Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ
ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ।
ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ!-->!-->!-->…
ଭିମସାର କର୍କଟ ୱାର୍ଡରେ ବିଦ୍ୟୁତ ବିଭ୍ରାଟ
ମୋବାଇଲ ଆଲୁଅରେ କେମୋ ଥେରାପି
ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପ୍ରାକ୍ ସୂଚନା ନଦେଇ ବିଦ୍ୟତୁ କାଟ କରାଯାଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି!-->!-->!-->…
ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର ବିକ୍ଷୋଭ
କଟକ,୧୩-୦୨-୨୦୨୫(ପିପିଏସ) : ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚ ପକ୍ଷରୁ ବାଦାମବାଡି ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍ ସମ୍ମଖରେ ବିକ୍ଷୋଭ କରାଯାଇଛି। ଶତାଧିକ ଉପଭୋକ୍ତା ଏକ ଶୋଭାଯାତ୍ରାରେ ଆସି ବିକ୍ଷୋଭ ପଦର୍ଶନ କରିଥିଲେ। ଏହି ଗଣ ବିକ୍ଷୋଭରେ ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର!-->…
ବନ୍ଧାହେଲେ ବିଦ୍ୟାଧର
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାଯାଇଛି।!-->…
‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’
ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ବିଶ୍ୱାସ, ସାହସ ଏବଂ କରୁଣା ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରି, ମାନ୍ୟବର ରାଜ୍ୟପାଳ ସେମାନଙ୍କୁ ମହତ୍ୱାକାଂକ୍ଷୀ ପ୍ରକଳ୍ପଗୁଡ଼ିକୁ ଅନୁସରଣ କରିବାକୁ ଏବଂ 'ବିକ୍ଷିତ ଭାରତ' ଏବଂ 'ଏକ ଭାରତ ଶ୍ରେଷ୍ଠ ଭାରତ' ଦୃଷ୍ଟିକୋଣରେ ଯୋଗଦାନ ଦେବାକୁ ଉତ୍ସାହିତ!-->…
ବିଧାନସଭା ପେପରଲେସ୍: ଲାଗିଲା ଟ୍ୟାବ୍
ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି
ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି।!-->!-->!-->…
ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ
ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି
କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ!-->!-->!-->…
ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ
ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ!-->!-->!-->…
ଉପକୂଳ ରାଜପଥରେ ମିଳିବ ଅତ୍ୟାଧୁନିକ ସୁବିଧା: କିଲୋମିଟର ହିସାବରେ ଟୋଲ୍ କଟିବ
ବହୁପ୍ରତିକ୍ଷୀତ ଉପକୂଳ ରାଜପଥ ନିର୍ମାଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବଡ଼ପୋଖରିଆ-ଦୀଘା ପର୍ଯ୍ୟନ୍ତ ହେବାକୁ ଥିବା ଏହି ରାଜପଥ ପ୍ରଥମ ପର୍ଯ୍ୟାୟରେ ୧୬୩ କିଲୋମିଟର ପାଇଁ ଟେଣ୍ଡର ଆହ୍ବାନ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚ୍ଏଆଇ)।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) :!-->!-->!-->…
‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ଯୋଜନା ଲାଗୁ ହେବ।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->!-->!-->…