Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟରେ ପରିଣତ କରାଯିବାର ଲକ୍ଷ୍ୟ ରହିଛି: ମନ୍ତ୍ରୀ
କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ଚାଳିଛି। ଏହାକୁ ସୁଯୋଗରେ ନେଇ ସମଗ୍ର ଓଡିଶାର ସାମଗ୍ରୀକ ବିକାଶକୁ ପ୍ରାଧାନ୍ୟତା ଦିଆଯାଉଛି। ଦେଶର ଏକ ନମ୍ବର ରାଜ୍ୟ ଭାବେ ପରିଣତ କରିବା ବର୍ତ୍ତମାନ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ରହିଛି।
କୋରାପୁଟ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) :!-->!-->!-->…
୩ ବର୍ଷ ମଧ୍ୟରେ ପ୍ରତି ଜିଲ୍ଲାରେ ‘କ୍ୟାନ୍ସର ଡେ କେୟାର ସେଣ୍ଟର’: ଜେପି ନଡ୍ଡା
ତୃଣମୂଳସ୍ତରରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ। ଚଳିତ ବର୍ଷ ଦେଶରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ୨୦୦ ‘କ୍ୟାନ୍ସର ଡେ କେୟାର ସେଣ୍ଟର’ ସ୍ଥାପିତ ହେବ। ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତି ଜିଲ୍ଲାରେ ‘କ୍ୟାନ୍ସର ଡେ କେୟାର ସେଣ୍ଟର’ ସ୍ଥାପନ
ପୁରୀ/ଭୁବନେଶ୍ୱର!-->!-->!-->…
ପୁଣି ତେଜିଲା ଅନ୍ତଃରାଜ୍ୟ ସୀମା ବିବାଦ: ଜବରଦଖଲ ପାଇଁ ପଶ୍ଚିମବଙ୍ଗର ଉଦ୍ୟମ
ଓଡ଼ିଶା-ପଶ୍ଚିମବଙ୍ଗ ଅନ୍ତଃରାଜ୍ୟ ସୀମା ବିବାଦ ଥମିବାର ନାଁ ନେଉନି। ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍ ଉଦୟପୁରଠାରେ ପୂର୍ବରୁ ଥିବା ବିବାଦ ଆପାତତଃ ଥଣ୍ଡା ପଡ଼ିଥିବା ବେଳେ ଏବେ ବ୍ଲକ୍ ଅଧୀନ ସାହାବାଜିପୁରରେ ପୁଣି ବିବାଦ କଡ଼ ଲେଉଟାଇଛି।
ଚନ୍ଦନେଶ୍ୱର/ଭୁବନେଶ୍ୱର ୦୧-୦୩-୨୦୨୫!-->!-->!-->…
ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଆମ ରାଜ୍ୟ ଓଡିଶା ଏକ ନୂତନ ବିକାଶ ପଥର ଯାତ୍ରୀ ହୋଇଛି। ଗତ ପ୍ରାୟ ଅଢେଇ ଦଶନ୍ଧି ଧରି ବିକାଶ ନାଁରେ ଏକ ପ୍ରକାର ଭଣ୍ଡାମି ଚାଲିଥିଲା, କେବଳ ଇଭେଣ୍ଟ ମ୍ୟାନେଜମେଣ୍ଟ କରି ବିକାଶର ଡିଣ୍ଡିମ ପିଟୁଥିଲେ।
ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ!-->!-->!-->…
ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି
ଦୋଷ ସ୍ବୀକାର କଲେ ବୋର୍ଡ ସଭାପତି
ମାଟ୍ରିକ ପରୀକ୍ଷାରେ ଆଜି ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ୫୦ ମାର୍କ ବଦଳରେ ୪୬ ମାର୍କର ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ। ‘ସି’ ସେଟରେ ୨ଟି ବର୍ଣ୍ଣନାତ୍ମକ ପ୍ରଶ୍ନରୁ ଗୋଟିଏ ରହିଛି। ଏହାକୁ ନେଇ ଛାତ୍ରଛାତ୍ରୀ ଓ!-->!-->!-->…
ସୁଭଦ୍ରା ଶକ୍ତି ମେଳା ୨୦୨୫: ୬ ଦିନରେ ବ୍ୟବସାୟ ୨ କୋଟିରୁ ଅଧିକ
ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, ସଂସ୍କୃତି ଓ ଐତିହ୍ୟ ସହ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ହାତ ତିଆରି ଉତ୍ପାଦର ଏକ କେନ୍ଦ୍ର ସାଜିଥିବା ବେଳେ, ମିଲେଟ୍-ଆଧାରିତ ସ୍ନାକ୍ସ୍ ଓ ନାନା ରକମର ଓଡ଼ିଆ ବ୍ୟଞ୍ଜନର
!-->!-->!-->…
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି
ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ |
!-->!-->!-->…
ଗ୍ରାମସଭା ପାଲଟିଲା ରଣକ୍ଷେତ୍ର
କମ୍ପାନି ସମର୍ଥକ, ବିସ୍ଥାପିତ ମୁହାମୁହିଁ
ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା ରଣକ୍ଷେତ୍ର ପାଲଟିଛି। ସଭା ଆରମ୍ଭ ହେଉଣୁ କମ୍ପାନି ସମର୍ଥକ ଓ ବିସ୍ଥାପିତଙ୍କ ମଧ୍ଯରେ ମାଡପିଟ, ଠେଲାପେଲା, ଚୌକି!-->!-->!-->…
ବାସୁଦେବପୁରରେ ସଶସ୍ତ୍ର ଡକାୟତି
ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ
ବାସୁଦେବପୁର/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି!-->!-->!-->…
ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ସହ ଖସିପଡ଼ିଲେ ସେବାୟତ
ଗତକାଲି ମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ଲୁହା ଶିକୁଳିରେ ମନ୍ଦିର ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ।
ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଗତକାଲିମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ!-->!-->!-->…