Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜେ ବାରବାଟୀ ଷ୍ଟାଡିୟମ୍ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ୍ ଖେଳିଥିଲେ।
କଟକ!-->!-->!-->…
ସୋନିଆଙ୍କ ବୟାନକୁ କଡ଼ା ନିନ୍ଦା କଲେ ମୋହନ
‘ସୋନିଆ ଗାନ୍ଧୀଙ୍କ ଆଚରଣ ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ’
ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଓ ତାଙ୍କର ପୁଅ ତଥା ସାଂସଦ ରାହୁଲ ଗାନ୍ଧୀ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ!-->!-->!-->…
ମୋହନଙ୍କୁ ପ୍ରଶଂସା କଲେ ଜୟଶଙ୍କର
କେନ୍ଦ୍ରମନ୍ତ୍ରୀ ଏସ୍ ଜୟଶଙ୍କର କହିଥିଲେ, ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ ଭଳି। ଓଡିଶାର କଳା ଓ ସଂସ୍କୃତି ଅନନ୍ୟ। ଓଡିଶା ରାଜ୍ୟର କଳା ଓ ସଂସ୍କୃତି ସାରା ଦେଶରେ ପରିଚିତି ହାସଲ କରିଛି।
ନୂଆଦିଲ୍ଲୀ/ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ!-->!-->!-->…
ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା
ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ।
ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା!-->!-->!-->…
ଜିଲ୍ଲାସ୍ତରୀୟ ଶହୀଦ ଦିବସ
କଟକ ୩୦-୦୧-୨୦୨୫(ପିପିଏସ ) : ଯୁଗ ସହ ତାଳ ଦେଇ ଆମ ଲୋକ ଆଗକୁ ଯାଆନ୍ତୁ। ଜନସାଧାରଣଙ୍କ ଆର୍ଥିକ ଅଭିବୃଦ୍ଧି ହେଉ। ଗାନ୍ଧିଜୀଙ୍କ ଆଦର୍ଶ ଓ ନୀତିରେ ଅନୁପ୍ରାଣିତ ହୋଇ ଦେଶ ତଥା ଜାତିର ଉନ୍ନତି ପାଇଁ ସମସ୍ତେ ଏକଜୁଟ ହୁଅନ୍ତୁ। କୁଷ୍ଠ ନିରାକରଣ, ଅସହାୟଙ୍କୁ ସହାୟତା, ସ୍ଵଛ ଭାରତ ଭଳି ଭଳି!-->…
ଭିଜିଲାନ୍ସ ଜାଲରେ ପ୍ରକଳ୍ପ ଅଧିକାରୀ
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା
୭ଟି ସ୍ଥାନରେ ଚଢଉ ଜାରି
ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ!-->!-->!-->!-->!-->!-->!-->…
ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ!-->!-->!-->…
୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ
ଭୁବନେଶ୍ୱର!-->!-->!-->…
ମହାକୁମ୍ଭକୁ ଓଏସ୍ଆରଟିସି ବସ୍ ବାତିଲ,
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି।
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) :!-->!-->!-->…
ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍ରେ ସଫଳ, ୱେବ୍ସାଇଟ୍ରେ ବିଫଳ!
ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ ପାର୍ଥକ୍ୟ।
ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବହୁ ଅଯୋଗ୍ୟ ରାସନ୍କାର୍ଡ ହାତେଇଥିବା, ଜାଲ୍!-->!-->!-->…