶ୍ୱାସ, ସାହସ ଏବଂ କରୁଣା ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରି, ମାନ୍ୟବର ରାଜ୍ୟପାଳ ସେମାନଙ୍କୁ ମହତ୍ୱାକାଂକ୍ଷୀ ପ୍ରକଳ୍ପଗୁଡ଼ିକୁ ଅନୁସରଣ କରିବାକୁ ଏବଂ 'ବିକ୍ଷିତ ଭାରତ' ଏବଂ 'ଏକ ଭାରତ ଶ୍ରେଷ୍ଠ ଭାରତ' ଦୃଷ୍ଟିକୋଣରେ ଯୋଗଦାନ ଦେବାକୁ ଉତ୍ସାହିତ