Browsing Category

ଦେଶ-ବିଦେଶ

ପୁରୀ ସମୁଦ୍ରରେ ପରାକ୍ରମ ଅଭ୍ୟାସ: ଯୁଦ୍ଧାଭ୍ୟାସରେ ୧୪ ହେଲିକପ୍ଟର୍‌, ୧୨ ଯୁଦ୍ଧପୋତ

ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍‌। ପୁରୀ,୦୧-୧୨-୨୦୨୪ (ପିପିଏସ ) : ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ

ପନ୍ନୁ ଡର… ରାତି ସାରା ଧରପଗଡ଼

ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା ଚେକିଂ ହେଉଛି। ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଡିଜିପି ସମ୍ମିଳନୀ

ନୂଆବର୍ଷରେ ପରମାଣୁ ପରୀକ୍ଷା କରିବ ଇରାନ!: ୱାଶିଂଟନରୁ ପ୍ୟାରିସ ପର୍ଯ୍ୟନ୍ତ ଆତଙ୍କ

ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପାଇଁ ଦେଢ଼ ମାସ ବାକି ଅଛି। କିନ୍ତୁ ଏହାପୂର୍ବରୁ ଇରାନରୁ ଏଭଳି ଖବର ଆସିଛି, ଯାହାକୁ ନେଇ ୱାଶିଂଟନରୁ ପ୍ୟାରିସ ପର୍ଯ୍ୟନ୍ତ ଆତଙ୍କ ସୃଷ୍ଟି ହୋଇଛି। ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ ଇରାନ ଆଣବିକ ପରୀକ୍ଷା କରିବାକୁ ଚାହୁଁଛି

ରୋଷେୟା ନିଯୁକ୍ତିରେ ଅନିୟମିତତା।

ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ। ୪ ଦିନ ହେଲା ଗଛମୂଳେ ଶିଶୁ, ଖାଉଛନ୍ତି ବିସ୍ଫୁଟ । ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରୋଷେୟା ନିଯୁକ୍ତିରେ ଅନିୟମିତତା କୁ ନେଇ ମାଲକାନଗିରି ଜିଲ୍ଳା ମାଥିଲି ବ୍ଲକ ଚାଉଳମେନ୍ଦି ପଞ୍ଚାୟତ ପଦରସାହି ରେ ଉତ୍ତେଜନା । ୪

ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗ୍ ଠାବ, ସିଆଇଏସଏଫ୍ ଡଗ୍ ସ୍କ୍ବାଡର ତନାଘନା

ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଅଜଣା ବ୍ୟାଗ୍ ଦେଖିବାକୁ ମିଳିଛି। ଟ୍ରଲିରେ ଏକ ନୀଳ ରଙ୍ଗର ବ୍ୟାଗ ଦେଖିବା ପରେ ସେଠାରେ ପହଞ୍ଚିଥିଲା  ସିଆଇଏସଏଫର ଡଗ୍ ସ୍କ୍ୱାଡ୍ । ସନ୍ଧାନୀ କୁକୁର ଏହାକୁ ଜଗିଥିବାବେଳେ ଏହା କାହାର ସେ ଏନେଇ

‘୨୦୨୭ ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ’

ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ। ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ଚଳାଚଳ କରିବ। ଭୁବନେଶ୍ୱର

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଝଲକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଉଦ୍‌ଘାଟନ ହୋଇଥିବା ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ହେବେ। ତିନି ଦିନ ଧରି ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି

ଦେଶର ସୁରକ୍ଷା ପାଇଁ ଭୁବନେଶ୍ବରରେ ଆଲୋଚନା ହେଉଛି ତିନି ଦିନ

ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ୫୯ତମ ସଂସ୍କରଣ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଉଦ୍‌ଘାଟିତ ଏହି ସମ୍ମିଳନୀ ତିନିଦିନ ଧରି ଚାଲିବ। ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ମଧ୍ୟ ଯୋଗ

ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନ‌ରେନ୍ଦ୍ର ମୋଦୀ କହିଛନ୍ତି, ମହାରାଷ୍ଟ୍ର ନିର୍ବାଚନ ଫଳ, ହରିୟାଣା ନିର୍ବାଚନ ଫଳ ପରେ ଦେଶରେ ବିଶ୍ବାସ ଭରିଛି। ଏହି ବିଜୟର ଆୟମାରମ୍ଭ ଓଡ଼ିଶାରୁ ହୋଇଛି। ବିରୋଧୀ ଦଳ ମୋଦୀ ସରକାରଙ୍କ ବିରୋଧରେ ସବୁବେଳେ ଅପପ୍ରଚାର କରୁଛନ୍ତି। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ଜୟ

ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶାବାସୀଙ୍କ ସେବା କରୁଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ତରଫରୁ ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଓଡ଼ିଶା ମାଟିକୁ ସ୍ଵାଗତ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ହେଉଛି ଓଡ଼ିଶା ପାଇଁ ଏକ ଐତିହାସିକ ଦିନ। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ପ୍ରଧାନମନ୍ତ୍ରୀ