Sign in
Sign in
Recover your password.
A password will be e-mailed to you.
Browsing Category
ମନୋରଞ୍ଜନ
ପ୍ରବାସୀଙ୍କ ପ୍ରସ୍ତାବକୁ ଗୁରୁତ୍ଵ ଦେବା ପାଇଁ ଲୋକଙ୍କ ସରକାର ପ୍ରତିବଦ୍ଧ: ମୋହନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ କହିଛନ୍ତି, ପ୍ରବାସୀ ଓଡ଼ିଆଙ୍କ ସହ ସ୍ଵତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ଯୋଗଦେଇଛି। ବହୁ ଦୂରରୁ ଆସି ଏଭଳି ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ସମସ୍ତ ପ୍ରବାସୀ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ଧନ୍ୟବାଦ ଜଣାଉଛି।
ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) :!-->!-->!-->…
ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଏହି ଗସ୍ତ ଶେଷ ହେଲା ପରେ ସେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ ମହାମହିମ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ଦିବସରେ ଯୋଗଦେଇ ୨୭ ଜଣ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିଥିଲେ।
bijay!-->!-->!-->…
ସାଧାରଣ ଲୋକ ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସର ଗ୍ୟାଲେରି: ଉପମୁଖ୍ୟମନ୍ତ୍ରୀ
ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ବହୁ ଉଚ୍ଚକୋଟୀର ଗ୍ୟାରେରି ନିର୍ମାଣ କରାଯାଇଛି। ଏଠାରେ ଓଡ଼ିଶାର ସଂସ୍କୃତି ଉପରେ ଆଧାରିକ ଗ୍ୟାଲେରି ଖୋଲା ଯାଇଥିବାରୁ ସାଧାରଣ ଦର୍ଶକ ବୁଲିଆସିପାରିବେ।
ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ତିନି ଦିବସୀୟ ଅଷ୍ଟାଦଶ!-->!-->!-->…
ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ: ଜୟଶଙ୍କର
ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଯୋଗଦେଇ କହିଛନ୍ତି,ପ୍ରତି ୨ବର୍ଷରେ ଥରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜିତ ହେଉଛି । ଏହା କେବଳ ଏକ ସମ୍ମିଳନୀ ନୁହେଁ
ଭୁବନେଶ୍ୱର ୦୯-୦୧-୨୦୨୫!-->!-->!-->…
ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ
ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ।
ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା!-->!-->!-->…
ମାଗଣାରେ ପର୍ଯ୍ୟଟକ ବୁଲିବେ ସୂର୍ଯ୍ୟ ମନ୍ଦିର
ସୂର୍ଯ୍ୟ ମନ୍ଦିର ପରିଦର୍ଶନ ନିମନ୍ତେ ପର୍ଯ୍ୟଟକ ଓ ଜନସାଧାରଣମାନଙ୍କ ନିମନ୍ତେ ଏଏସଆଇ ପକ୍ଷରୁ ନିର୍ଦ୍ଧାରିତ ଫି ଦେଇ ପର୍ଯ୍ୟଟକମାନେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥାନ୍ତି। ଶାମ୍ବଦଶମୀ ଅବସରରେ ପ୍ରବେଶ ଶୁଲ୍କ ଲାଗୁ ହେବ ନାହିଁ।
କୋଣାର୍କ/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ରାତି!-->!-->!-->…
ଚିଲିକାରେ ହେବ ପକ୍ଷୀ ମ୍ୟୁଜିୟମ୍:ଉପମୁଖ୍ୟମନ୍ତ୍ରୀ
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଚିଲିକାର ସ୍ୱତନ୍ତ୍ର ସ୍ଥାନ ରହିଛି। ଭୌଗୋଳିକ ଅବସ୍ଥିତି ତଥା ଅନୁକୂଳ ପରିବେଶ ପାଇଁ କେଉଁ କାଳରୁ ଚିଲିକା ଏକ ପକ୍ଷୀ ତୀର୍ଥ ପାଲଟିଛି। ଦକ୍ଷିଣ ଆଫ୍ରିକାର ଭିକ୍ଟୋରିଆ ହ୍ରଦ ପରେ ଚିଲିକା ବିଶ୍ୱର ଦ୍ୱିତୀୟ ବୃହତ୍ତମ ପକ୍ଷୀ ହ୍ରଦ ଭାବରେ ସାରା ବିଶ୍ୱରେ!-->…
କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ଆଜି ସକାଳେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
!-->!-->!-->…
ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ
ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନେ ପହଞ୍ଚିବା ଆରମ୍ଭ କଲେଣି। ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବି ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :!-->!-->!-->…
୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ!-->!-->!-->…