Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
କେରଳ ଉତ୍ସବରେ ହାତୀ ମାତିଲେ: ୩ ଜଣଙ୍କ ମୃତ୍ୟୁ, ୩୬ ଆହତ
କେରଳର କୋଝିକୋଡ଼ ଜିଲ୍ଲାରେ ଏକ ଉତ୍ସବ ସମୟରେ ହାତୀ ଆତଙ୍କ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। କୁରୁଭଙ୍ଗଡ଼ର ମନାକୁଲାଙ୍ଗରା ଭଗବତୀ ମନ୍ଦିରରେ ବାର୍ଷିକ ଉତ୍ସବର ପଞ୍ଚମ ତଥା ଶେଷ ଦିନରେ ଏହି ଘଟଣା ଘଟିଛି।
କୋଝିକୋଡ଼/ଭୁବନେଶ୍ୱର!-->!-->!-->…
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ…
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା ।
ଭୁବନେଶ୍ୱର!-->!-->!-->…
ବନ୍ଦ ଘରୁ ୩ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ସଦର ଥାନା ଅନ୍ତର୍ଗତ ଖମାର ଗାଁରେ ଆଜି ଅପରାହ୍ଣରେ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନଙ୍କ ଭିତରେ ବାପା, ଝିଅ ଓ ନାତି ଅଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ସେମାନଙ୍କର ପରିଚୟ ମିଳିପାରି ନାହିଁ।
ଢେଙ୍କାନାଳ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) :!-->!-->!-->!-->!-->…
୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ସୂଚନା ଦେଲେ ସରକାର
ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ।
!-->!-->…
ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ
ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ
ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ!-->!-->!-->…
କଟକରେ ସର୍ବାଧିକ ୧୦୬୦ ଭିକାରି
ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ!-->!-->!-->…
ଗୃହରେ ଶିକ୍ଷାବ୍ୟବସ୍ଥାକୁ ନେଇ ବାଲିଗୁଡ଼ା ବିଧାୟକଙ୍କ ପ୍ରଶ୍ନ
ରାଜ୍ୟରେ ୮ମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ?
ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ଶୁକ୍ରବାର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ ରହିଛି, ସେନେଇ ଜାଣିବାକୁ ଚାହିଁଛନ୍ତି। ଅସର!-->!-->!-->…
ଏମ୍ସ ଭୁବନେଶ୍ୱରରେ ଭାରତରେ ପ୍ରଥମ ଏଚ୍ପିବି ରେଡିଓଲୋଜି ପାଠ୍ୟକ୍ରମ
ଭାରତର ପ୍ରଥମ ହେପାଟୋ-ପାନକ୍ରିଏଟୋ-ବିଲିଆରି (ଏଚପିବି) ରେଡିଓଲୋଜି ପାଠ୍ୟକ୍ରମକୁ ସଫଳତାର ସହିତ ଆୟୋଜନ କରି ଏମ୍ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ, ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି।
ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଭାରତର ପ୍ରଥମ!-->!-->!-->…
ଖଣ୍ଡଗିରି କୁମ୍ଭମେଳାର ପୂର୍ଣ୍ଣାହୁତି
ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହକତ୍ୱରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଖଣ୍ଡଗିରି ବିଶ୍ୱପ୍ରସିଦ୍ଧ କୁମ୍ଭମେଳା ଯୋଗଯଜ୍ଞର ପୂର୍ଣ୍ଣାହୁତି ଓ ସାଧୁସନ୍ଥ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବିଶ୍ୱ ସନାତନ!-->!-->!-->…
କନ୍ଧମାଳରେ ଲଜ୍ଜା: ସପ୍ତମ ଶ୍ରେଣୀର ଛାତ୍ରୀ ଗର୍ଭବତୀ
ଶିକ୍ଷା ଦୀକ୍ଷାର ଅଭାବ ନା ଅମାନୁଷିକତା
କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ ବ୍ୟକ୍ତିଙ୍କର ଜାଲରେ ଫସିଯାଇ କମ୍ ବୟସର ଝିଅମାନେ ଏହି ଅଭାବନୀୟ ପରିସ୍ଥିତିର ସାମ୍ନା!-->!-->!-->…