Sign in
Sign in
Recover your password.
A password will be e-mailed to you.
Browsing Category
ଜୀବନଚର୍ଯ୍ୟା
ରାଜ୍ୟ ଟିକା ଭଣ୍ଡାରକୁ ଆଇଏସ୍ଓ ସାର୍ଟିଫିକେଟ୍
ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍ ପାଇଛି
ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର!-->!-->!-->…
ବିବାଦରେ କାନ୍ଥଚିତ୍ର
ସୁରବୀରଙ୍କ ନାମରେ ତ୍ରୁଟି
ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ସମାଜସେବୀ
ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର!-->!-->!-->!-->!-->!-->!-->…
ମାଣିକପାଟଣାରେ ରକ୍ତାକ୍ତ ସଂଘର୍ଷ, ୭ ଗୁରୁତର
ଜାଗାବାଡ଼ି ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ
କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ
ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିକିତ୍ସା ପାଇଁ ଆଳି!-->!-->!-->!-->!-->!-->!-->!-->!-->…
ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି
!-->!-->!-->…
ଖାତାକୁ ଆସିଲା ପିଏମ କିଷାନ ଯୋଜନା କିସ୍ତି
ଚାଷୀଙ୍କୁ ହୋଲି ଭେଟି: ଓଡ଼ିଶାର ୩୪ ଲକ୍ଷରୁ ଅଧିକ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଉପକୃତ
ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାର ୧୯ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ!-->!-->!-->…
ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଅଯୋଧ୍ୟା/ମହାକୁମ୍ଭ ନଗର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ। ଏଥିଲାଗି ମୁଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ!-->!-->!-->…
ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ବିଦ୍ୟୁତ୍ ବିଲ୍
ବିଦ୍ୟୁତ୍ ବିଲ୍ ଦେଖିବା ପରେ ଅଧ୍ୟକ୍ଷଙ୍କ ହୋସ ଉଡିଯାଇଛି |
ଅଧ୍ୟକ୍ଷ କହିଛନ୍ତି ଯେ ସେ ନୁହେଁ ତାଙ୍କ ପରିବାର ସମଗ୍ର ସମ୍ପତ୍ତି ବିକ୍ରି କରିଦେଲେ ବି ସେମାନେ ବିଲ୍ ପରିଶୋଧ କରିପାରିବେ ନାହିଁ।
ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଉତ୍ତର ପ୍ରଦେଶର ଆଜମଗଡ଼!-->!-->!-->!-->!-->!-->!-->…
ଆଫ୍ରିକାରେ ଚମକିଲେ ଓଡ଼ିଆ ପୁଅ
ହାଫ୍ ମାରାଥନ୍ ଦେଲା ସଫଳତା, ଉଡ଼ାଇଲେ ତ୍ରିରଙ୍ଗା
ଓଡ଼ିଆ ପୁଅ ସୌଭାଗ୍ୟ କୁମାର ରଥ ପୁଣି ଏକ ସ୍ମୁତି ସାଉଟିବା ସହିତ ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ଆଇରନ୍ ମ୍ୟାନ୍ ଭାବେ ଜଣାଶୁଣା ଶ୍ରୀ ରଥ ଆଫ୍ରିକାର କିଲିମାନଜାରୋ ଆନ୍ତର୍ଜାତୀୟ ମାରାଥନରେ ହାଫ୍ ମାରାଥନ୍ରେ ସଫଳତା ହାସଲ!-->!-->!-->…
ଆଧ୍ୟାତ୍ମିକତା ଦ୍ବାରା ଶାନ୍ତି ଓ ସମୃଦ୍ଧି ସମ୍ଭବ: ମୁଖ୍ୟମନ୍ତ୍ରୀ
ଆଧ୍ୟାତ୍ମିକ ଜୀବନଶୈଳୀ ଆମର ଅସନ୍ତୁଳିତ ଇଚ୍ଛାକୁ ନିୟନ୍ତ୍ରିତ କରିଥାଏ। ଭବିଷ୍ୟତ ପିଢ଼ିର ସୁଖ, ସମୃଦ୍ଧିକୁ ସଂରକ୍ଷଣ କରିବାର ପ୍ରଜ୍ଞାକୁ ପ୍ରଜ୍ଜ୍ୱଳିତ କରିଥାଏ। ପରିବେଶ ପ୍ରତି ସମ୍ବେଦନଶୀଳ ଏବଂ ଜୀବଜନ୍ତୁଙ୍କ ପ୍ରତି ଦୟାଭାବ ଜାଗ୍ରତ କରାଏ।
କେନ୍ଦୁଝର/ଭୁବନେଶ୍ୱର!-->!-->!-->…
ପୁଷ୍ଟିକର ଆହାର ହିଁ ଯକ୍ଷ୍ମା ବିରୋଧରେ ସବୁଠାରୁ ମଜବୁତ୍ ଅସ୍ତ୍ର ଅଟେ: ଧର୍ମେନ୍ଦ୍ର
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଜନଭାଗିଦାରୀରେ ହିଁ ଜିଲ୍ଲାରୁ ଟିବି ମୁକ୍ତ ଲକ୍ଷ୍ୟ ସାଧିତ ହୋଇପାରିବ। ଅନୁଗୁଳ ଠାରେ ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ “ନିକ୍ଷୟ ମିତ୍ର” କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ସେ!-->…