Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ ଏବଂ ଏହାର ଭବିଷ୍ୟତ ଉଜ୍ଜଳ ଓ ସ୍ୱର୍ଣ୍ଣିମ’
୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ ଚଳଚ୍ଚିତ୍ର ଶିଳ୍ପର ମାନ୍ୟତା ମିଳିଲା। ବିଗତ କିଛି ବର୍ଷରେ ବହୁ ଓଡ଼ିଆ ଚଳଚ୍ଚିତ୍ର ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଓ!-->…
୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ; ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି!
ଦୁଇ ଦିନିଆ ଶିଳ୍ପ ସମ୍ମିଳନୀରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହା ବ୍ୟତୀତ ସିଇଓ ରାଉଣ୍ଡ୍ଟେବୁଲ୍, ମହିଳା ନେତୃତ୍ବ ରାଉଣ୍ଡ୍ଟେବୁଲ୍ ଓ ଏଡିଟର୍ସ ରାଉଣ୍ଡ୍ଟେବୁଲ୍ ଅନୁଷ୍ଠିତ ହୋଇଛି।
!-->!-->!-->…
ଫେବ୍ରୁଆରି ୧୪ରେ ବିଧାନସଭା ଘେରିବ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ !
ବିଭିନ୍ନ ଦାବି ନେଇ ଆସନ୍ତା ଫେବ୍ରୁଆରି ୧୪ ତାରିଖରେ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସୋମବାର ଗୋଦାବରୀଶ ଭବନରେ ଅନୁଷ୍ଠିତ ବୈଠକରେ ମହାସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) :!-->!-->!-->…
ଅଲିଭ୍ ରିଡ୍ଲେଙ୍କ ଶ୍ମଶାନ ପାଲଟିଛି ରାମଚଣ୍ଡୀ ମୁହାଣ
ସମୁଦ୍ର କୂଳରେ ଲାଗୁଛି କୁଢ଼କୁଢ଼ ମଲା କଇଁଛ
ଅଲି ଭ୍ରିଡ୍ଲେଙ୍କ ଶ୍ମଶାନ ପାଲଟିଛି ରାମଚଣ୍ଡୀ ମୁହାଣ। ଦୈନିକ ଏଠାରେ ଲାଗୁଛନ୍ତି କୁଢ଼କୁଢ଼ ମଲା ଅଲିଭ୍ ରିଡ୍ଲେ କଇଁଛ। ଗର୍ଭସ୍ଥ ଅବସ୍ଥାରେ, ଅଣ୍ଡାଦାନ ସମୟରେ ଯାଉଛି ଏମାନଙ୍କ ଜୀବନ।
ପୁରୀ/ରାମଚଣ୍ଡୀ/କୋଣାର୍କ/ଭୁବନେଶ୍ୱର!-->!-->!-->!-->!-->…
ଦେବଗଡ଼ ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇ ବହିଷ୍କୃତ
ଓଡ଼ିଶା ମୁନିସିପାଲ ଆକ୍ଟ -୧୯୫୦,ଧାରା ୫୩ ଅନୁଯାୟୀ, ଦେବଗଡ଼ ନଗରପାଳିକାର ବିଜେଡି ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇଙ୍କୁ ତାଙ୍କ ପଦବୀରୁ ବହିଷ୍କୃତ କରାଯାଇଛିl ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗଙ୍କ ଆଦେଶକ୍ରମେ ପୌରାଧ୍ୟକ୍ଷlଙ୍କୁ ତତକ୍ଷଣାତ ବହିଷ୍କାର କରାଯାଇଛି।
!-->!-->!-->…
ଧାମରାରେ ଅବତରଣ କଲା ପ୍ରଥମ ବିମାନ
୧୨୦୦ ମିଟର ରନ୍ୱେରେ ଗଡ଼ିଲା
ଶିଳ୍ପ ବିକାଶରେ ସହାୟକ ହେବ
ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି।
!-->!-->!-->!-->!-->!-->!-->!-->!-->!-->!-->…
ଖଦୀ ମହୋତ୍ସବ ଉଦଘାଟିତ
କଟକ ୨୯-୦୧-୨୦୨୫(ପିପିଏସ ) : ଗ୍ରାମୀଣ ଭାରତର ଅଭିବୃଦ୍ଧି ଦ୍ୱାରା ହିଁ ଦେଶର ଅଭିବୃଦ୍ଧି ସମ୍ଭବ । ଦେଶର କୋଟି କୋଟି ଗ୍ରାମୀଣ ଜନସାଧାରଣଙ୍କ ଜୀବନକୁ ଉନ୍ନତ କରିବା ତଥା ରୋଜଗାର ବୃଦ୍ଧି କରିବା ଦ୍ୱାରା ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ପୂରଣ କରାଯାଇପାରିବ । କେନ୍ଦ୍ର!-->!-->!-->…
ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ
ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।
ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ!-->!-->!-->…
ଧ୍ବଜାବତରଣ ସମାରୋହ: ଦେଶାତ୍ମବୋଧକ ସଙ୍ଗୀତରେ ଝୁମିଲେ ଦର୍ଶକ
ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌସେନା ପକ୍ଷରୁ ପରମ୍ପରା, ସଙ୍ଗୀତ ଏବଂ ଦେଶପ୍ରେମର ଏକ ଶକ୍ତିଶାଳୀ ମିଶ୍ରଣ ଭାବେ ପ୍ରଦର୍ଶନ କରାଯାଇଛି
ନୂଆଦିଲ୍ଲୀ/ଭୁବନେଶ୍ୱର!-->!-->!-->…
ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ
ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି।
ଦଶପଲ୍ଲା/ଭୁବନେଶ୍ୱର!-->!-->!-->…