Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
କଟକରେ ବନ୍ଦ ହେବ ୨ ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍: ହାଇକୋର୍ଟ
କଟକରେ ୨ ଟି ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍ ବନ୍ଦ ହେବ। ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେଲେଙ୍ଗା ବଜାର ଓ ସତୀଚୌରା ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ ଜାରି ହୋଇଛି
କଟକ ୧୬-୦୧-୨୦୨୫(ପିପିଏସ) : କଟକରେ ୨ ଟି ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍ ବନ୍ଦ ହେବ।!-->!-->!-->…
ଜାନୁଆରି ୧୨ ପର୍ଯ୍ୟନ୍ତ ଜାରି ରହିବ ବାର୍ଷିକ ପୁଷ୍ପ ପଦର୍ଶନୀ: ମନ୍ତ୍ରୀ
ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଓ ପ୍ଲାଣ୍ଟ ଲଭର୍ସ ଆସୋସିଏସନ ମିଳିତ ସହଯୋଗରେ ଆୟୋଜିତ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ କେଉଁଠି ଗୋଲାପ ଶୋଭା ପାଉଛି, ତ ଆଉ କେଉଁଠି ଡାଲିଆ। ସେବତୀ, ଗେଣ୍ଡୁ, ଜିନିଆ, ଆଷ୍ଟର
ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ରାଜଧାନୀ ଭୁବନେଶ୍ୱରର ଏକାମ୍ର!-->!-->!-->…
ମାଗଣାରେ ପର୍ଯ୍ୟଟକ ବୁଲିବେ ସୂର୍ଯ୍ୟ ମନ୍ଦିର
ସୂର୍ଯ୍ୟ ମନ୍ଦିର ପରିଦର୍ଶନ ନିମନ୍ତେ ପର୍ଯ୍ୟଟକ ଓ ଜନସାଧାରଣମାନଙ୍କ ନିମନ୍ତେ ଏଏସଆଇ ପକ୍ଷରୁ ନିର୍ଦ୍ଧାରିତ ଫି ଦେଇ ପର୍ଯ୍ୟଟକମାନେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥାନ୍ତି। ଶାମ୍ବଦଶମୀ ଅବସରରେ ପ୍ରବେଶ ଶୁଲ୍କ ଲାଗୁ ହେବ ନାହିଁ।
କୋଣାର୍କ/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ରାତି!-->!-->!-->…
ଏଚ୍ଏମ୍ପିଭିର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି: ସ୍ବାସ୍ଥ୍ୟମନ୍ତ୍ରୀ
ଦେଶରେ ଏଚ୍ଏମ୍ପିଭି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏଯାଏ କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ନାହିଁ। ଏଣୁ ଏହାକୁ ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :!-->!-->!-->…
ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ‘ସୁରକ୍ଷିତ... ଘରକୁ ଫେରନ୍ତୁ’ ସ୍ଲୋଗାନ ଦେଇଛନ୍ତି।
ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ସୁରକ୍ଷିତ ଘରକୁ!-->!-->!-->…
୮୦ ବର୍ଷରୁ ବୟସ ଅଧିକ ହୋଇଥିଲେ ବାର୍ଦ୍ଧକ୍ୟ ଭତ୍ତା ମିଳିବ ୩୫୦୦ ଟଙ୍କା
ରାଜ୍ୟ ସରକାର ପୁଣି ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟର ୮୦ ବର୍ଷ କିମ୍ବା ତାଠାରୁ ଅଧିକ ବୟସ୍କ ବୃଦ୍ଧ ଓ ବୃଦ୍ଧାଙ୍କୁ ମାସିକ ୩୫୦୦ ଟଙ୍କା ଭତ୍ତା ଦେବେ।
ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ରାଜ୍ୟ ସରକାର ପୁଣି ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ!-->!-->!-->…
କଲବଲ କରିବ ଶୀତ
ରାଜ୍ୟରେ ଶୀତଲହରୀ ଜାରି: ଦୁଇ ଦିନ ପରେ ପାରା ୩ଡିଗ୍ରି କମିବା ସମ୍ଭାବନା
ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଗତ କିଛି ଦିନ ହେଲା ପୂରା ଦେଶରେ ଶୀତର ପ୍ରଭାବ ଅନୁଭୂତ ହୋଇଛି। ଏଥିରୁ ଓଡ଼ିଶା ମଧ୍ୟ ବାଦ୍ ପଡ଼ିନାହିଁ। ସଂଜ ନଇଁଲେ ଶୀତ ବାଘ ଭଳି ମାଡ଼ିବସୁଛି। ବରିଷ୍ଠ ନାଗରିକ ଓ!-->!-->!-->…
ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ!-->…
ମଧ୍ୟରାତ୍ରୀରେ ଶିମିଳିପାଳ ପହଞ୍ଚିବ ବାଘୁଣୀ ‘ଜୀନତ୍’
ବାରିପଦା/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ପରେ ବାଘୁଣୀ ଜୀନତ ଓଡ଼ିଶାମୁହାଁ ହୋଇଛି। ସେଠାରେ ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ଶିମିଳିପାଳ ଅଣାଯାଉଛି। ବନ ବିଭାଗ ପକ୍ଷରୁ!-->…
ବଣ୍ଡାଘାଟିରେ ‘ପଟ୍ଟା ପରବ‘ ପାଳିତ
ଖଇରପୁଟ ବ୍ଲକର ବଣ୍ଡାଘାଟିରେ ସ୍ଥାନୀୟ ବଣ୍ଡା ସଂପ୍ରଦାୟର ଲୋକେ ଜଂଗଲ ଜମି ପଟ୍ଟା ପାଇଥିବାରୁ ସେମାନଙ୍କର ଖୁସି କହିଲେ ନସରେ। ଗତ କିଛି ଦିନ ତଳେ ବଣ୍ଡାଘାଟିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରି ବସୁନ୍ଧରା, ଗୋଷ୍ଠୀଗତ ଏବଂ ବ୍ୟକ୍ତିଗତ ପଟ୍ଟା ପ୍ରଦାନ କରିଥିଲେ।
!-->!-->!-->…