Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
ଆୟୁଷ ଡାକ୍ତରଙ୍କୁ ନିୟମିତ ଓ ଉଚିତ ପାରିଶ୍ରମିକ ଦାବି
ଏନ୍ଏଚ୍ଏମ୍ ଅନ୍ତର୍ଗତ ରାଜ୍ୟର ବିଭିନ୍ନ ପିଏଚ୍ସି-ସିଏଚ୍ସିରେ କାର୍ଯ୍ୟରତ ଆୟୁଷ ଡାକ୍ତରଙ୍କ ସ୍ଥାୟୀ ନିଯୁକ୍ତି ଓ ସେମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବି କରିଛି ଓଡ଼ିଶା ଆୟୁଷ ଚିକିତ୍ସକ ମହାସଂଘ।
ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ଏନ୍ଏଚ୍ଏମ୍ ଅନ୍ତର୍ଗତ!-->!-->!-->!-->!-->…
ସାକାର ହେବ ଗ୍ରୀଡ଼ ନିର୍ମାଣ
ଟିଟିଲାଗଡ଼,୧୬-୧୦-୨୦୨୪(ପିପିଏସ) : ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ରେ ବିଦ୍ୟୁତ ଗୁଲ, ବିଦ୍ୟୁତ କାଟ ନେଇ ଅନେକ ଆନ୍ଦୋଳନସହ ମାମଲା ଉଚ୍ଚ ନ୍ୟାୟାଳୟ ପର୍ଯ୍ୟନ୍ତ ଯାଇଛି l ହେଲେ ଏହାର ସମାଧାନ କେବେ ହୋଇପାରିନାହିଁ l ଦୀର୍ଘ ୨୪ ବର୍ଷ ଧରି ଶାସନ ଗାଦିରେ ରହିଥିବା ବିଜେଡ଼ି ସରକାର!-->…
ଆବର୍ଜନାରୁ ମୁକୁଳିପାରୁନି ସହର
ମାସକୁ ଠିକା ସଂସ୍ଥା ନେଉଛି ୧୫ ଲକ୍ଷ
କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ୨୧ ୱାର୍ଡ ବିଶିଷ୍ଟ କୋରାପୁଟ ପୌରାଞ୍ଚଳର ସଫେଇ ଦାୟିତ୍ଵ ନେଇଛି ୨ଟି ଘରୋଇ ସଂସ୍ଥା। ତେବେ ଉପଯୁକ୍ତ ଦେଖାରଖା ଓ ପରିଚାଳନା ସମନ୍ବୟ ଅଭାବରୁ ଅସୁବିଧା ଭୋଗୁଛନ୍ତି ସହରବାସୀ । ସଫେଇ ପାଇଁ!-->!-->!-->…
ଘୁଷୁରୀ ଓ ମଣିଷର ବାସସ୍ଥାନ ଗୋଟିଏ
ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ କାଳରୁ ଏଠାରେ ବସବାସ କରିଆସୁଛନ୍ତି। ଏମାନଙ୍କର ୧୨ ମାସରେ ୧୩ ପର୍ବ ପାଳନ କରନ୍ତି।
ମାଲକାନଗିରି/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଆଦିବାସୀ ଅଧ୍ୟୁଷିତ!-->!-->!-->…
ଧୂମପାନ ନିଷେଧ ହେଲେ ଟଳିଯିବ ୧୨ ଲକ୍ଷ ମୃତ୍ୟୁ!
ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ ବର୍ଷ ବଢ଼ିଯିବ।
ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଏକ ସଦ୍ୟ ପ୍ରକାଶିତ!-->!-->!-->!-->!-->…
ସେଞ୍ଚୁରି ମାରିଲା ଟମାଟୋ:ହନ୍ତସନ୍ତ ଖାଉଟି
ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍ ଏହା ୧୦୦ ଟଙ୍କାରେ ପହଞ୍ଚିଛି। ଦେଶରେ ବର୍ଷା ଯୋଗୁଁ ଟମାଟୋ ଯୋଗାଣ ଓଡ଼ିଶାକୁ ବାଧାପ୍ରାପ୍ତ ହୋଇଛି।
୧୦୦୦ ଟଙ୍କାରେ ବ୍ୟାଗ୍ ଭର୍ତ୍ତି ହେଉନି
ଭୁବନେଶ୍ୱର,!-->!-->!-->!-->!-->!-->!-->…
ହିମାଚଳ ସରକାରଙ୍କ ନୂଆ ନିଷ୍ପତ୍ତି: ଶୌଚାଳୟ ଉପରେ ଟିକସ ଲାଗୁ
ନୂଆଦିଲ୍ଲୀ /ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଆର୍ଥିକ ସଙ୍କଟକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ସରକାର ଏକ ନୂତନ ଶୁଳ୍କ ଲାଗୁ କରିଛନ୍ତି। ଯେଉଁଥିରେ ଘରେ ଥିବା ଶୌଚାଳୟ ସିଟ୍ ସଂଖ୍ୟା ଉପରେ ଆଧାର କରି ଟିକସ ସଂଗ୍ରହ କରାଯିବ। ନିକଟରେ ପ୍ରକାଶିତ!-->…
ଦରଦାମ ବୃଦ୍ଧିର ପ୍ରଭାବ: ଆମିଷ ଥାଳି ଶସ୍ତା, ନିରାମିଷ ମହଙ୍ଗା !
ସାଧାରଣ ଲୋକଙ୍କ ପାଇଁ ଖାଦ୍ୟ ଏକ ବର୍ଷରେ ୧୧ ପ୍ରତିଶତ ମହଙ୍ଗା ହୋଇଛି
ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଦେଶରେ ଦରଦାମ ବୃଦ୍ଧିର ପରିସ୍ଥିତି ସଙ୍କଟଜନକ ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ୪ ପ୍ରତିଶତକୁ ଖସି ଆସିବା ସତ୍ତ୍ବେ ଖାଦ୍ୟ ମୁଦ୍ରାସ୍ଫୀତି ଅଧିକ ରହିଛି। ଏହା!-->!-->!-->!-->!-->…
ଡ୍ରୋନ୍ କରିବ ଡ୍ରେନ୍ ସର୍ଭେ
ଗତବର୍ଷ ବି ସମ୍ବେଦନଶୀଳ ଜାଗା ଖୋଜିଥିଲେ
ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ଭୁବନେଶ୍ବରରେ ଥିବା ଡ୍ରେନ୍ଗୁଡ଼ିକର ଡ୍ରୋନ୍ ସର୍ଭେ ହେବ। ଡ୍ରୋନ୍ ଉଡ଼ି ସମ୍ବେଦନଶୀଳ ଜାଗା ଖୋଜିବ। ଏହି ସବୁ ଜାଗା ଚିହ୍ନଟ ହେବା ପରେ ବିଏମ୍ସି ଏକ ସ୍ବତନ୍ତ୍ର ପ୍ଲାନ୍ ପ୍ରସ୍ତୁତ କରିବ। ଫଳରେ!-->!-->!-->…
ଜୀବନ ସୃଜନଶୀଳତାର ପ୍ରଥମ ପାହାଚ “ଗପ”
ଆରମ୍ଭ ହୋଇଛି "ଆସ ପଢ଼ିବା ଗପ ବହି" ନାମରେ ଏକ ଅଭିଯାନ
କଟକ,୦୩-୧୦-୨୦୨୪ (ପିପିଏସ) : ବୁଢ଼ୀ ଅସୁରୁଣୀ ଗପ କିଏ କହି ପାରିବ? ଅଧିକାଂଶ ପିଲା କହିବେ ଆମେ ଜାଣିନୁ।ଆପଣ ଏହା ପରୀକ୍ଷା କରି ଦେଖି ପାରନ୍ତି । ଅଧିକାଂଶ ଘରେ ଆଉ ବୟସ୍କ ସଦସ୍ୟଙ୍କ ପାଖରେ ନାତି ନାତୁଣୀ ନାହାନ୍ତି। ଘରେ!-->!-->!-->…