Browsing Category

ଦେଶ-ବିଦେଶ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ: ତିନି ମାସରେ ୩ଥର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବ ତିନିଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ସମ୍ମିଳନୀ। ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପୁଲିସ ଡିଜିମାନେ ଯୋଗଦେବେ। ଏହାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍‌ଘାଟନ କରିବେ।

ଟାଟରାଇ ଗାଁର ଦୁଃଖ: ୩ କିମି ଦୂରରେ ରହିଛି ସ୍କୁଲ, ଅଙ୍ଗନବାଡ଼ି

ମାଲକାନଗିରି/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାର ବହୁ ଗ୍ରାମ ଆଜି ବି ଅବହେଳିତ ହୋଇ ରହିଛି। ଗୋଟିଏ ପଟେ ନକ୍ସଲ ଗାଁଗୁଡିକର ବିକାଶ ହେବାକୁ ଦେଇନଥିବା ବେଳେ ଅନ୍ୟ ପଟେ ପ୍ରଶାସନ ଏବଂ ସରକାର ଗାଁରେ ମୌଳିକ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛି।ନକ୍ସଲ ଜିଲ୍ଲାକୁ ୨୦

କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ

କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ

୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ୟରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ କାମ ଆରମ୍ଭ ହୋଇଛି। ସୁନ୍ଦରଗଡ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) :

ବାଂଲାଦେଶୀ ନାବାଳିକା ଉଦ୍ଧାର ମାମଲାରେ ମହିଳା ସମେତ ୨ ଜଣ ଅଟକ

କଟକ ସହରରୁ ବାଲାଂଦେଶୀ ନାବାଳିକା ଉଦ୍ଧାର ମାମଲାରେ ପୁଲିସ ଆକ୍ସନ ମୁଡ଼ରେ ରହିଛି। ନାବାଳିକାକୁ ଉଦ୍ଧାର ପରେ ଏହି ଘଟଣା ସହିତ ସଂପୃକ୍ତି ରଖିଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମତେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। କଟକ,୨୪-୧୧-୨୦୨୪ (ପିପିଏସ) : ଜଣେ ବାଂଲାଦେଶୀ

ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା

ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ‌‌ରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି।

ଏସ୍‌ସିବିରେ ରୋଗୀଙ୍କ ଜୀବନ ସହ ଖେଳ ୬ରୁ ୪ ‌ଷ୍ଟେରିଲାଇଜେସନ୍‌ ମେସିନ୍‌ ଅଚଳ

କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ ଷ୍ଟେରିଲାଇଜ୍ କରାଯାଉଛି। କଟକ,୨୪-୧୧-୨୦୨୪

ସରିଲା କଟକ ବାଲିଯାତ୍ରା: ଶେଷ ଦିନରେ ୧୩ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ

କଟକ,୨୪-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଶେଷ ହୋଇଛି। ଶେଷ ଦିନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୧୩ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ପଡ଼ିଆ ବୁଲିଥିବା ପୁଲିସ-ପ୍ରଶାସନ ପକ୍ଷରୁ ଆକଳନ କରାଯାଉଛି। ଭିଡ଼ ଏଭଳି ଅସମ୍ଭାଳ ହୋଇଥିଲା ଯେ ରାଜପଥରୁ

ଓଡ଼ିଶାକୁ ମୁଁ ପୂର୍ବ ଭାରତରେ ବିକାଶର ଇଞ୍ଜିନ ଭାବେ ଦେଖୁଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଉଛି। ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ, ଓଡ଼ିଆ ଭାଗବତର ରଚୟିତା

କଳ୍ପନା  ସୋରେନ : ଝାଡ଼ଖଣ୍ଡ ରାଜନୀତିରେ ନୂଆ ତାରକା

ଝାଡ଼ଖଣ୍ଡ ନିର୍ବାଚନ ଅନେକ ଦୃଷ୍ଟିରୁ ରୋଚକ ହୋଇଛି। କିନ୍ତୁ ଏହାର ସବୁଠାରୁ ରୋଚକ ଦିଗ ହେଉଛି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ମୁର୍ମୁ ସୋରେନଙ୍କ ଉତଥାନ । ଝାଡ଼ଖଣ୍ଡ ରାଜନୀତିରେ ସେ ଜଣେ ନୂଆ ତାରକା ଭାବେ ଉଭା ହୋଇଛନ୍ତି । ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) :