Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ପ୍ରଦାନ!-->…
୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି କେନ୍ଦ୍ରୀୟ ବିଦ୍ୟାଳୟ ଯୋଜନା ଅଧୀନରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ଏବଂ ବର୍ତ୍ତମାନର କେଭି ଶିବମୋଗାର!-->…
ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ
ବାରିପଦା/ଭୁବନେଶ୍ୱର!-->!-->!-->…
ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ!-->…
ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ସୁନା ଖଣିର ସନ୍ଧାନ: ବିଭୂତି ଭୂଷଣ ଜେନା
ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ବିଧାୟକ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହା କହିଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ।
!-->!-->!-->…
ଆଇନ ବ୍ୟବସ୍ଥାକୁ ସହଜ କରିପାରିଲେ ଗରିବ ଲୋକ ଉପକୃତ ହେବେ: ରାଷ୍ଟ୍ରପତି
ରାଷ୍ଟ୍ରପତି କହିଛନ୍ତି, ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର ଲୋକବଳ ଓ ଅର୍ଥ ବଳ ନଥାଏ। ତେଣୁ ଗରିବ ଲୋକମାନେ ଯେଭଳି ସହଜରେ ନ୍ୟାୟ ପାଇପାରିବେ, ସେହିଭଳି ବ୍ୟବସ୍ଥା ହେବା ଦରକାର।
ଭୁବନେଶ୍ୱର ୦୫-୧୨-୨୦୨୪!-->!-->!-->…
ମୁମ୍ବାଇରେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁମ୍ବାଇ ଗସ୍ତରେ ଅଛନ୍ତି। ସେଠାରେ ସେମାନେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ୍ଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ମାଝୀ ଓ ଶ୍ରମତୀ ପରିଡ଼ାଙ୍କୁ ମୁମ୍ବାଇ ପ୍ରବାସୀ ଓଡ଼ିଆ ସଂପ୍ରଦାୟ!-->…
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା......
କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ ।
କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ!-->!-->!-->!-->!-->…
ଉଦ୍ଘାଟନ ପୂର୍ବରୁ ଝଲସୁଛି ଜିଲ୍ଲା ଜଜ୍ କୋର୍ଟ
ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ୫ ତାରିଖରେ ଉଦ୍ଘାଟିତ ହେବ ଭୁବନେଶ୍ବର ଜିଲ୍ଲା ଜଜ୍ କୋର୍ଟର ନୂଆ କୋଠା। ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା ଜଜ୍ କୋର୍ଟର ଏହି ନୂଆ କୋଠାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍ଘାଟନ କରିବେ।
ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ଦୀର୍ଘ ପ୍ରତୀକ୍ଷାର!-->!-->!-->…
ମୁଁ ସମୁଦ୍ର,ଫେରିବି: ଚକ୍ରବ୍ୟୁହ ଭାଙ୍ଗିଲେ ଆଧୁନିକ ଅଭିମନ୍ୟୁ ଫଡନାଭିସ୍
ଦେବେନ୍ଦ୍ର ଫଡନାଭିସ୍ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ବିଜେପିର କୋର୍ କମିଟି ବୈଠକରେ ତାଙ୍କ ନାମ ଅନୁମୋଦନ କରାଯାଇଛି। ୨୦୧୯ଠାରୁ ଫଡନାଭିସ୍ ଅନେକ ଥର କହିଥିଲେ, ମୁଁ ସମୁଦ୍ର, ଫେରି ଆସିବି। ଏବେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦ ପାଇଛନ୍ତି
!-->!-->!-->…