Browsing Category

ଜୀବନଚର୍ଯ୍ୟା

ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା

ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ‌‌ରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି।

ଏସ୍‌ସିବିରେ ରୋଗୀଙ୍କ ଜୀବନ ସହ ଖେଳ ୬ରୁ ୪ ‌ଷ୍ଟେରିଲାଇଜେସନ୍‌ ମେସିନ୍‌ ଅଚଳ

କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ ଷ୍ଟେରିଲାଇଜ୍ କରାଯାଉଛି। କଟକ,୨୪-୧୧-୨୦୨୪

ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ସେ କହିଛନ୍ତି, ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ

‘ଓଡ଼ିଶାର ଇତିହାସରେ ହରେକୃଷ୍ଣ ମହତାବଙ୍କ କୃତିତ୍ଵ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ’

ସ୍ଵାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ, ସାହିତ୍ୟିକ, କୂଟନୀତିଜ୍ଞ, ଐତିହାସିକ ଏବଂ ଲୋକପ୍ରିୟ ଜନନେତା ଥିଲେ ଡ଼ଃ ହରେକୃଷ୍ଣ ମହତାବ। ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ଵକର୍ମା ଭାବେ ସେ ସ୍ଵତନ୍ତ୍ର ପରିଚୟର ଅଧିକାରୀ ମଧ୍ୟ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏହା କହିଛନ୍ତି।

ଦୁର୍ଗମ ଅଞ୍ଚଳରେ ବିକାଶ ଅପହଞ୍ଚ !

ଯାତାୟତ ପାଇଁ ବିଦ୍ୟୁତ୍‌ ଖୁଣ୍ଟରେ ନିର୍ମିତ ପୋଲ ଭରସା ୨୦୩୬ ମସିହାରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଗଠନକୁ ୧୦୦ ବ‌ର୍ଷ ପୂରିବ। ରାଜ୍ୟ ସରକାର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ଜାରି ରଖିଥିବା ବେଳେ ଦୁର୍ଗମ ଓ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ଗମନାଗମନର ବ୍ୟାପକ ଅସୁବିଧା

ଦୁର୍ଗମ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଦୋଳାରେ ୮ କିମି ବୁହା ହେଲେ ମହିଳା

ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍‌ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ ଏହାର ଜ୍ବଳନ୍ତ ଉଦାହରଣ ପାତ୍ରପୁର/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରାଜ୍ୟରେ

୩୫ତମ କୋଣାର୍କ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ।

୧୪ତମ ଆନ୍ତର୍ଜାତିକ ବାଲୁକା କଳାରେ ଯୋଗ ଦେବେ ୭ବିଦେଶୀ କଳାକାର। କୋଣାର୍କ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଓଡିଶା କଳା, ସଂସ୍କୃତି, ପରମ୍ପରା  ଓ ପର୍ଯ୍ୟଟନର ବିକାଶ ପାଇଁ ଓଡିଶା ସରକାରଙ୍କ ଦ୍ୱାରା ପରିଚାଳିତ ପର୍ଯ୍ୟଟନ ବିଭାଗ ପକ୍ଷରୁ ପ୍ରତିବର୍ଷ ଡିସେମ୍ବର ୧ରୁ ୫ ପର୍ଯ୍ୟନ୍ତ

ବାଣୀବିହାର ପାଲଟିଛି ମିନି ଡମ୍ପିଂୟାର୍ଡ: ହାତ ଟେକିଦେଲେଣି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀବିହାର କ୍ୟାମ୍ପସ୍‌ ପରିସର ବସ୍ତିବାସିନ୍ଦାଙ୍କ ଡମ୍ପିଂୟାର୍ଡ ପାଲଟିଛି। ବିଶ୍ବବିଦ୍ୟାଳୟର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ବକୁ ଲାଗି ଗଢ଼ି ଉଠିଥିବା ବସ୍ତିରେ ଘର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଉତ୍କଳ

ମୃତ୍ୟୁ ମୁଖରୁ ଫେରେଇ ଆଣିଲେ ଜୀବନ

ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍‌ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍‌ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍‌ (ଇ-ସିପିଆର୍‌) ମାଧ୍ୟମରେ ଜଣେ ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା

ଆରପାରିରେ ସମୀର ଦେ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ ଆରପାରିରେ ବିଜେପିର ବରିଷ୍ଠ ନେତା ସମୀର ଦେ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ