Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
ଡିସେମ୍ବର ୩୧, ଜାନୁଆରି ୧ରେ କେବଳ ସିଂହଦ୍ବାର ଦେଇ ଭକ୍ତଙ୍କ ପ୍ରବେଶକୁ ଅନୁମତି
ପୁରୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦୁଇ ଦିନ ପରେ କ୍ୟାଲେଣ୍ଡର ବର୍ଷ-୨୦୨୪ ବିଦାୟ ନେବ। ନୂଆବର୍ଷ-୨୦୨୫ ଆସିବ। ନୂଆବର୍ଷ ପାଇଁ ଯୁବପିଢ଼ି ଉତ୍ସାହିତ ଦେଖାଯାଇଛନ୍ତି। ମନ୍ଦିର, ପର୍ଯ୍ୟଟନ ସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ, ପାର୍କ ଆଦି ସ୍ଥଳରେ ମଧ୍ୟ ପ୍ରସ୍ତୁତି କରାଯାଇଛି। ପୁରୀ!-->…
ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା!-->!-->!-->…
କମିସନରେଟ୍ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ!-->…
ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ପରଲୋକ।ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ସୂଚନା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଜି ଗୁରୁବାର ( ୨୬ ଅକ୍ଟୋବର)ରେ ଏହି ବରିଷ୍ଠ କଂଗ୍ରେସ ନେତାଙ୍କର!-->…
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ, ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁବାର ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ଘନିଷ୍ଠ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ!-->…
କେବେ ମିଳିବ ଶୁଦ୍ଧ ପାନୀୟ ଜଳ
:-ମେଗା ପାନୀୟ ଜଳ ପ୍ରକଳ୍ପରେ କେବେ ମିଳିବ ପାଣି ?
:-ପାଣି ପାଈଁ ଆଉଟୁ ପାଉଟୁ ୨ଟି ବ୍ଲକର ୧ଲକ୍ଷରୁ ଉର୍ଦ୍ଧ ଲୋକ
:-ନେତା ଙ୍କ ପ୍ରତିଶ୍ରୁତି କେବେ ହେବ ପୂରଣ ?
ଅସ୍ତରଙ୍ଗ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଲୁଣି ଓ ଖାରି ପାଣି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ପୁରୀ!-->!-->!-->!-->!-->!-->!-->…
ଭୁଶୁଡ଼ିବା ସ୍ଥିତିରେ ସେନ୍ସସ୍ କଲୋନି କ୍ବାର୍ଟର୍ସ
ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୪ନମ୍ବର ୱାର୍ଡ ଅନ୍ତର୍ଗତ ସେନ୍ସସ୍ କଲୋନିରେ ଥିବା କ୍ବାର୍ଟର୍ସଗୁଡ଼ିକ ରକ୍ଷାଣାବେକ୍ଷଣ ଅଭାବରୁ ଭୁଶୁଡ଼ିପଡ଼ିବା ସ୍ଥିତିରେ ରହିଛି। ଅଧିକାଂଶ ବାହାର କାନ୍ଥରେ ଗଛ ଉଠି ବଡ଼ବଡ଼ ଫାଟ ସୃଷ୍ଟି କରିଛି। ଫଳରେ ଏହା ଭିତରେ ରହୁଥିବା ଲୋକେ ଅତଙ୍କିତ!-->…
ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍ସିରେ ଏ ନେଇ ସ୍ବତନ୍ତ୍ର!-->…
ଆଉରଙ୍ଗଜେବଙ୍କ ପରିବାର ଲୋକ ଏବେ ରିକ୍ସା ଚଳାଉଛନ୍ତି: ଯୋଗୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଧାମର ଆଶ୍ରାଫି ଭବନ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସମାବେଶକୁ ସମ୍ବୋଧିତ କରି କହିଛନ୍ତି ଯେ ସନାତନ ଧର୍ମ!-->…
ଆହୁରି ମହଙ୍ଗା ହେବ ବିଜୁଳି
ଓଇଆର୍ସିକୁ ଗ୍ରିଡ୍କୋର ପ୍ରସ୍ତାବ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମାଡ଼ି ଆସୁଛି ମହଙ୍ଗା ଯୁଗ। ବିଜୁଳି ପାଇଁ ଗଣିବାକୁ ପଡ଼ିବ ଅଧିକ ଟଙ୍କା। ୨୦୨୫-୨୬ରେ ବିଦ୍ୟୁତ୍ ପାଇକାରୀ ମୂଲ୍ୟ ୟୁନିଟ୍ ପିଛା ୫୪ ପଇସା ବୃଦ୍ଧି ପାଇ ୩ ଟଙ୍କା ୮୨ ପଇସା ହେବାର ଆଶଙ୍କା ଦେଖାଦେଇଛି।!-->!-->!-->…