Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
ବାଲିଯାତ୍ରା ଆୟୋଜନ ଦ୍ବନ୍ଦ୍ବ
ତଳ ପଡ଼ିଆରେ ହେଲେ ଖିଲାପ ହେବ ଏନ୍ଜିଟି ନିର୍ଦ୍ଦେଶ
ହାଇକୋର୍ଟରେ ସହର ସମସ୍ୟା ଶୁଣାଣି ବେଳେ ବାଲିଯାତ୍ରା ଆୟୋଜନକୁ ସଂପୂର୍ଣ୍ଣ ଭାବେ ତଳପଡ଼ିଆରେ କରିବା ପାଇଁ ପ୍ରସ୍ତାବ ଆସିବା ପରେ ଅଦାଲତ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ବୈଠକ ଡାକି ଆଲୋଚନା କରିବାକୁ ନିର୍ଦ୍ଦେଶ!-->!-->!-->!-->!-->!-->!-->…
୧୦ରେ ଲାସ୍ୟ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ପ୍ରତିଯୋଗିତା
କୃତୀ ପ୍ରତିଯୋଗୀଙ୍କୁ ୪ର୍ଥ ଲାସ୍ୟ ଆୱାର୍ଡ ଫେଷ୍ଟିଭାଲରେ ସମ୍ମାନିତ କରାଯିବ
କଟକ,୦୨-୧୧-୨୦୨୪(ପିପିଏସ) : ସଦର ଥାନା ଅନ୍ତର୍ଗତ ଗୋପାଳପୁରସ୍ଥିତ ଲାସ୍ୟ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଚତୁର୍ଥ ଲାସ୍ୟ ପ୍ରତିଭା ୨୦୨୪ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡ୍ୟାନ୍ସ ଏକାଡେମୀ ପକ୍ଷରୁ!-->!-->!-->…
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ।
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ!-->!-->!-->…
ଶିମିଳିପାଳରେ ନୂଆ ଅତିଥି :ମହାରାଷ୍ଟ୍ରର ମହାବଳ
ବାରିପଦା/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ମହାରାଷ୍ଟ୍ରର ମହାବଳ ଓଡ଼ିଶାର ଶିମିଳିପାଳ ଅଭୟାଣ୍ୟରେ ଗର୍ଜିବ। ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏକ ସ୍ବତନ୍ତ୍ର ଗାଡ଼ିରେ କଡ଼ା ସୁରକ୍ଷା ମଧ୍ୟରେ ମହାବଳକୁ ଅଣାଯାଇଛି। ଶିମିଳିପାଳରେ ବ୍ୟାଘ୍ର ବଂଶ ବୃଦ୍ଧି ଲକ୍ଷ୍ୟରେ!-->…
ଭାରତର ବାଘ ମଣିଷ
ମନୁଷ୍ୟ ଓ ବାଘ ଭଳି ହିଂସ୍ର ପ୍ରାଣୀ ମଧ୍ୟରେ ବନ୍ଧୁତା ଅତି ବିରଳ। ତାହା ପୁଣି ଦୀର୍ଘସ୍ଥାୟୀ ନୁହେଁ।
କିନ୍ତୁ, ଓଡ଼ିଶାର ବନ ଅଧିକାରୀ ସରୋଜ ଚୌଧୁରୀ ଓ ବାଘୁଣୀ ଖଇରୀ ମଧ୍ୟରେ ବନ୍ଧୁତା ଥିଲା ନିବିଡ଼ ଓ ସ୍ଥାୟୀ।
ଦେଶରେ ବାଘ ବଂଶ ତିଷ୍ଠି ରହିବା ଏବଂ ବୃଦ୍ଧି ଘଟିବା କ୍ଷେତ୍ରରେ!-->!-->!-->!-->!-->!-->!-->…
ସଲ୍ମାନଙ୍କ ଘର ସାମ୍ନାରେ ଗୁଳି କରିଥିବା ଅଭିଯୁକ୍ତର ଜାମିନ୍ ଆବେଦନ ଖାରଜ
ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ 'ଗାଲାକ୍ସି ଆପାର୍ଟମେଣ୍ଟ' ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି।
ମୁମ୍ବାଇ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ!-->!-->!-->!-->!-->…
ବୈଶ୍ୟ ତିଲି ଜାତୀୟ ସମିତିର ବାର୍ଷିକ ଉତ୍ସବ ପାଳିତ
କଟକ,୧୬-୧୦-୨୦୨୪(ପିପିଏସ) : ଦୁର୍ଗାପୂଜା ଅବସରରେ ବୈଶ୍ୟ ତିଲି ଜାତୀୟ ସମିତିର ୯୭ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍କଳ କେଶରୀ ଶ୍ରୀଯୁକ୍ତ ନୀଳମଣି ସାହୁ ଯୋଗ ଦେଇଥିଲେ । ସଭାରେ ଅନ୍ୟମାନଙ୍କ ମଧ୍ୟରେ ସଭାପତି ଶ୍ରୀଯୁକ୍ତ!-->!-->!-->…
ଜୟା ଅମିତାଭଙ୍କ ସହ ଭେଟ କରାଇ ନଦେବାରୁ ଲୁଚିଲୁଚି ହସ୍ପିଟାଲ ଯାଇଥିଲେ ରେଖା
ନୂଆଦିଲ୍ଲୀ/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ୭୦ ଦଶକରୁ ନେଇ ଏଯାବତ ରେଖା ଏବଂ ଅମିତାଭ ବଚ୍ଚନଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହି ଆସିଛି। ଯଦିଓ ସେମାନଙ୍କର ପ୍ରେମ ସଫଳ ହୋଇପାରିବ ନାହିଁ ତଥାପି ସେମାନଙ୍କ ସମ୍ପର୍କ ଆଜି ବି ଆଲୋଚନା ହୋଇଥାଏ।ରେଖା ଓ ଅମିତାଭଙ୍କ ପ୍ରେମ ସମୟରେ ଅନେକ!-->…
ରେକର୍ଡ କଲା ଓଡ଼ିଆ ଚଳଚିତ୍ର ‘କର୍ମ’
ପ୍ରଥମ ଦିନରେ ୩୭ ଲକ୍ଷର ବ୍ୟବସାୟ
‘ଭିଲେନ୍’, ‘ଦୁର୍ଗା’, ‘ଖୋକାଭାଇ ତୁମ ପାଇଁ’ ଦେଖିବାକୁ ଭିଡ଼ଦ୍ବିତୀୟ ଥର ମୈଦାନକୁ ଆସିଥିବା ‘ଦମନ’ ବି ପଛରେ ନାହିଁ
ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ!-->!-->!-->!-->!-->!-->!-->…
ଆସନ୍ତା ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ
କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି
ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆସନ୍ତା ଅକ୍ଟୋବର ୧୦ ତାରିଖରୁ!-->!-->!-->!-->!-->!-->!-->…