Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ
ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଓଡିଶା ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚେତାବନୀ ଦେଇଛନ୍ତି।!-->!-->!-->…
ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ
ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ କରିଛି। ଏହି ସଂଶୋଧନର ଲକ୍ଷ୍ୟ ହେଉଛି ଓଡ଼ିଶା ମେଡିକାଲ୍ ଏବଂ ସ୍ୱାସ୍ଥ୍ୟ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା
ଭୁବନେଶ୍ୱର!-->!-->!-->…
ଉପରାଷ୍ଟ୍ରପତି-ଗୃହମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ
ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଓଡ଼ିଶାରେ ଅଭିବୃଦ୍ଧି ତଥା ପ୍ରଗତି ସମ୍ପର୍କରେ ଆଲୋଚନା କରିଛନ୍ତି
!-->!-->!-->…
ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି
ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।
ଭୁବନେଶ୍ୱର!-->!-->!-->…
କିଏ କେଉଁଠି କରିବେ ପତାକା ଉତ୍ତୋଳନ
୭୬ତମ ସାଧାରଣତନ୍ତ୍ର ଦିବସ
ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ!-->!-->!-->!-->!-->…
ବିରଳ ମହାଜାଗତିକ ଘଟଣା, ଗୋଟିଏ ଧାଡ଼ିରେ ୬ ଗ୍ରହ
ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି ଗ୍ରହକୁ ଏକା ସାଙ୍ଗରେ ଗୋଟିଏ ସରଳ ରେଖାରେ ଦେଖାଯାଇଛନ୍ତି, ଅର୍ଥାତ୍ ଛଅଟି ଗ୍ରହ ଗୋଟିଏ ରେଖାରେ ପରିକ୍ରମା କରୁଛନ୍ତି ।
ନୂଆଦିଲ୍ଲୀ /ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି!-->!-->!-->…
ପାଚକ-ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି
ଏଣିକି ମାସିକ ମିଳିବ ୩୦୦୦ ଟଙ୍କା
ରାଜ୍ୟ ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ଭୁବନେଶ୍ୱର!-->!-->!-->!-->!-->…
ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଫେବ୍ରୁଆରି ୧୭ରେ ଆସିବ ରାଜ୍ୟ ବଜେଟ୍
ଭୁବନେଶ୍ବର: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିବେ।
!-->!-->…
ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର
ପ୍ରଥମ ଦିନରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଟ୍ରମ୍ପ
ଟ୍ରମ୍ପ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶ ଘୋଷଣା ବିଷୟରେ କହିଛନ୍ତି। ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ଦିନରେ ନିର୍ଦ୍ଦେଶ ସ୍ୱାକ୍ଷର କରିବା ଆରମ୍ଭ କରିଛନ୍ତି। ପ୍ରଥମ ଦିନରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଆଦେଶ ମଧ୍ୟରେ ବିଶ୍ବ!-->!-->!-->…
ପାକିସ୍ତାନୀ ଏୟାରପୋର୍ଟକୁ ହାତେଇଲା ଚୀନ
ପାକିସ୍ତାନର ଗ୍ବାଦର ସହରରେ ନିର୍ମିତ ଏକ ଏୟାରପୋର୍ଟକୁ ନିଜ ନିୟନ୍ତ୍ରଣକୁ ନେଇଯାଇଛି । ଏହି ବିମାନ ବନ୍ଦରରେ ସୁରକ୍ଷା ପାଇଁ ବହୁ ସଂଖ୍ୟକ ଚାଇନା ଉପକରଣ ଲଗାଯାଇଛି। ଖାଲି ସେତିକି ନୁହେଁ, ଚୀନରୁ ଆସୁଥିବା ଜାହାଜ ସମୟରେ ଚୀନସେନାର ସ୍ପେଶାଲ ସ୍କ୍ୱାଡ୍ ଏଠାରେ ମୁତୟନ ରହିବେ।
!-->!-->!-->…