Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ
ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ!-->!-->!-->…
ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ
ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା
ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣାକୁ ନେଇ ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି କ୍ରୀଡ଼ା ବିଭାଗ। କାହିଁକି ମ୍ୟାଚ୍ ବେଳେ ଲାଇଟ୍ ବନ୍ଦ ହେଲା ୧୦ଦିନ ଭିତରେ ଉତ୍ତର ରଖିବାକୁ ଏଥିରେ ନିର୍ଦ୍ଦେଶ!-->!-->!-->…
ଧଉଳି-କଳିଙ୍ଗ ମହୋତ୍ସବ ଉଦ୍ଯାପିତ
ରୋମାଞ୍ଚ ଭରିଲା ଶୁମ୍ଭ-ନିଶୁମ୍ଭ ବଧ
ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନ ମିଳିତ ଆନୁକୂଲ୍ୟରେ ଶାନ୍ତିସ୍ତୂପ ପାଦଦେଶରେ ୩ଦିନ ଧରି ଚାଲିଥିବା ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ଉଦ୍ଯାପିତ ହୋଇଛି।
ଭୁବନେଶ୍ୱର!-->!-->!-->!-->!-->…
ପ୍ରେମକୁ ଅକ୍ଷୁଣ୍ଣ ରଖିବ ଟେଡି
ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’ ପ୍ରେମୀଯୁଗଳଙ୍କ ମଧ୍ୟରେ ଖୁବ ଲୋକପ୍ରିୟ। ଚକଲେଟ ଡେ’ର ଜୀବନରେ ମଧୁରତା ଭରିଥିବା ବେଳେ ଟେଡି ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଟେଡି ଦିଆନିଆ ହେବେ।
ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’!-->!-->!-->!-->!-->…
ଭୁବନେଶ୍ୱର ଛାଡିଲେ ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳି
ଫେବ୍ରୁଆରି ୧୨ରେ ଅହମ୍ମଦାବାଦରେ ଶେଷ ମ୍ୟାଚ୍
ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି। ଫେବ୍ରୁଆରି ୧୨ରେ ଅହମ୍ମଦାବାଦରେ ସେମାନେ ତୃତୀୟ ଏକଦିବସୀୟ ମ୍ୟାଚ୍ ଖେଳିବେ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ତୃତୀୟ!-->!-->!-->…
ବାରବାଟୀ ଷ୍ଟାଡିୟମ ବାହାରେ ଡୁପ୍ଲିକେଟ୍ କୋହଲି: ସେଲ୍ଫି ନେବାକୁ ଲୋକଙ୍କ ଭିଡ
କଟକ ୦୯-୦୨-୨୦୨୫(ପିପିଏସ) : ଆଜି ବାରବାଟୀରୁ ସାରା ବିଶ୍ବ ଦେଖିବ ବଡ ଲଢେଇ । ଇଣ୍ଡିଆ-ଇଂଲଣ୍ଡ ୨ୟ ଦିନିକିଆ ଆଜି ଦମଦାର ହେବ ବୋଲି ଆଶା କରାଯାଉଛି । ବାରବାଟୀରେ ବିରାଟ ଲଢେଇ ଦେଖିବାକୁ ଅପେକ୍ଷା କରିଛନ୍ତି ଦର୍ଶକ । ରାଜ୍ୟ ତଥା ରାଜ୍ୟ ବାହାରୁ କ୍ରିକେଟ୍ ପ୍ରେମୀମାନେ ଆସି ବାରବାଟୀରେ!-->…
ଏଏସ୍ଆଇ ନିୟମକୁ ବେଖାତିର
ଗୁମ୍ଫା ଭିତରେ ଶୌଚ, ରାତ୍ରିଯାପନ
ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା(ଏଏସ୍ଆଇ) ପକ୍ଷରୁ ଦେଶର ସ୍ମାରକୀଗୁଡ଼ିକର ସଂରକ୍ଷଣ ଏବଂ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଐତିହ୍ୟସ୍ଥଳରେ ରହିବା ବାରଣ କରାଯାଇଛି। ଏହି ନିୟମ ଅନୁଯାୟୀ, କାହାରିକୁ ଐତିହ୍ୟସ୍ଥଳ ପରିସରରେ ରାତ୍ରିଯାପନ!-->!-->!-->…
ବାରବାଟୀରେ ଭାରତ ବିଜୟୀ
ଦିନିକିଆ ଶୃଙ୍ଖଳା କଲା ଅକ୍ତିଆର
ଇଂଲଣ୍ଡର ତୃତୀୟ ଶିକାର ହୋଇଥିଲେ ରୋହିତ ଶର୍ମା। ଲିଆମ ଲିଭିଂଷ୍ଟୋନ୍ଙ୍କ ବଲ୍ ଆଦିଲ ରସିଦଙ୍କୁ କ୍ୟାଚ୍ ଦେଇ ରୋହିତ ଆଉଟ୍ ହୋଇଥିଲେ। ଏହା ପୂର୍ବରୁ ସେ ୯୦ଟି ବଲ୍ ଖେଳି ୧୧୯ ରନ୍ ସଂଗ୍ରହ କରିଥିଲେ।
କଟକ ୦୯-୦୨-୨୦୨୫(ପିପିଏସ) : ଭାରତ ଓ ଇଂଲଣ୍ଡ!-->!-->!-->!-->!-->…
ବାରବାଟୀ ଷ୍ଟାଡିୟମ୍ରେ ଅଭ୍ୟାସ କଲେ ଭାରତୀୟ କ୍ରିକେଟ୍ ଟିମ୍ର ଖେଳାଳି
ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ୍ ଖେଳାଯିବ। ଏହା ପୂର୍ବରୁ ଆଜି ଭାରତୀୟ ଖେଳାଳିମାନେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ନେଟ୍ରେ ଅଭ୍ୟାସ କରିଛନ୍ତି।
ଭୁବନେଶ୍ବର/କଟକ ୦୮-୦୨-୨୦୨୫(ପିପିଏସ ) : ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଦିନିକିଆ!-->!-->!-->…
ଶ୍ରୀଜିଉଙ୍କ ଦର୍ଶନ କଲେ ଭାରତୀୟ କ୍ରିକେଟର
୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ ଭାରତ-ଇଂଲଣ୍ଡ ଦ୍ବିତୀୟ ଆନ୍ତର୍ଜାତିକ ଦିନିକିଆ କ୍ରିକେଟ୍ ମ୍ୟାଚ୍। ଆଜି ସକାଳେ ଭାରତୀୟ କ୍ରିକେଟର ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ୱାସିଂଟନ୍ ସୁନ୍ଦର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି।
ପୁରୀ/!-->!-->!-->…