Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଏଡିଇଓଙ୍କ ଘରେ ଭିଜିଲାନ୍ସ
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
!-->!-->!-->!-->!-->…
ବନ୍ଧାହେଲେ ବିଦ୍ୟାଧର
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାଯାଇଛି।!-->…
୩ୟ ଦିନିକିଆରେ ଭାରତର ଦମ୍ଦାର ପ୍ରଦର୍ଶନ: ୧୪୨ରନ୍ରେ ହାରିଲା ଇଂଲଣ୍ଡ
ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି।
!-->!-->!-->…
‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’
ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ବିଶ୍ୱାସ, ସାହସ ଏବଂ କରୁଣା ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରି, ମାନ୍ୟବର ରାଜ୍ୟପାଳ ସେମାନଙ୍କୁ ମହତ୍ୱାକାଂକ୍ଷୀ ପ୍ରକଳ୍ପଗୁଡ଼ିକୁ ଅନୁସରଣ କରିବାକୁ ଏବଂ 'ବିକ୍ଷିତ ଭାରତ' ଏବଂ 'ଏକ ଭାରତ ଶ୍ରେଷ୍ଠ ଭାରତ' ଦୃଷ୍ଟିକୋଣରେ ଯୋଗଦାନ ଦେବାକୁ ଉତ୍ସାହିତ!-->…
ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଏକ ସୌଜନ୍ୟ ମୂଳକ ସାକ୍ଷତ କରିଛନ୍ତି। ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ ରଖିବେ
ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ବିଧାନସଭା ବଜେଟ!-->!-->!-->…
ବିଧାନସଭା ପେପରଲେସ୍: ଲାଗିଲା ଟ୍ୟାବ୍
ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି
ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି।!-->!-->!-->…
ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ
ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି
କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ!-->!-->!-->…
ଉପକୂଳ ରାଜପଥରେ ମିଳିବ ଅତ୍ୟାଧୁନିକ ସୁବିଧା: କିଲୋମିଟର ହିସାବରେ ଟୋଲ୍ କଟିବ
ବହୁପ୍ରତିକ୍ଷୀତ ଉପକୂଳ ରାଜପଥ ନିର୍ମାଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବଡ଼ପୋଖରିଆ-ଦୀଘା ପର୍ଯ୍ୟନ୍ତ ହେବାକୁ ଥିବା ଏହି ରାଜପଥ ପ୍ରଥମ ପର୍ଯ୍ୟାୟରେ ୧୬୩ କିଲୋମିଟର ପାଇଁ ଟେଣ୍ଡର ଆହ୍ବାନ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚ୍ଏଆଇ)।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) :!-->!-->!-->…
‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ଯୋଜନା ଲାଗୁ ହେବ।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->!-->!-->…
ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ‘ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ’
ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପରାମର୍ଶ ମାନି ସମୟର ଠିକ୍ ଉପଯୋଗ କରନ୍ତୁ। ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ!-->!-->!-->…