Browsing Category

ଜୀବନଚର୍ଯ୍ୟା

ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ

ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ

ରାଜଧାନୀରେ କୁହୁଡିର କର୍ଫ୍ୟୁ !

କଲବଲ କଲା କୁହୁଡି ରାଜଧାନୀରେ ଦିଶିଲାନି ରାସ୍ତାଘାଟ ଗାଡି ଚଳାଚଳ ବାଧାପ୍ରାପ୍ତ ସାଙ୍ଘାତିକ କୁହୁଡି ପାଇଁ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : କଲବଲ କଲା କୁହୁଡି । ରାଜଧାନୀରେ ସକାଳୁ ସକାଳୁ କୁହୁଡିର କର୍ଫ୍ୟୁ ଦେଖିବାକୁ ମିଳିଛି

ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫

‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ରେ ସମ୍ବୋଧିକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦ୍‌ଘାଟନ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ପୂର୍ବ ତୁଳନାରେ ୬ ଗୁଣା ଅଧିକ ଶିଳ୍ପପତି ସାମିଲ

ଗାନ୍ଧୀମାର୍ଗରେ ଉଡିଲା ତ୍ରିରଙ୍ଗା : ପତାକା ଉତ୍ତୋଳନ କଲେ ରାଜ୍ୟପାଳ,

ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଭୁବନେଶ୍ଵରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି ଅବସରରେ ରାଜଧାନୀର ଗାନ୍ଧୀ ମାର୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହିତ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ

ଆଉ ୪ ଦିନ ‘ଇ-କେୱାଇସି’ ଅପଡେଟ୍ : ଯୋଗାଣ ମନ୍ତ୍ରୀ

ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଆଉ ୪ ଦିନ ପରେ

କଳା, ସାହିତ୍ୟ ଓ ଚିକିତ୍ସା କ୍ଷେତ୍ରରେ ଅବଦାନ ପାଇଁ  ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’

ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ସରକାର ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ।

ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ….

ସ୍ବତନ୍ତ୍ର ସ୍ଥାୟୀ ଆର୍ଥିକ ବ୍ୟବସ୍ଥା କରିବା ପାଇଁ ଦାବି କୋଣାର୍କ/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଭାରତ ବର୍ଷର ପ୍ରାଚୀନ ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରତୀକ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ ନିମନ୍ତେ ଉତ୍ତର ପ୍ରଦେଶର ପ୍ରସିଦ୍ଧ କୁମ୍ଭ ମେଳା ଓ

ନାଗା ସାଧ୍ବୀ ହୋଇଗଲେ ମମତା କୁଲକର୍ଣ୍ଣି

ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣି ଏବେ ପୁରୁଣା ଜୀବନକୁ ତ୍ୟାଗ କରି ନାଗା ସାଧ୍ବୀ ହୋଇଛନ୍ତି ଓ ମହାମଣ୍ଡଳେଶ୍ୱର ଉପାଧି ଗ୍ରହଣ କରିଛନ୍ତି । ସେ ସଙ୍ଗମରେ ନିଜର ପିଣ୍ଡଦାନ କରି ସନ୍ୟାସ ଗ୍ରହଣ କରିଥିଲେ ଓ ନୂଆ ନାମ ଶ୍ରୀ ୟାମି ମମତାନନ୍ଦ ଗିରି ଗ୍ରହଣ କରିଥିଲେ ।

୧୮ଟି ଜିଲ୍ଲାକୁ କୁହୁଡି ଚେତାବନୀ

ନିଖୋଜ ହୋଇଯାଇଛି ‘ମାଘ’ ମାସର ବାଘ ଭଳି ଶୀତ-ଜାଡ଼ ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ମାଘ ମାସର ବାଘ ଭଳି ଶୀତ ଓ ଜାଡ଼ ଆଉ ନାହିଁ। ମୟୂରଂଭଜ, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଏବେ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ

ଝାଡ଼ାବାନ୍ତିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ

ଖାତିଗୁଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଝାଡାବାନ୍ତି ବ୍ୟାପିଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ୯ ଜଣ ଛାତ୍ରଛାତ୍ରୀଙ୍କୁ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା କରାଯାଇଛି। ତେନ୍ତୁଳିଖୁଣ୍ଟି/ଭୁବନେଶ୍ୱର