Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ମହାକୁମ୍ଭରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ କରିଛନ୍ତି।
!-->!-->!-->…
ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ
ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ
କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।!-->!-->!-->…
କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ
ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ
ୟୁରୋପର ବଡ଼ ବଡ଼ ଷ୍ଟେସନ ଶୈଳୀରେ କରାଯିବ ନିର୍ମାଣ କାର୍ଯ୍ୟକଟକ,୦୭-୧୨-୨୦୨୪(ପିପିଏସ) : କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ । ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ!-->!-->!-->!-->!-->…
କଟକ ରେଳରେ ଯୋଡିହେଲା ନୂଆ ଫର୍ଦ୍ଧ
ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ଙ୍କ ଦ୍ୱାରା ଦ୍ୱିତୀୟ ପ୍ରବେଶ ଦ୍ୱାର ଉଦଘାଟିତ
୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ
ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) :!-->!-->!-->…
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍!-->!-->!-->…
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ପ୍ରଦାନ!-->…
୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି କେନ୍ଦ୍ରୀୟ ବିଦ୍ୟାଳୟ ଯୋଜନା ଅଧୀନରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ଏବଂ ବର୍ତ୍ତମାନର କେଭି ଶିବମୋଗାର!-->…
ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ
ବାରିପଦା/ଭୁବନେଶ୍ୱର!-->!-->!-->…
ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ!-->…