Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ କୁଏତ ଆସିବାକୁ ୪୦ ବର୍ଷ ଲାଗିଗଲା : ମୋଦୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କୁଏତର କ୍ୟାନଭାସରେ ଭାରତୀୟତାର ରଙ୍ଗ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସହରର ଶେଖ୍ ସାଦ୍ ଅଲ୍ ଅବଦୁଲ୍ଲା ଇନ୍ଡୋର ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଆୟୋଜିତ କମ୍ୟୁନିଟି ଇଭେଣ୍ଟ 'ହାଲା ମୋଦୀ'ରେ ଭାରତୀୟମାନଙ୍କୁ!-->…
ଆଉରଙ୍ଗଜେବଙ୍କ ପରିବାର ଲୋକ ଏବେ ରିକ୍ସା ଚଳାଉଛନ୍ତି: ଯୋଗୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଧାମର ଆଶ୍ରାଫି ଭବନ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସମାବେଶକୁ ସମ୍ବୋଧିତ କରି କହିଛନ୍ତି ଯେ ସନାତନ ଧର୍ମ!-->…
କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ଗୁରୁବାର ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧୂମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି!-->…
କଡାକଡି ହେଲା ବୁକ ସର୍କୁଲାର-୪୭, ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ବାଧ୍ୟ ପ୍ରଶାସନିକ ଅଧିକାରୀ
ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଏଣିକି ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରିପାରିବେନି ପ୍ରଶାସନିକ ଅଧିକାରୀ। ପୂର୍ବରୁ ନିର୍ବାଚିତ ପ୍ରତିନିଧି ବିଶେଷ କରି ବିଧାୟକ ଓ ସଂସଦ ମାନଙ୍କୁ ପ୍ରଶାସନିକ ଅଧିକାରୀମାନେ ସମ୍ମାନ ପ୍ରଦର୍ଶନ ନ କରିବା ଓ ଦୁର୍ବ୍ୟବହାର କରିବା ଭଳି ଅନେକ ଘଟଣା!-->…
ଯଦି ଖଡଗେ ଚାହୁଁଛନ୍ତି, ମୁଁ ଇସ୍ତଫା ଦେବି: ଶାହ
ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଯଦି ଖଡଗେ ଚାହୁଁଛନ୍ତି, ତେବେ ମୁଁ ଇସ୍ତଫା ଦେବି। ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ଵରାଷ୍ଟ ମନ୍ତ୍ରୀ ଅମିତ ଶାହ। ଡ. ବି.ଆର. ଆମ୍ବେଦକରଙ୍କ ସମ୍ପର୍କରେ ଶାହ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ!-->…
ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା!-->…
ଚେନ୍ନାଇରେ ଓଡ଼ିଆଙ୍କ ‘ଆମ ଚାଟଶାଳୀ’ ଉତ୍ସବ
‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୧୫୦୦ ନାଗରିକ ଯୋଗ ଦେଇଥିଲେ।
ଚେନ୍ନାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସ୍ଥାନୀୟ ‘ପ୍ରବାସୀ!-->!-->!-->…
ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ବଡ଼ ଦୁର୍ଘଟଣା: ଡଙ୍ଗା ଓଲଟି ଯାତ୍ରୀ ନିଖୋଜ
ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡିଛି। ଇତି ମଧ୍ୟରେ ୮୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କେତେକ ଯାତ୍ରୀ ନିଖୋଜ ଥିବା କୁହାଯାଉଛି
!-->!-->!-->!-->!-->…
କୁଲଡିହାମୁହାଁ ‘ଯମୁନା’: ସୋନ ନଦୀପଠାରେ ବାଘ ପାଦଚିହ୍ନ
ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍ର କୁଲଡିହା ଅଭୟାରଣ୍ୟ ଆଡ଼କୁ ମୁହାଁଇଛି।
!-->!-->!-->…
ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ। ଏନେଇ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ। ଏହାଦ୍ୱାରା ଓଦା ଓ ପରିବା ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣରୁ ପ୍ରସ୍ତୁତ ହେବ ସିଏନଜି ଗ୍ୟାସ।
ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ।!-->!-->!-->…