Browsing Category

ଦେଶ-ବିଦେଶ

ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍: ବାଇକ୍‌-ଫ୍ରିଜ୍‌ ଥିଲେ ବି ଘର ମିଳିବ

ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍ ଆସିଛି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଘର ଦେବାକୁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ କରିଥିବା ନୂଆ ଗାଇଡ୍‌ଲାଇନରେ କେତେକ ନୂଆ ବ୍ୟବସ୍ଥା ଯୋଡ଼ିଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ପ୍ରଧାନମନ୍ତ୍ରୀ

 ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ନେଲେ ହେମନ୍ତ ସୋରେନ

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଗୁରୁବାର ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଭୁବନେଶ୍ବରକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ

ଖଲିସ୍ତାନୀ ଆତଙ୍କବାଦୀ ପନ୍‌ନୁ ଧମକ ଦେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଭୁବନେଶ୍ୱର

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,

ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ ବଲିଉଡ୍‌ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪

ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ

ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ

ଗନ୍ଧମାର୍ଦ୍ଦନ ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ:ଉପମୁଖ୍ୟମନ୍ତ୍ରୀ

ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ। ଭୁବନେଶ୍ୱର ୨୭-୧୧-୨୦୨୪

ରାଜ୍ୟ ଅଭିଲେଖାଗାରରେ ସଂସ୍କୃତି ଚର୍ଚ୍ଚା

ଡ. ମହତାବ ଥିଲେ ରାଷ୍ଟ୍ରନେତା ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୦ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ "ଓଡ଼ିଆ ଅସ୍ମିତାର ଅନ୍ୟତମ ବିନ୍ଧାଣି ଡ଼ଃ ହରେକୃଷ୍ଣ ମହତାବ"

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେଉଛି।

ରାଜଧାନୀରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ର: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଜାତୀୟ ସମ୍ବିଧାନ ଦିବସ ଅବସରରେ ଆଜି ରାଜଧାନୀରେ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ