Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ସଲ୍ମାନଙ୍କ ଘର ସାମ୍ନାରେ ଗୁଳି କରିଥିବା ଅଭିଯୁକ୍ତର ଜାମିନ୍ ଆବେଦନ ଖାରଜ
ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ 'ଗାଲାକ୍ସି ଆପାର୍ଟମେଣ୍ଟ' ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି।
ମୁମ୍ବାଇ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ!-->!-->!-->!-->!-->…
ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ।
ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ କରାଯାଇଛି।
ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ!-->!-->!-->!-->!-->!-->!-->…
ମାଛଧରା ଡଙ୍ଗାରୁ ବିଦେଶୀ ସିଗାରେଟ୍ ମିଳିବା ଘଟଣାର ଖୋଳତାଡ଼
ପାରାଦୀପ ସମୁଦ୍ରପଥ ଦେଇ ବଢ଼ୁଛି ଚୋରା ନିଶା କାରବାର।
ଗତକାଲି ମାଛଧରା ଡଙ୍ଗାରୁ ବିଦେଶୀ ସିଗାରେଟ୍ ମିଳିବା ପରେ ଏହି ସନ୍ଦେହ ବଢ଼ିବାରେ ଲାଗିଛି।
କେତେକ ନିର୍ଦ୍ଦିଷ୍ଟ ଅଣ ପଞ୍ଜୀକୃତ ମାଛଧରା ଡଙ୍ଗାରେ ଏ ସବୁ କାରବାର ଚାଲିଥିବା କୁହାଯାଉଛି।
ଜଗତସିଂହପୁର/ଭୁବନେଶ୍ୱର,!-->!-->!-->!-->!-->!-->!-->!-->!-->…
ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନୀଲ ଅଗ୍ରଓ୍ବାଲ
ବେଦାନ୍ତ ରାଜ୍ୟରେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଘୋଷଣା କରିଛି ।
ମୁମ୍ବାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ'ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନୀଲ!-->!-->!-->!-->!-->!-->!-->…
ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୁର
ଧୁମଧାମରେ ବିବାହ ପରେ ନବବଧୂଙ୍କୁ ନେଇ ଟ୍ରେନ ଯୋଗେ ଘରକୁ ଫେରୁଥିଲେ ବର।
ବାଟରେ ଦୁର୍ଘଟଣାରେ ସମ୍ମୁଖୀନ ହେଲେ ବର।
ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୂର।
ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) : ଉତ୍ତରପ୍ରଦେଶ ସିକରିରୁ ଏକ ଦୁଃଖଦ!-->!-->!-->!-->!-->!-->!-->!-->!-->…
ବେଙ୍ଗାଲୁରୁ ଟେଷ୍ଟ : ଭାରତର ଲଜ୍ଜାଜନକ ବ୍ୟାଟିଂ ପରେ ଦୃଢ ସ୍ଥିତିରେ ନ୍ୟୁଜିଲାଣ୍ଡ
ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି ।
ଭାରତକୁ ମାତ୍ର ୪୬ ରନରେ ଅଲଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି ଓ ୧୪୩ ରନରେ ଆଗୁଆ ହୋଇପାରିଛି ।
!-->!-->!-->!-->!-->!-->!-->…
ରତନ ଟାଟାଙ୍କୁ ମୁକେଶ ଅମ୍ବାନି ପରିବାରର ଶ୍ରଦ୍ଧାଞ୍ଜଳି
ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ବାର୍ଷିକ ଦୀପାବଳି ନୈଶ ଭୋଜିରେ ବିଶିଷ୍ଟ ଉଦ୍ୟୋଗପତି ସ୍ବର୍ଗତଃ ରତନ ଟାଟାଙ୍କୁ କମ୍ପାନିର ଅଧ୍ୟକ୍ଷ ମୁକେଶ ଅମ୍ବାନିଙ୍କ ପରିବାର ସମେତ କର୍ମଚାରୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ମୁମ୍ବାଇ,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ରିଲାଏନ୍ସ!-->!-->!-->!-->!-->!-->!-->!-->!-->!-->!-->!-->!-->…
ଯୁଗାବସାନ: ଶାନ୍ତ, ଭଦ୍ରତାର ପ୍ରତୀକ
ଜଣେ ପ୍ରାଣୀପ୍ରେମୀସାଧାରଣ ଲୋକଙ୍କ କଥା ଚିନ୍ତା କରୁଥିଲେ
ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ତାଙ୍କ ବିୟୋଗରେ ଏକ ଯୁଗର ଅବସାନ ଘଟିଛି।
!-->!-->!-->!-->!-->!-->!-->…
ଜୟା ଅମିତାଭଙ୍କ ସହ ଭେଟ କରାଇ ନଦେବାରୁ ଲୁଚିଲୁଚି ହସ୍ପିଟାଲ ଯାଇଥିଲେ ରେଖା
ନୂଆଦିଲ୍ଲୀ/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ୭୦ ଦଶକରୁ ନେଇ ଏଯାବତ ରେଖା ଏବଂ ଅମିତାଭ ବଚ୍ଚନଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହି ଆସିଛି। ଯଦିଓ ସେମାନଙ୍କର ପ୍ରେମ ସଫଳ ହୋଇପାରିବ ନାହିଁ ତଥାପି ସେମାନଙ୍କ ସମ୍ପର୍କ ଆଜି ବି ଆଲୋଚନା ହୋଇଥାଏ।ରେଖା ଓ ଅମିତାଭଙ୍କ ପ୍ରେମ ସମୟରେ ଅନେକ!-->…
ନିରାପଦ ଓହ୍ଲାଇଲା ଏୟାରଇଣ୍ଡିଆ ବିମାନ, ସବୁ ଯାତ୍ରୀ ସୁରକ୍ଷିତ
ସବୁ ଉତ୍କଣ୍ଠାର ଅନ୍ତ ଘଟାଇ ଏୟାର ଇଣ୍ଡିଆର ବିମାନଟି ତାମିଲନାଡ଼ୁର ତ୍ରିଚି ଏୟାରପୋର୍ଟରେ ଓହ୍ଲାଇଛି ।
ଏହା ଫଳରେ ସେଥିରେ ଥିବା ୧୪୧ ଜଣ ଯାତ୍ରୀଙ୍କ ସମେତ ସରକାର ଓ ଦେଶବାସୀ ଆଶ୍ବସ୍ତ ହୋଇଛନ୍ତି ।
ତ୍ରିଚି/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସବୁ ଉତ୍କଣ୍ଠାର ଅନ୍ତ!-->!-->!-->!-->!-->!-->!-->…