Browsing Category

ଦେଶ-ବିଦେଶ

କମିସନରେଟ୍‌ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ

ମନମୋହନଙ୍କୁ ମୋହନଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) :  ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ପରଲୋକ।ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ସୂଚନା ନେଇ  ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଜି ଗୁରୁବାର ( ୨୬ ଅକ୍ଟୋବର)ରେ ଏହି ବରିଷ୍ଠ କଂଗ୍ରେସ ନେତାଙ୍କର

ବ୍ରହ୍ମପୁତ୍ରରେ ଡ୍ୟାମ୍ ନିର୍ମାଣ କରିବ ଚୀନ୍: ଭାରତ ବନ୍ୟାରେ ବୁଡ଼ିବା ଆଶଙ୍କା

ଭାରତ ତଥା ଅନ୍ୟ ପଡ଼ୋଶୀ ଦେଶର ବିରୋଧକୁ ଅଣଦେଖା କରି ଚୀନ୍ ବ୍ରହ୍ମପୁତ୍ର ନଦୀରେ ବିଶ୍ୱର ବୃହତ୍ତମ ଡ୍ୟାମ୍ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ଚୀନ୍ ଏଥିପାଇଁ ୧୩୭ ବିଲିୟନ ଡଲାର ଖର୍ଚ୍ଚ କରିବାକୁ ଯାଉଛି। ଏହି ଡ୍ୟାମ୍ ଭାରତ ଏବଂ ବାଂଲାଦେଶ ପାଇଁ ଏକ ବଡ଼ ବିପଦ ହୋଇପାରେ ବୋଲି

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁବାର ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ଘନିଷ୍ଠ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମହାପ୍ରଭୁ କାଳିଆ ସାଆନ୍ତଙ୍କ ଉଦ୍ଦେଶ୍ୟରେ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ବର୍ଷ-୨୦୨୫ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ଉଭୟ ୱାଲ୍ ଏବଂ ଡେସ୍କ୍ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛିl କ୍ୟାଲେଣ୍ଡର

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ରାଜ୍ଯରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଇ ଲୋକଙ୍କ ସରକାର କାର୍ଯ୍ୟ କରୁଛନ୍ତି। ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ କରିବା ହେଉ ବା ରାଜ୍ଯରେ ଜାତୀୟ ଶିକ୍ଷା

ଓଡ଼ିଶା ବିକାଶରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଏକାଧାରରେ ସାହିତ୍ୟିକ, ଗାଳ୍ପିକ, ସାମ୍ବାଦିକ, ସମାଜ ସଂସ୍କାରକ ତଥା ରାଜନେତା ଭାବେ ବେଶ ଜଣାଶୁଣା। ଦଳଗତ ନିର୍ବିଶେଷରେ ସେ ଥିଲେ ସମସ୍ତଙ୍କ ପ୍ରିୟ। ସେ ଥିଲେ ଅଜାତଶତ୍ରୁ। ଓୟୁଏଟିରେ ବାଜପେୟୀଙ୍କ ଜୟନ୍ତୀ ଓ ସୁଶାସନ

ପାରାଦୀପରେ ୬୧ହଜାର କୋଟିର ନାପ୍‌ଥା ପ୍ରକଳ୍ପ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ପାରାଦୀପରେ ଏକ ନାପ୍‌ଥା କ୍ରାକର୍‌ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି। ସେଥିରେ ୬୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଭାରତୀୟ ତୈଳ ନିଗମ ସେହି ପ୍ରକଳ୍ପ ସ୍ଥାପନ କରିବ। ତାହା ହେବ ଦେଶର ଅନ୍ୟତମ ସର୍ବବୃହତ ନାପ୍‌ଥା ପ୍ରକଳ୍ପ। ସେଥିରେ ରାଜ୍ୟ

ଅସାଧୁ ବ୍ୟବସାୟୀଙ୍କୁ ନିସ୍ତାର ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ୧୯୮୬ ମସିହା ଡିସେମ୍ବର ୨୪ତାରିଖରେ ଉପଭୋକ୍ତା ସୁରକ୍ଷା ଆଇନ ପ୍ରଣୟନ ହୋଇଥିଲା। ଏହି ଆଇନରେ ବ୍ୟବସାୟୀ ସଂସ୍ଥାକୁ ଉତ୍ତରଦାୟୀ କରିବା ପାଇଁ ଯଥେଷ୍ଟ ପ୍ରାବଧାନ ନ ଥିଲା। ଏହାର ସୁଯୋଗ ନେଇ ୨୦୧୦ ମସିହାରେ ଓଡ଼ିଶାରେ ଟିଟ୍‌ଫଣ୍ଡ ସଂସ୍ଥା ମାଧ୍ୟମରେ