Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
କିଟ୍ କାଣ୍ଡ
ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ
କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ବବିଦ୍ୟାଳୟ!-->!-->!-->…
ବନ୍ଦ କୋଠରୀରୁ ଗର୍ଭବତୀ ପତ୍ନୀ ଓ ତାଙ୍କ ସ୍ବାମୀଙ୍କ ଗଳିତ ମୃତଦେହ ଉଦ୍ଧାର
ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ଆମାପାରା ଗ୍ରାମଠାରେ ଏକ ବନ୍ଦ ଘରରୁ ଦମ୍ପତିଙ୍କ ଗଳିତ ଶବ ଉଦ୍ଧାର ହୋଇଛି। ମୃତକ ଦୁହେଁ ହେଲେ ଦୁର୍ଜନ ଗଣ୍ଡ (୪୦) ଓ ପତ୍ନୀ ବିଜବାଇ ଗଣ୍ଡ (୩୫) l ଦୁଇଟି ଶବ ବେକରେ ଗାମୁଛା ରହିଥିବା ଵେଳେ ଏହା ହତ୍ୟା ନା ଆତ୍ମହତ୍ୟା ଜଣା ପଡ଼ି ନାହିଁ।
!-->!-->!-->…
ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣା
ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜେରା
ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାରେ ପୁଣି ଜଣଙ୍କୁ ଆଜି ପୁଲିସ ଜେରା କରୁଛି। ଜେରା ହେଉଥିବା ବ୍ୟକ୍ତି ହେଲେ ବିକାଶ ମହାବଳ। ତାଙ୍କ ଘର ସମ୍ବଲପୁର ଧନୁପାଲିରେ ଏବଂ ସେ ନବ ଦାସଙ୍କ ନିକଟରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାମ କରୁଥିଲେ।
!-->!-->!-->!-->…
ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ
୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ମୃତକ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା!-->!-->!-->…
ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷା
ହତାଶ ଓଡ଼ିଶା ପ୍ରାର୍ଥୀଙ୍କ ପକ୍ଷରୁ ପ୍ରତିବାଦ
ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷାକୁ ନେଇ ଓଡ଼ିଶାରେ ଆଶାୟୀମାନଙ୍କ ମଧ୍ୟରେ ହତାଶ ବୃଦ୍ଧି ପାଇଛି। କାରଣ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ପରୀକ୍ଷା ମାର୍ଚ୍ଚ ୮ ଏବଂ ମାର୍ଚ୍ଚ ୯ ଦୁଇଦିନରେ ପଡୁଛି
ଭୁବନେଶ୍ୱର!-->!-->!-->!-->!-->…
ମାସକର ଛୁଆକୁ ଚେଙ୍କ
ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଅସୁସ୍ଥ ମାସକର ଶିଶୁକୁ ଚେଙ୍କ ଚିକିତ୍ସା। ଅବସ୍ଥା ଆହୁରି ଗୁରୁତର ହେବାରୁ ଆଜି ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବ୍ୟାପକ ସଚେତନତା ସତ୍ତ୍ବେ ନବରଙ୍ଗପୁର ଜିଲ୍ଲାରେ ଚେଙ୍କ ଚିକିତ୍ସା ବନ୍ଦ ହୋଇନଥିବା ଏହି ଘଟଣାରୁ ସ୍ପଷ୍ଟ!-->!-->!-->…
ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା: ସୁରେଶ ପୂଜାରୀ
ଓଡ଼ିଶା ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପଶ୍ଚିମବଙ୍ଗ ଅସଭ୍ୟ ସରକାର। ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା।
ଭୁବନେଶ୍ୱର ୦୩-୦୩-୨୦୨୫(!-->!-->!-->…
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
୪ ଜଣଙ୍କୁ ତତ୍କାଳ ଆର୍ଥିକ ସହାୟତା
ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ!-->!-->!-->…
‘ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି।
ରାଇରଙ୍ଗପୁର/ଖିଚିଂ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ମୁଖ୍ୟମନ୍ତ୍ରୀ!-->!-->!-->…
୩ କିମି ଦୂରରେ ଥିବା ସ୍କୁଲକୁ ପାଠପଢ଼ିବାକୁ ଯାଉଛନ୍ତି କୁନିକୁନି ଛାତ୍ରଛାତ୍ରୀ
ପୁଣି ସାମ୍ନାକୁ ଆସିଲା ଉପାନ୍ତରେ ଶିକ୍ଷାର ବିକଳ ଚିତ୍ର। ସ୍କୁଲରେ ତାଲା ପଡ଼ିବା ପରେ ଛୋଟଛୋଟ ଛାତ୍ରଛାତ୍ରୀ ଜୀବନକୁ ବାଜି ଲଗାଇ ୩ କିଲୋମିଟର ଦୂରକୁ ଚାଲିଚାଲି ଯାଉଛନ୍ତି ଭବିଷ୍ୟତ ଗଢିବା ପାଇଁ।
ରାଇରଙ୍ଗପୁର /ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ପୁଣି ସାମ୍ନାକୁ ଆସିଲା!-->!-->!-->…