Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ସଂଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ, ଅଯୋଧ୍ୟାରେ ରାମଲଲାଙ୍କୁ କରିବେ ଦର୍ଶନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଂଗମରେ ବୁଡ଼ ପକାଇବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ରହିବେ। ଏହି ଗସ୍ତ କାଳରେ ସେ ସଂଗମରେ ବୁଡ଼ ପକାଇବେ।
ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ!-->!-->!-->…
କ୍ୟାପିଟାଲ୍ ହାଇସ୍କୁଲରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ପରୀକ୍ଷା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ!-->!-->!-->…
୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର
ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) :!-->!-->!-->…
ସୋରରେ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯାତ୍ରୀ ସୁରକ୍ଷିତ, ରେଳ ଚଳାଚଳ ପ୍ରଭାବିତ
ସୋର/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ସବିରା ରେଳ ଷ୍ଟେସନ ଠାରୁ ମାତ୍ର କିଛି ଦୂରରେ ବେଲସାବିରା ନିକଟରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ ଶନିବାର ଅପରାହ୍ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍ଟି!-->!-->!-->…
ନେପାଳର ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ
କିଟ୍ ଘଟଣା ନେଇ ମୁଖ୍ୟମନ୍ତ୍ରୀ କହିଲେ- ନେପାଳର ପିଲାମାନେ ହେଉଛନ୍ତି ଆମ ପିଲା
ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ!-->!-->!-->…
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି।
ନୂଆଦିଲ୍ଲୀ/ଭୁବନେଶ୍ବର ୨୨-୦୨-୨୦୨୫(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼!-->!-->!-->…
ଗୋଟିଏ ଖଣି ପାଇଁ ୯୮ କୋଟି ଦଣ୍ଡ: ଏନ୍ଜିଟିଙ୍କ ରାୟ ପରେ ଖଣି ମାଲିକ ଛାନିଆ
ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, ପରିବେଶ କ୍ଷତି ଓ ଅନ୍ୟାନ୍ୟ କ୍ଷତିପୂରଣ ବାବଦରେ ୯୮ କୋଟି ୩୧ ଲକ୍ଷ ୪୯ ହଜାର ୧୩୫ ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) :!-->!-->!-->…
ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ
କିଟ୍ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି |
!-->!-->!-->…
ସରକାରୀ ପ୍ରେସର ୫ବର୍ଷର ଆୟ ସୂଚନା
ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି ଭୂଷଣ ଜେନା ସୂଚନା ପ୍ରଦାନ!-->…
ଓଡ଼ିଶାରେ ସୁନା ଖଣି, ଗୋଟିଏ ବ୍ଲକ ନିଲାମ ହେବ: ମନ୍ତ୍ରୀ
ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ କେନ୍ଦ୍ର ସରକାର ନିଲାମ କରିବେ ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି
ଭୁବନେଶ୍ୱର: ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ!-->!-->!-->…