Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
ପୁରୀ ବିଚ୍ ମାରାଥନ୍: ଭାଗନେଲେ ୫ଶହ କ୍ରୀଡ଼ାବିତ୍
ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍ ଆଡ୍ଭେଞ୍ଚର୍ କ୍ଲବ୍ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍ ମାରାଥନ୍’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିଥିବା
!-->!-->!-->…
ସାନ ଘାଗରାରେ ଟ୍ରି ବ୍ରିଜ୍ ୱାକ୍ ଓ ଟି ପାର୍ଟି ଅନ୍ ଟ୍ରି
BIJAY KUMAR PANDA
ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ ରହିଛି।
କେନ୍ଦୁଝର/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : !-->!-->!-->!-->!-->…
ନିର୍ମାଣାଧୀନ ଡ୍ରେନ୍ରେ ଚାପି ହୋଇଗଲେ ୩ ଶ୍ରମିକ: ଜଣେ ମୃତ, ୨ ଗୁରୁତର
ରାଜ୍ୟରେ ମୁକୁଳା ଡ୍ରେନ୍ ଓ ନିର୍ମାଣାଧୀନ ଡ୍ରେନ୍ ଯୋଗୁଁ ଅନେକଙ୍କ ଜୀବନ ଯାଉଛି। ପ୍ରତିକାର ପାଇଁ ସରକାର ଓ ପ୍ରଶାସନର ତତ୍ପରତା ପ୍ରକାଶ ପାଉନାହିଁ। ବାରମ୍ବାର ଅଘଟଣ ଘଟୁଥିଲେ ମଧ୍ୟ ପ୍ରଶାସନର ନିଦ ଖୋଲୁନାହିଁ।
କଟକ,୦୮-୧୨-୨୦୨୪(ପିପିଏସ) : ଐତିହାସିକ କଟକ ସହରର ବିନାନାସୀ!-->!-->!-->…
ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ରାଷ୍ଟ୍ରପତି: ‘ଅଧିକ ଗବେଷଣା ପ୍ରାଚୀନ ଆୟୁର୍ବେଦ ପ୍ରତି ଆସ୍ଥା…
ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, କିନ୍ତୁ ତାଙ୍କ ଉତ୍ତମ ବ୍ୟବହାର ଓ ମଧୁର ବଚନରେ ରୋଗୀ ଅନେକାଂଶରେ
ପୁରୀ/ଭୁବନେଶ୍ୱର ୦୫-୧୨-୨୦୨୪!-->!-->!-->…
କଟକରେ ମଶାଙ୍କ ବ୍ୟାପକ ବଂଶବୃଦ୍ଧି ପାଇଁ ବିଜେପି ଯୁବ ମୋର୍ଚ୍ଚାର କମିଶନରଙ୍କୁ ସ୍ମାରକପତ୍ର
କଟକ,୦୪-୧୨-୨୦୨୪(ପିପିଏସ ) : କଟକ ସହରରେ ଏବେ ମଶାଙ୍କ ଉପଦ୍ରବ ଏତେ ମାତ୍ରରେ ବଢିଯାଇଛି ଯେ ଆପଣ ସଖାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମଶାଙ୍କ ଠାରୁ ନିସ୍ତାର ପାଇବେ ନାହଁ ଦିନ ଦ୍ବୀପହରେ ବିନା ମସାରୀ ଟାଙ୍ଗି ଲୋକେ ଘରେ ମଧ୍ୟ ସୋଇପାରୁନାହାନ୍ତି । ଆପଣ ରାଜ ରାସ୍ତାରେ ସନ୍ଧ୍ୟା ବେଳେ କୌଣସି!-->…
ଏସ୍ସିବିରେ ସଫଳ ଅସ୍ତ୍ରୋପଚାର ୧୨ଘଣ୍ଟା ପରେ ମୁଣ୍ଡରୁ ବାହାରିଲା କୁରାଢ଼ି
କନ୍ଧମାଳରୁ କଟକ ବଡ଼ଡାକ୍ତରଖାନା। ୧୨ଘଣ୍ଟା ଯନ୍ତ୍ରଣାରେ ଛଟପଟ ହୋଇଥିଲେ ବିବେକ କହଁର। ଏସ୍ସିବି ଟ୍ରମା ୟୁନିଟ୍ରେ ୪ଘଣ୍ଟାର ସଫଳ ଅସ୍ତ୍ରୋପଚାର ପରେ ତାଙ୍କ ମୁଣ୍ଡରୁ କୁରାଢ଼ିକୁ ବାହାର କରାଯାଇଛି।
କଟକ୦୧-୧୨-୨୦୨୪ (ପିପିଏସ ) : କନ୍ଧମାଳରୁ କଟକ ବଡ଼ଡାକ୍ତରଖାନା। ୧୨ଘଣ୍ଟା!-->!-->!-->…
ଶିକ୍ଷକ ନିଯୁକ୍ତି ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ
ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି।
ଭୁବନେଶ୍ୱର ୨୬-୧୧-୨୦୨୪!-->!-->!-->…
ରାଜଧାନୀରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ର: ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଜାତୀୟ ସମ୍ବିଧାନ ଦିବସ ଅବସରରେ ଆଜି ରାଜଧାନୀରେ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ!-->…
ନିୟମ ଉଲ୍ଲଂଘନ ମହଙ୍ଗା ପଡ଼ିଲା: ସିଲ୍ ହେଲା ବାର୍
ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜଧାନୀ ଭୁବନେଶ୍ବରରେ ଅନେକଗୁଡ଼ିଏ ବାର୍ ନିର୍ଦ୍ଧାରିତ ସମୟ ପରେ ମଧ୍ୟ ପରିଚାଳିତ ହେଉଥିବା ଅଭିଯୋଗ ହେଉଛି। ପ୍ରଶାସନ ପକ୍ଷରୁ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ତଥାପି କିଛି ମାଲିକ ସରକାରୀ ଗାଇଡ଼ଡଲାଇନ୍କୁ ଅଣଦେଖା କରୁଥିବା!-->…
ଟାଟରାଇ ଗାଁର ଦୁଃଖ: ୩ କିମି ଦୂରରେ ରହିଛି ସ୍କୁଲ, ଅଙ୍ଗନବାଡ଼ି
ମାଲକାନଗିରି/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାର ବହୁ ଗ୍ରାମ ଆଜି ବି ଅବହେଳିତ ହୋଇ ରହିଛି। ଗୋଟିଏ ପଟେ ନକ୍ସଲ ଗାଁଗୁଡିକର ବିକାଶ ହେବାକୁ ଦେଇନଥିବା ବେଳେ ଅନ୍ୟ ପଟେ ପ୍ରଶାସନ ଏବଂ ସରକାର ଗାଁରେ ମୌଳିକ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛି।ନକ୍ସଲ ଜିଲ୍ଲାକୁ ୨୦!-->…