Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ
ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ରାଜ୍ୟ କ୍ୟାବିନେଟରେ!-->!-->!-->…
ବଦଳିବ ମୋ ବସର ନାଁ
ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ରାଜଧାନୀ ଭୁବନେଶ୍ବର ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ପରିବର୍ତ୍ତନ ହେବ। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶନିବାର ଗଣମାଧ୍ୟମକୁ ଏହି ସୂଚନା!-->…
ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ ହେବେ ଉତ୍ତମ ମହାନ୍ତି
ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯିବ। ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନ ମହାନ୍ତି ଏହି ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ଓଲିଉଡର ବରିଷ୍ଠ!-->!-->!-->…
ଓଡ଼ିଶାରେ ରୋହିତ ବାହିନୀ
ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି।
ଭୁବନେଶ୍ୱର ୦୭-୦୨--୨୦୨୫(ପିପିଏସ) : ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ!-->!-->!-->…
‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’
ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ୱର ୦୭-୦୨--୨୦୨୫(ପିପିଏସ) :!-->!-->!-->…
୫ ବର୍ଷରେ ୫ ହଜାର କୋଟି ଖର୍ଚ୍ଚ ଯୋଜନା
ମୋହନଙ୍କ ଫୋକସ୍ରେ ଗାଁ
ଆରମ୍ଭ ହେଲା ‘ବିକଶିତ ଗାଁ, ବିକଶିତ ଓଡ଼ିଶା’
ଆଜିଠୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ‘ବିକଶିତ ଗାଁ, ବିକଶିତ ଓଡିଶା’। ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆରମ୍ଭ କରିଛନ୍ତି।
!-->!-->!-->!-->!-->!-->!-->!-->!-->…
‘ସନାତନୀ’ ଚଳଚ୍ଚିତ୍ର ମାମଲା
ରିଲିଜ୍ ଉପରେ ଅଙ୍କୁଶ ପାଇଁ ମନାକଲେ ହାଇକୋର୍ଟ
ଓଡ଼ିଆ ଚଳଚ୍ଚିତ୍ର ‘ସନାତନୀ’ର ରିଲିଜ୍ ଉପରେ ଅଙ୍କୁଶ ଲଗାଇବାକୁ ହାଇକୋର୍ଟ ଆଜି ମନା କରିଛନ୍ତି। ଅନ୍ୟପକ୍ଷରେ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ଦ୍ବାରା ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଥିବା ଦର୍ଶାଇ ଦାୟର ଦୁଇ ମାମଲାର!-->!-->!-->…
ଜମୁଛି ଖଣ୍ଡଗିରି ମେଳା
ଉପରେ ଭଜନ-କୀର୍ତ୍ତନ ତଳେ ମନୋରଞ୍ଜନ
ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳାରେ ଜନଗହଳି ବଢ଼ିବାରେ ଲାଗିଛି। ଏବେ ପାହାଡ଼ ଉପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଦିନବେଳା ହୋମଯଜ୍ଞ ଚାଲୁଥିବା ବେଳେ ସଞ୍ଜ ହେଲେ ଭଜନ କୀର୍ତ୍ତନରେ ପରିବେଶ ପ୍ରକମ୍ପିତ ହେଉଛି।
ଭୁବନେଶ୍ୱର!-->!-->!-->!-->!-->…
କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି।
କଟକ/ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) :!-->!-->!-->…
ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ
ରାଜନୀତି ଓ ବିକାଶ ଦୁଇଟି ପ୍ରସଙ୍ଗକୁ ଅଲଗା ରଖିବାକୁ ପଡ଼ିବ। ଫାଇଭ୍-ଟି ନାଁରେ ସଂପୂର୍ଣ୍ଣ ଭାବେ ଭୋଟ୍ ବ୍ୟାଙ୍କ ତିଆରି କରିବାକୁ ପୂର୍ବ ୨୪ ବର୍ଷର ସରକାର ଷଡ଼ଯନ୍ତ୍ର କରିଥିଲେ। ଏହା ଜରିଆରେ ବିକାଶ ନ କରି ହୀନମଣ୍ୟତାର ପ୍ରଦର୍ଶନ କରିଥିଲେ।
ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) :!-->!-->!-->…