Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
୧.୩୪ ଲକ୍ଷ କୋଟିରେ ପହଞ୍ଚିଲା ଓଡ଼ିଶାର ମୋଟ ଋଣ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଦି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏହି ବଜେଟର ଆକାର ୨୦୨୪-୨୫ ବଜେଟର ଆକାର ତୁଳନାରେ ପ୍ରାୟ ୯.୪ ପ୍ରତିଶତ ଅଧିକ ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ!-->!-->!-->…
ରାଜ୍ୟ ବଜେଟ୍ : କୃଷି ପାଇଁ ୩୭,୮୩୮ କୋଟିର ବ୍ୟୟ ବରାଦ
ସୋମବାର ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟରେ କୃଷି କ୍ଷେତ୍ର ପାଇଁ ୨୦୨୫-୨୬ ବଜେଟରେ ମୋଟ ୩୭,୮୩୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହାକି ଚଳିତ ଆର୍ଥିକ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ!-->!-->!-->…
ଜେଲ୍ କର୍ତ୍ତୃପକ୍ଷଙ୍କୁ ସ୍ପାଇଡର୍ ଡର
ସେଲ୍ରେ କଡ଼ା ପହରା, ପାଚେରି ଚଢ଼ି ଜେଲ୍ରୁ ଚମ୍ପଟ ମାରିପାରେ
ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରି ଗିରଫ ହୋଇଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସ୍ପାଇଡର୍ ସତୀଶ ପାଇଁ ଝାରପଡ଼ା ଜେଲ୍ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢ଼ିଛି। ତା’ ନାଁରେ ପାଚେରି ଚଢ଼ି ଜେଲ୍ରୁ!-->!-->!-->…
ନିଆଁ ଆୟତ୍ତ ପାଇଁ କେତେ ପ୍ରସ୍ତୁତ ବନବିଭାଗ ?
ଆସୁଛି ଗ୍ରୀଷ୍ମଋତୁ: ଏହି ବନଖଣ୍ଡରେ ଜଣେ ବନପାଳ, ୨୨ ବନରକ୍ଷୀ ପଦବି ଖାଲି
ବର୍ତ୍ତମାନ ସୁଦ୍ଧା ଜଙ୍ଗଲ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ପ୍ରତିରୋଧ ସହାୟକ ବା ପିଏମାନଙ୍କୁ ଜାନୁଆରି ମାସର ପ୍ରାପ୍ୟ ମିଳିନି। ଦୈନିକ ସର୍ବନିମ୍ନ ୪୫୨ ଟଙ୍କା ମଜୁରୀରେ ନିୟୋଜିତ ହୋଇଥିଲେ ସୁଦ୍ଧା ଠିକ ସମୟରେ!-->!-->!-->…
୨୪ ବର୍ଷରେ ଯାହା ହୋଇପାରି ନଥିଲା, ୮ ମାସରେ ତାହା ହୋଇପାରିଛି: ମୁଖ୍ୟମନ୍ତ୍ରୀ
ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ପ୍ରସ୍ତାବର ଆଲୋଚନା କରିଛନ୍ତି। ଗତ ୧୩ ତାରିଖ ଦିନ ଚଳିତ ବର୍ଷ ପାଇଁ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ଏହି ପବିତ୍ର ଗୃହରେ ଉପସ୍ଥାପନ କରିଥିଲେ।
ଭୁବନେଶ୍ୱର!-->!-->!-->!-->!-->…
“ଲକ୍ଷପତି ଦିଦି ଯୋଜନା” ଘୋଷଣା
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫ୍
ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ରାଜ୍ୟର ମହିଳାଙ୍କର ଆର୍ଥିକ ଅଭିବୃଦ୍ଧି କରାଇବା ଲକ୍ଷ୍ୟ ନେଇ “ଲକ୍ଷପତି ଦିଦି ଯୋଜନା” କାର୍ଯ୍ୟକାରୀ ନିମନ୍ତେ ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ!-->!-->!-->…
୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ
ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ!-->…
ପୂର୍ବ ଭାରତର ପ୍ରଥମ ଅସ୍ଥି ବ୍ୟାଙ୍କରେ ଅଚଳାବସ୍ଥା
କିଣାଯାଇ ପାରୁନି ସାଢ଼େ ୮ଲକ୍ଷ ଟଙ୍କାର ଫ୍ରିଜ୍
କଟକ ୧୫-୦୨-୨୦୨୫(ପିପିଏସ ) : ପୂର୍ବ ଭାରତର ପ୍ରଥମ ଅସ୍ଥି ବ୍ୟାଙ୍କ ପ୍ରତିଷ୍ଠା କରି ରାଜ୍ୟ ଚିକିତ୍ସା ବିଜ୍ଞାନରେ ନୂଆ ଇତିହାସ ସୃଷ୍ଟି କରିଛି ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ। ଅସ୍ଥିଶଲ୍ୟ ବିଭାଗ!-->!-->!-->…
ବନ୍ଦ ଡାକରା ଦେଲା ନକ୍ସଲ ସଂଗଠନ
ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି।
ମାଲକାନଗିରି/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ!-->!-->!-->…
ପିଇଓଙ୍କ ଠାରୁ ୮.୫୯ ଲକ୍ଷ ଲୁଟ
କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି।
କୋରାପୁଟ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କୋରାପୁଟ!-->!-->!-->…