Browsing Category

ଦେଶ-ବିଦେଶ

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ: ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚିତ

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) :

ସିଙ୍ଗାପୁରର ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନିଜ ଟିମ୍‌ ସହ ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ

ଡିସେମ୍ବର ୩ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ୬ରେ ପହଞ୍ଚିବେ ମୟୂରଭଞ୍ଜ

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି।

ଖଣି ଆନ୍ଦୋଳନ ରୋକିବାକୁ ସରକାରଙ୍କ କଠୋର ନିଷ୍ପତ୍ତି: ତାଳଚେରରେ ୬ ମାସ ପାଇଁ ‘ଏସ୍‌ମା’ ଲାଗୁ

ତାଳଚେର ଖଣି ଅଞ୍ଚଳରେ ଚାଲିଥିବା ଆନ୍ଦୋଳନ ରୋକିବା ପାଇଁ ସରକାର କଠୋର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏମ୍‌ସିଏଲ୍‌ ଦ୍ବାରା ଚାଲିଥିବା କୋଇଲା ଖନନ ଓ ପରିବହନ ବ୍ୟବସ୍ଥାରେ ଅତ୍ୟାବଶ୍ୟକ ସେବା ଆଇନ୍‌ (ଏସ୍‌ମା) ଲାଗୁ କରାଯାଇଛି। ଅନୁଗୁଳ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ତାଳଚେର

ନିର୍ବାଚନ ପାଇଁ ମୁମ୍ବାଇରେ ୪ ଦିନ ‘ଡ୍ରାଇଡେ’

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ  ପାଇଁ ଚଳିତ ସପ୍ତାହରେ ୪ ଦିନ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅନ୍ୟ ସହରରେ ମଦ ବିକ୍ରି ଉପରେ କଟକଣା ଲାଗୁ ରହିବ । ଅର୍ଥାତ୍ ଏସବୁ ସହରରେ ୪ ଦିନ ଡ୍ରାଏ ଡେ ରହିବ । ନିର୍ବାଚନକୁ ଶାନ୍ତିପୂର୍ଣ୍ଣ କରିବାକୁ ନିର୍ବାଚନ କମିସନ ଏହି ନିଷ୍ପତ୍ତି ନେଇଛ୍ତି । 

ଆରପାରିରେ ସମୀର ଦେ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ ଆରପାରିରେ ବିଜେପିର ବରିଷ୍ଠ ନେତା ସମୀର ଦେ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ

ଋଣ କରିବ ଦେଶର ସବୁଠୁ ବଡ଼ ଋଣଦାତା

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଏବେ ଦେଶର ସବୁଠାରୁ ବଡ଼ ଋଣଦାତା ହିସାବରେ ଜଣାଶୁଣା । କିନ୍ତୁ ଏବେ ସବୁଠୁ ବଡ଼ ଋଣଦାତା ସବୁଠୁ ବଡ଼ ଋଣ କରିବାକୁ ପ୍ରସ୍ତୁତି ଚଳାଇଛି । ବ୍ୟାଙ୍କ ପ୍ରାୟ ୧୦ ବିଲିୟନ ଡଲାର ଋଣ ନେବାକୁ ଯୋଜନା କରୁଛି । ମୁମ୍ବାଇ/ଭୁବନେଶ୍ୱର

ପୁଣି ମୁମ୍ବାଇ ବିମାନବନ୍ଦରକୁ ମିଳିଲା ବୋମା ଧମକ

ଗତ କିଛି ଦିନ ମଧ୍ୟରେ ଅନେକ ବିମାନକୁ ବୋମା ଧମକ ମିିଳି ସାରିଥିବା ବେଳେ ବୁଧବାର ଅପରାହ୍ନରେ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମା ଧମକ ମିଳିଛି। ମୁମ୍ବାଇ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) :  ଥମୁନାହିଁ ବିମାନକୁ ବୋମା ଧମକ। କିଛି ଦିନ ଅନ୍ତରରେ

ଋତୁସ୍ରାବ ସ୍ୱଚ୍ଛତା ନୀତି ବିଦ୍ୟାଳୟରେ କାର୍ଯ୍ୟକାରୀ ହୋଇଛି: ସୁପ୍ରିମକୋର୍ଟରେ ସରକାରଙ୍କ ସତ୍ୟପାଠ

ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ନିରାପଦ ମାସିକ ଋତୁସ୍ରାବ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏହି ନୀତିର

ବିଭିନ୍ନ ଖବରକାଗଜରେ ମୋଦୀଙ୍କ ‘ଏକ୍‌ ହେ ତୋ ସେଫ୍‌ ହେ’ ସ୍ଲୋଗାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଏକ୍‌ ହେ ତୋ ସେଫ୍‌ ହେ’ ସ୍ଲୋଗାନ ସୋମବାର ଦିନ ମହାରାଷ୍ଟ୍ରର ବିଭିନ୍ନ ଖବରକାଗଜରେ ପ୍ରକାଶ ପାଇଛି। ଏହି ସ୍ଲୋଗନ୍‌ ଜରିଆରେ ବିଜେପି ତାହାର ବିଧାନସଭା ନିର୍ବାଚନ ପ୍ରଚାରକୁ ବୃଦ୍ଧି କରିଛି। ନୂଆଦିଲ୍ଳୀ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) :