Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ: ପ୍ରଭାତୀ ପରିଡ଼ା
ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ।
ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ସୁଭଦ୍ରାକୁ!-->!-->!-->…
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ରେଳ ଷ୍ଟେସନଠାରୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଢେଙ୍କାନାଳ ଜିଲ୍ଲାର ୮୦୦ ଜଣ ବରିଷ୍ଠ ନାଗରିକ ସିରିଡି ଓ ନାସିକ ଦର୍ଶନ ପାଇଁ ଆଜି ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ପାରମ୍ପରିକ ପୂଜା ସହିତ ପତକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ ।!-->…
୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର
ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି
!-->!-->!-->…
୮୦ ବର୍ଷରୁ ଅଧିକ ବୟସ୍କ, ଦିବ୍ୟାଙ୍ଗଙ୍କୁ ଭତ୍ତା ବଣ୍ଟାଗଲା
୪.୧୭ ଲକ୍ଷ ଦିବ୍ୟାଙ୍ଗଙ୍କୁ ମାସିକ - ୩୫୦୦
ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରରେ!-->!-->!-->…
୧୮ ଜାନୁଆରିରୁ ଭିତରକନିକାରେ ପକ୍ଷୀ ଗଣନା
ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍ରେ ପକ୍ଷୀ ଗଣନା କରାଯିବ
ରାଜନଗର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଜାନୁଆରି ୧୮ରୁ!-->!-->!-->…
ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର
ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ
ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ!-->!-->!-->…
ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ ଘଟିଛି। ବୁଧବାର ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ, ପ୍ରାଣୀ ଉଦ୍ୟାନରେ ଚିକିତ୍ସାଧୀନ ବାଘ ଶାବକର ମୃତ୍ୟୁ ଘଟିଛି। ଶାବକଟି ୨ ନଭେମ୍ବର ୨୦୨୪ରେ ଜନ୍ମ ହୋଇଥିଲା
ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ନନ୍ଦନକାନନର ପ୍ରାଣୀ!-->!-->!-->…
ଓଏଏସ୍ ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ନିଯୁକ୍ତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। ଜୁନ୍ ମାସରେ ତ୍ରିଲୋଚନ ମହାନ୍ତି ଏବଂ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତ କରାଯାଇଥିଲା
!-->!-->!-->…
୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍ଏଏସ୍ ଅଧିକାରୀଙ୍କୁ ନୂତନ ନିଯୁକ୍ତି
ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ ୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍ଏଏସ୍ ଅଧିକାରୀଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ନୂତନ ନିଯୁକ୍ତି ଦିଆଯାଇଛି
ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଓଡିଶା ସରକାର ଓଡିଶା ପ୍ରଶାସନିକ ସେବା (ଓଏଏସ୍),!-->!-->!-->…
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରୁ ୪କୋଟିର ଗଞ୍ଜେଇ ଜବତ
ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି
ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ!-->!-->!-->…